ଦେଶ ବିଦେଶ

ପଶ୍ଚିମବଙ୍ଗ ରେଳ ଦୁର୍ଘଟଣା: ମୃତ୍ୟୁସଂଖ୍ୟା ୧୫ କୁ ବୃଦ୍ଧି, ସହାୟତା ରାଶି ଘୋଷଣା

ପଶ୍ଚିମବଙ୍ଗ ରେଳ ଦୁର୍ଘଟଣା: ମୃତ୍ୟୁସଂଖ୍ୟା ୧୫ କୁ ବୃଦ୍ଧି, ସହାୟତା ରାଶି ଘୋଷଣା

ନୂଆଦିଲ୍ଲୀ: ଗଣମାଧ୍ୟମ ସୂଚନା ଅନୁଯାୟୀ ପଶ୍ଚିମବଙ୍ଗର ରଙ୍ଗାପାନି ଷ୍ଟେସନ ନିକଟରେ ଘଟିଥିବା ଟ୍ରେନ୍ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୧୫ରେ ପହଞ୍ଚିଛି। ଏଥିରେ ୬୦ ଜଣ ଆହତ ହୋଇଛନ୍ତି। ନ୍ୟୁ ଜଲପାଇଗୁଡି ଟ୍ରେନ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଯାତ୍ରୀଙ୍କ ପରିବାରକୁ ରେଳବାଇ ପ୍ରତ୍ୟେକଙ୍କୁ...

Read more

NCERT ପୁସ୍ତକରୁ ହଟିଲା ବାବ୍ରି ମସଜିଦ୍

NCERT ପୁସ୍ତକରୁ ହଟିଲା ବାବ୍ରି ମସଜିଦ୍

ନୂଆଦିଲ୍ଲୀ: NCERT ର ଦ୍ୱାଦଶ ଶ୍ରେଣୀର ରାଜନୈତିକ ବିଜ୍ଞାନର ନୂତନ ସଂଶୋଧିତ ପୁସ୍ତକ ବଜାରକୁ ଆସିଛି। ଏହି ପୁସ୍ତକରେ ଅନେକ ପରିବର୍ତ୍ତନ ଦେଖିବାକୁ ମିଳିଛି। ଅଯୋଧ୍ୟା ବିବାଦ ପ୍ରସଙ୍ଗରେ ସବୁଠାରୁ ବଡ ପରିବର୍ତ୍ତନ ଘଟିଛି, ଯେଉଁଠାରେ ବାବ୍ରି ମସଜିଦ ପୁସ୍ତକରେ ଉଲ୍ଲେଖ...

Read more

ପୁଣି ଅଭିନେତା ସଲମାନ ଖାନଙ୍କୁ ହତ୍ୟା ଧମକ: ରାଜସ୍ଥାନରୁ ଜଣେ ଅଭିଯୁକ୍ତକୁ ଗିରଫ କଲା ପୋଲିସ

ପୁଣି ଅଭିନେତା ସଲମାନ ଖାନଙ୍କୁ ହତ୍ୟା ଧମକ: ରାଜସ୍ଥାନରୁ ଜଣେ ଅଭିଯୁକ୍ତକୁ ଗିରଫ କଲା ପୋଲିସ

ନୂଆଦିଲ୍ଲୀ: ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କୁ ହତ୍ୟା ଧମକ ମାମଲାରେ ଏକ ବଡ ଅପଡେଟ ସାମ୍ନାକୁ ଆସିଛି। ତାଙ୍କ ମୃତ୍ୟୁର ଷଡ଼ଯନ୍ତ୍ର ପାଇଁ ମୁମ୍ବାଇ ସାଉଥ ସାଇବର ପୋଲିସ ଷ୍ଟେସନରେ ଏଫ୍ଆଇଆର୍ ପଞ୍ଜୀକୃତ ହୋଇଛି। କିଛି ଦିନ ପୂର୍ବରୁ ଲରେନ୍ସ ବିଷ୍ନୋଇ...

Read more

ସୁପର-୮କୁ ଯୋଗ୍ୟତା ଅର୍ଜନ କଲା ଇଂଲଣ୍ଡ

ସୁପର-୮କୁ ଯୋଗ୍ୟତା ଅର୍ଜନ କଲା ଇଂଲଣ୍ଡ

ନୂଆଦିଲ୍ଲୀ: ଇଂଲଣ୍ଡ କ୍ରିକେଟ୍ ଦଳ ୨୦୨୪ ଟି -୨୦ ବିଶ୍ୱକପର ସୁପର-୮ ପାଇଁ ଯୋଗ୍ୟତା ଅର୍ଜନ କରିଛି। ଆଜି ସ୍କଟଲ୍ୟାଣ୍ଡ ବିପକ୍ଷରେ ଖେଳାଯାଇଥିବା ମ୍ୟାଚରେ ଅଷ୍ଟ୍ରେଲିଆ ଏକ ଆକର୍ଷଣୀୟ ବିଜୟ ହାସଲ କରିଛି। ଅଷ୍ଟ୍ରେଲିଆ ବିଜୟ ସହିତ ଇଂଲଣ୍ଡ ସୁପର-୮ ପାଇଁ ଯୋଗ୍ୟତା...

Read more

କାଶ୍ମୀରରେ ଆତଙ୍କବାଦୀ ଆକ୍ରମଣ ପରେ ଆକ୍ସନ ମୋଡରେ ସରକାର: ଅମିତ ଶାହାଙ୍କ ଉଚ୍ଚ ସ୍ତରୀୟ ବୈଠକ

କାଶ୍ମୀରରେ ଆତଙ୍କବାଦୀ ଆକ୍ରମଣ ପରେ ଆକ୍ସନ ମୋଡରେ ସରକାର: ଅମିତ ଶାହାଙ୍କ ଉଚ୍ଚ ସ୍ତରୀୟ ବୈଠକ

ନୂଆଦିଲ୍ଲୀ: ନିକଟରେ ଜମ୍ମୁ କାଶ୍ମୀରରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ ସରକାର କାର୍ଯ୍ୟାନୁଷ୍ଠାନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଆଜି ଉତ୍ତର ବ୍ଲକରେ ଏକ ବୈଠକ କରି କେନ୍ଦ୍ରଶାସିତ ଅଞ୍ଚଳର ସୁରକ୍ଷା ସ୍ଥିତିକୁ ଅନୁଧ୍ୟାନ କରିଛନ୍ତି।...

Read more

ଓଡିଶାର ପୂର୍ବତନ ରାଜ୍ୟପାଳ ମୂରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରଲୋକ

ଓଡିଶାର ପୂର୍ବତନ ରାଜ୍ୟପାଳ ମୂରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରଲୋକ

ଭୁବନେଶ୍ବର: ଆଜି ଓଡିଶାର ପୂର୍ବତନ ରାଜ୍ୟପାଳ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୯୫ ବର୍ଷ ବୟସ ହୋଇଥିଲା। ସେ ଓଡିଶାର ରାଜ୍ୟପାଳ ଭାବେ ୨୦୦୭ ମସିହା ଅଗଷ୍ଟ ୨୧ ତାରିଖରେ ଯୋଗ ଦେଇଥିଲେ। ତାଙ୍କର କାର୍ଯ୍ୟକାଳ ଶେଷ...

Read more

ଆସୁଛି ୩ ନୂଆ ଆପରାଧିକ ଆଇନ

ଆସୁଛି ୩ ନୂଆ ଆପରାଧିକ ଆଇନ

ଭୁବନେଶ୍ୱର: ଆସନ୍ତା ଜୁଲାଇ ୧ରୁ ଦେଶରେ ୩ ନୂଆ ଆପରାଧିକ ଆଇନ ଲାଗୁ ହେବ। ସେଗୁଡିକ ହେଲା ଭାରତୀୟ ନ୍ୟାୟ ସଂହିତା, ଭାରତୀୟ ନାଗରିକ ସୁରକ୍ଷା ସଂହିତା ଓ ଭାରତୀୟ ସାକ୍ଷ୍ୟ ଅଧିନିୟମ। ବ୍ରିଟିଶ୍‌ ଅମଳରୁ ପ୍ରଚଳିତ ଆପରାଧିକ ଆଇନ ଇଣ୍ଡିଆନ...

Read more

ୟୁପିରେ ଇଡିର ବଡ କାର୍ଯ୍ୟାନୁଷ୍ଠାନ, ପୂର୍ବତନ ବିଏସପି ଏମଏଲସିଙ୍କ ଜବତ କଲା ୪୪୪୦ କୋଟିର ସମ୍ପତ୍ତି

ୟୁପିରେ ଇଡିର ବଡ କାର୍ଯ୍ୟାନୁଷ୍ଠାନ, ପୂର୍ବତନ ବିଏସପି ଏମଏଲସିଙ୍କ ଜବତ କଲା ୪୪୪୦ କୋଟିର ସମ୍ପତ୍ତି

ନୂଆଦିଲ୍ଲୀ: ସାହାରନପୁରରେ ବେଆଇନ ଖଣି ଖନନ ମାମଲାରେ ପ୍ରବର୍ତ୍ତନ’ ନିର୍ଦ୍ଦେଶାଳୟ (ଇଡି) ବଡ ପଦକ୍ଷେପ ନେଇଛି। ପୂର୍ବତନ ବିଏସପି ଏମଏଲସି ମହମ୍ମଦ ଇକବାଲଙ୍କ ୧୨୧ ଏକର ଜମି ଏବଂ ଗ୍ଲୋକାଲ ୟୁନିଭରସିଟିର ସମସ୍ତ ଅଟ୍ଟାଳିକା ଇଡି ଜବତ କରିଛି। ପୂର୍ବତନ ବିଏସପି...

Read more

ଜି- ୭ ସମ୍ମିଳନୀ ଅବସରରେ ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ

ଜି- ୭ ସମ୍ମିଳନୀ ଅବସରରେ ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଇଟାଲୀର ଆପୁଲିଆ ଠାରେ ଜି- ୭ ଶିଖର ସମ୍ମିଳନୀ ଅବସରରେ ବ୍ରିଟେନର ପ୍ରଧାନମନ୍ତ୍ରୀ ମହାମହିମ ଋଷି ସୁନକଙ୍କ ସହ ଦ୍ୱିପାକ୍ଷିକ ବୈଠକ କରିଥିଲେ। ପ୍ରଧାନମନ୍ତ୍ରୀ ସୁନକ ଶ୍ରୀ ମୋଦୀଙ୍କୁ କ୍ରମାଗତ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ...

Read more

କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ଜୁଏଲ ଓରାମ

କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ଜୁଏଲ ଓରାମ

ନୂଆଦିଲ୍ଲୀ: ଜୁଏଲ ଓରାମ ଆଜି ନୂଆଦିଲ୍ଲୀରେ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ଅବସରରେ ମନ୍ତ୍ରୀଙ୍କୁ ଆଦିବାସୀ ବ୍ୟାପାର ସଚିବ ବିଭୁ ନାୟାର ଏବଂ ମନ୍ତ୍ରଣାଳୟର ଅନ୍ୟ ବରିଷ୍ଠ ଅଧିକାରୀମାନେ ସ୍ୱାଗତ କରିଥିଲେ। ମନ୍ତ୍ରଣାଳୟର ଦାୟିତ୍ୱ...

Read more
Page 182 of 228 1 181 182 183 228

Welcome Back!

Login to your account below

Create New Account!

Fill the forms bellow to register

Retrieve your password

Please enter your username or email address to reset your password.