ଦେଶ ବିଦେଶ

କ୍ରିକେଟରୁ ସନ୍ନ୍ୟାସ ନେଲେ ମୋଇନ୍

କ୍ରିକେଟରୁ ସନ୍ନ୍ୟାସ ନେଲେ ମୋଇନ୍

ନୂଆଦିଲ୍ଲୀ: ଅନ୍ତର୍ଜାତୀୟ କ୍ରିକେଟରୁ ରବିବାର ସନ୍ନ୍ୟାସ ଘୋଷଣା କରିଛନ୍ତି ଇଂଲଣ୍ଡର କିମ୍ବଦନ୍ତୀ ଅଲରାଉଣ୍ଡର ମୋଇନ୍ ଅଲି। ଇଂଲଣ୍ଡ ପାଇଁ ଦୁଇ ଥର ବିଶ୍ଵକପ୍ ଜିତିଥିବା ମୋଇନ୍ ତାଙ୍କ ୧୦ ବର୍ଷର କ୍ୟାରିୟରରେ ଅନେକ ଚମତ୍କାର ପ୍ରଦର୍ଶନ କରିଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷ ହ୍ୱାଇଟ...

Read more

ଆଇଏଏସ୍‌ ପଦରୁ ବିଦା ହେଲେ ପୂଜା ଖେଡକର

ଆଇଏଏସ୍‌ ପଦରୁ ବିଦା ହେଲେ ପୂଜା ଖେଡକର

ନୂଆଦିଲ୍ଲୀ: ବିବାଦରେ ଥିବା ଟ୍ରେନ ଅଫିସର ପୂଜା ଖେଡକରଙ୍କୁ କେନ୍ଦ୍ର ସରକାର ତତ୍କାଳ ଭାବେ ଆଇଏଏସ୍‌ ପଦରୁ ବିଦା କରିଛନ୍ତି। ସେ ଓବିସି ଓ ଦିବ୍ୟାଙ୍ଗ ସଂରକ୍ଷଣର ଅପବ୍ୟବହାର କରି ପ୍ରଶାସନିକ ସେବା ପରୀକ୍ଷାରେ ଫାଇଦା ହାସଲ କରିଥିବା ଅଭିଯୋଗ ହୋଇଥିଲା।...

Read more

ଧାରା ୩୭୦ କେବେ ଫେରିବ ନାହିଁ:ଅମିତ ଶାହ

ଧାରା ୩୭୦ କେବେ ଫେରିବ ନାହିଁ:ଅମିତ ଶାହ

ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀର ବିଧାନସଭା ନିର୍ବାଚନ ପାଇଁ ଜୋରଦାର ପ୍ରଚାର କରୁଛନ୍ତି କେନ୍ଦ୍ରଗୃହ ମନ୍ତ୍ରୀ ଅମିତ ଶାହ। ଦୁଇ ଦିନିଆ ଜମ୍ମୁ-କାଶ୍ମୀର ଗସ୍ତରେ ଯାଇ ବିଜେପିର ନିର୍ବାଚନୀ ଇସ୍ତାହାର ଉନ୍ମୋଚନ କରିବା ସହ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରୁଛନ୍ତି। ଆଜି ଜନସଭାକୁ...

Read more

ଗଣେଶ ପୂଜା ଅବସରରେ ଉତ୍ସବମୁଖର ସାରା ଦେଶ

ଗଣେଶ ପୂଜା ଅବସରରେ ଉତ୍ସବମୁଖର ସାରା ଦେଶ

ଭୁବନେଶ୍ବର: ଭାରତୀୟ ସଂସ୍କୃତିର ଆରାଧ୍ୟ ପଞ୍ଚ ଦେବତା ମଧ୍ୟରେ ବୁଦ୍ଧିଦାତା ଶ୍ରୀଗଣେଶ ଅନ୍ୟତମ। ସେ ଅଗ୍ରପୂଜ୍ୟ। ବିଘ୍ନ ବିନାଶକ ହୋଇଥିବାରୁ ଯେ କୌଣସି ଶୁଭକର୍ମ ପାଇଁ ପୂଜା କରିିବା ପୂର୍ବରୁ ପ୍ରଥମେ ଗଣେଶଙ୍କୁ ବନ୍ଦନା କରାଯାଏ। କେବଳ ଆମ ଓଡିଶା ନୁହେଁ,...

Read more

କଂଗ୍ରେସରେ ସାମିଲ ହେଲେ କୁସ୍ତିଯୋଦ୍ଧା ବିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ

କଂଗ୍ରେସରେ ସାମିଲ ହେଲେ କୁସ୍ତିଯୋଦ୍ଧା ବିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ

ନୂଆଦିଲ୍ଲୀ: ହରିୟାଣା ବିଧାନସଭା ନିର୍ବାଚନ ପୂର୍ବରୁ ଭାରତୀୟ କୁସ୍ତି ଖେଳାଳି ବିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସରେ ଯୋଗ ଦେଇଛନ୍ତି। ଉଭୟ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେଙ୍କୁ ଭେଟିଛନ୍ତି। ଏହି ସମୟରେ କଂଗ୍ରେସର ସାଧାରଣ ସମ୍ପାଦକ କେ.ସି ଭେନୁଗୋପାଲ ମଧ୍ୟ...

Read more
Page 153 of 229 1 152 153 154 229

Welcome Back!

Login to your account below

Create New Account!

Fill the forms bellow to register

Retrieve your password

Please enter your username or email address to reset your password.