ଦେଶ ବିଦେଶ

ରଣପୁରରେ ବିଜେପିର ବିଜୟ ସଙ୍କଳ୍ପ ସମାବେଶ; ଅଭିଭାଷଣ ରଖିଲେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ

ରଣପୁରରେ ବିଜେପିର ବିଜୟ ସଙ୍କଳ୍ପ ସମାବେଶ; ଅଭିଭାଷଣ ରଖିଲେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ

ରଣପୁର (ଭିଓଭି): ଚଳିତ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ପୁରୀ ଲୋକସଭା କ୍ଷେତ୍ର ଅଧିନସ୍ଥ ରଣପୁର ନିର୍ବାଚନ ମଣ୍ଡଳୀ ରେ ବିଜେପିର ବିଜୟ ସଙ୍କଳ୍ପ ସମାବେଶ ଅନୁଷ୍ଠିତ ହୋଇଯାଇଛି । ଏହି ସମାବେଶରେ ଭାରତର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଯୋଗ ଦେଇ...

Read more

ଜେଲରୁ ବାହାରିବେ ଅରବିନ୍ଦ କେଜ୍ରିୱାଲ, ଜୁନ୍ ୧ ଯାଏଁ ଅନ୍ତରୀଣ ଆଶ୍ଵସ୍ତି ଦେଲେ ସୁପ୍ରିମକୋର୍ଟ

ଜେଲରୁ ବାହାରିବେ ଅରବିନ୍ଦ କେଜ୍ରିୱାଲ, ଜୁନ୍ ୧ ଯାଏଁ ଅନ୍ତରୀଣ ଆଶ୍ଵସ୍ତି ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟି (ଏଏପି) ମୁଖ୍ୟ ଅରବିନ୍ଦ କେଜ୍ରିୱାଲଙ୍କୁ ସୁପ୍ରିମକୋର୍ଟରୁ ଏକ ବଡ଼ ଆଶ୍ଵସ୍ତି ମିଳିଛି। ସୁପ୍ରିମକୋର୍ଟ ଆଜି କେଜ୍ରିୱାଲଙ୍କୁ ଜୁନ୍ ୧ ତାରିଖ ପର୍ଯ୍ୟନ୍ତ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ଶୁଣାଣି ସମୟରେ କୋର୍ଟ ସମସ୍ତ...

Read more

୬ଟି ରାଜ୍ୟରେ ପ୍ରତ୍ୟକ୍ଷ ଭାବେ ମତଦାନ ପ୍ରକ୍ରିୟା ଦେଖିଲେ ୨୩ଟି ଦେଶର ୭୫ ଜଣ ପ୍ରତିନିଧି

୬ଟି ରାଜ୍ୟରେ ପ୍ରତ୍ୟକ୍ଷ ଭାବେ ମତଦାନ ପ୍ରକ୍ରିୟା ଦେଖିଲେ ୨୩ଟି ଦେଶର ୭୫ ଜଣ ପ୍ରତିନିଧି

ନୂଆଦିଲ୍ଲୀ: ଭାରତରେ ୨୦୨୪ ସାଧାରଣ ନିର୍ବାଚନରେ ମତଦାନ ପ୍ରକ୍ରିୟାକୁ ପ୍ରତ୍ୟକ୍ଷ ଭାବେ ଦେଖିଥିବାରୁ ବିଭିନ୍ନ ଦେଶରୁ ଆସିଥିବା ଅନ୍ତର୍ଜାତୀୟ ପ୍ରତିନିଧିମାନେ ଖୁସି ବ୍ୟକ୍ତ କରିଛନ୍ତି। କେତେକ ପ୍ରତିନିଧି ନିର୍ବାଚନରେ ସ୍ୱଚ୍ଛତାକୁ ପ୍ରଶଂସା କରିଥିବା ବେଳେ ଅନ୍ୟମାନେ ଗ୍ରୀନ୍ ପୋଲିଂ ଷ୍ଟେସନ ଭଳି ନିର୍ବାଚନ...

Read more

ପଞ୍ଚମ ପର୍ଯ୍ୟାୟରେ ୮ଟି ରାଜ୍ୟ/କେନ୍ଦ୍ର ଶାସିତ ପ୍ରଦେଶରେ ନିର୍ବାଚନ ଲଢ଼ିବେ ୬୯୫ ଜଣ ପ୍ରାର୍ଥୀ

ପଞ୍ଚମ ପର୍ଯ୍ୟାୟରେ ୮ଟି ରାଜ୍ୟ/କେନ୍ଦ୍ର ଶାସିତ ପ୍ରଦେଶରେ ନିର୍ବାଚନ ଲଢ଼ିବେ ୬୯୫ ଜଣ ପ୍ରାର୍ଥୀ

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ୨୦୨୪ର ପଞ୍ଚମ ପର୍ଯ୍ୟାୟରେ ୮ଟି ରାଜ୍ୟ/କେନ୍ଦ୍ର ଶାସିତ ପ୍ରଦେଶରେ ୬୯୫ ଜଣ ପ୍ରାର୍ଥୀ ନିର୍ବାଚନ ଲଢ଼ିବେ। ପଞ୍ଚମ ପର୍ଯ୍ୟାୟ ପାଇଁ ୮ଟି ରାଜ୍ୟ/କେନ୍ଦ୍ର ଶାସିତ ପ୍ରଦେଶର ୪୯ ଲୋକସଭା ନିର୍ବାଚନ ମଣ୍ଡଳୀରେ ମୋଟ୍‌ ୧୫୮୬ଟି ପ୍ରାର୍ଥିପତ୍ର ଦାଖଲ...

Read more

ଇସ୍ତଫା ଦେଲେ ସାମ୍ ପିଟ୍ରୋଡା

ଇସ୍ତଫା ଦେଲେ ସାମ୍ ପିଟ୍ରୋଡା

ନୂଆଦିଲ୍ଲୀ:  ଓଭରସିଜ୍ କଂଗ୍ରେସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି ସାମ୍ ପିଟ୍ରୋଡା । ବର୍ଣ୍ଣବୈଷମ୍ୟ ଉପରେ ବୟାନ ଦେଇ ବିବାଦରେ ଫସିବା ପରେ ପିଟ୍ରୋଡା ପଦ ଛାଡିଛନ୍ତି । ଏ ନେଇ କଂଗ୍ରେସ ନେତା ଜୟରାମ ରମେଶ ସୂଚନା ଦେଇଛନ୍ତି ।...

Read more

ତିହାର ଜେଲରେ ରହିବେ କେଜରିଓ୍ବାଲ

ତିହାର ଜେଲରେ ରହିବେ କେଜରିଓ୍ବାଲ

ନୂଆଦିଲ୍ଲୀ: ଦିଲ୍ଲୀ ଲିକର ପଲିସି ସହ ଜଡିତ ମାମଲାରେ ଗିରଫ ହୋଇଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଆଜି ଅର୍ଥାତ୍‌ ୭ ମେ’ ୨୦୨୪ ରେ ମଧ୍ୟ ସୁପ୍ରିମକୋର୍ଟଙ୍କଠାରୁ ଆଶ୍ୱସ୍ତି ପାଇନାହାଁନ୍ତି। ଏହି ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ୯ରେ ହେବ। ମଧ୍ୟବର୍ତ୍ତୀକାଳୀନ...

Read more

କେଜ୍‌ରିଓ୍ବାଲଙ୍କ ବଢିଲା ଅଡୁଆ

କେଜ୍‌ରିଓ୍ବାଲଙ୍କ ବଢିଲା ଅଡୁଆ

ନୂଆଦିଲ୍ଲୀ: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଅଡୁଆ ବଢିଛି। ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ବିରୋଧରେ ଏନଆଇଏ ତଦନ୍ତ ପାଇଁ ଦିଲ୍ଲୀ ଉପରାଜ୍ୟପାଳ ଭି.କେ ସାକ୍ସେନା ସୁପାରିଶ କରିଛନ୍ତି। ଉପରାଜ୍ୟପାଳ ଭି.କେ ସାକ୍ସେନା ଖଲିସ୍ତାନ ସମର୍ଥକ...

Read more

ମୋଦିଙ୍କ ତେରଚ୍ଛା ବାଣ, ଓଡିଶାରେ ମୁଖ୍ୟମନ୍ତ୍ରୀ ଜଣେ ଓଡିଆ ହେବେ

ମୋଦିଙ୍କ ତେରଚ୍ଛା ବାଣ, ଓଡିଶାରେ ମୁଖ୍ୟମନ୍ତ୍ରୀ ଜଣେ ଓଡିଆ ହେବେ

ଭୁବନେଶ୍ବର: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡିଶା ପ୍ରଚାରରେ ଆସି ବିଜେଡି ସରକାର ଉପରେ ବେଶ ବର୍ଷିଛନ୍ତି। ସେ ବ୍ରହ୍ମପୁରରେ ଓଡିଶାରେ ଡବଲ ଇଂଜିନି ହେବ ବୋଲି କହିଥିଲେ। ଏପରିକି ବିଜେପି ଆସନ୍ତା ଜୁନ ୧୦ ତାରିଖରେ ଓଡିଶାରେ ସରକାର ପାଇଁ...

Read more
Page 196 of 228 1 195 196 197 228

Welcome Back!

Login to your account below

Create New Account!

Fill the forms bellow to register

Retrieve your password

Please enter your username or email address to reset your password.