ଦେଶ ବିଦେଶ

ନୋରା ଫତେହିଙ୍କ ବିବାଦୀୟ ଗୀତ ମାମଲା: ଫତୱା ଜାରି କଲା ମୁସଲିମ ପର୍ସନାଲ ଦାରୁଲ ଇଫ୍ତା

ନୋରା ଫତେହିଙ୍କ ବିବାଦୀୟ ଗୀତ ମାମଲା: ଫତୱା ଜାରି କଲା ମୁସଲିମ ପର୍ସନାଲ ଦାରୁଲ ଇଫ୍ତା

ନୂଆଦିଲ୍ଲୀ: ବଲିଉଡ୍ ଅଭିନେତ୍ରୀ ନୋରା ଫତେହି ଏବଂ ସଞ୍ଜୟ ଦତ୍ତଙ୍କ ଫିଲ୍ମ “କେଡି: ଦି ଡେଭିଲ୍” ର “ସରକେ ଚୁନର୍ ତେରି ସରକେ” ଗୀତଟି ବିବାଦରେ ଫସିଯାଇଛି। ମୁସଲିମ ପର୍ସନାଲ ଦାରୁଲ ଇଫ୍ତା ମଧ୍ୟ ଏହି ବିବାଦୀୟ ଗୀତର ବିରୋଧ ପ୍ରକାଶ କରିଛି...

Read more

ମନ୍ଦିରର ୫୦୦ ମିଟର ମଧ୍ୟରେ ମାଂସ ଦୋକାନ ବନ୍ଦ: ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ନିର୍ଦ୍ଦେଶ

ମନ୍ଦିରର ୫୦୦ ମିଟର ମଧ୍ୟରେ ମାଂସ ଦୋକାନ ବନ୍ଦ: ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ: ପବିତ୍ର ଚୈତ୍ର ନବରାତ୍ରିକୁ ଦୃଷ୍ଟିରେ ରଖି ଉତ୍ତର ପ୍ରଦେଶର ଶାମଲିରେ ପୋଲିସ ପ୍ରଶାସନ କଡ଼ା ପଦକ୍ଷେପ ଗ୍ରହଣ କରିଛି। ଜିଲ୍ଲାରେ ମନ୍ଦିର ଚାରିପାଖରେ ମାଂସ ଦୋକାନ ବନ୍ଦ କରିବା ପାଇଁ ଏକ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ କରାଯାଉଛି। ଭକ୍ତଙ୍କ ଧାର୍ମିକ ଭାବନାକୁ...

Read more

କାତାର ଗ୍ୟାସ୍ ପ୍ଲାଣ୍ଟ ଉପରେ ଇରାନର ମିସାଇଲ୍ ମାଡ଼, ଜଳୁଛି ପ୍ଲାଣ୍ଟ

କାତାର ଗ୍ୟାସ୍ ପ୍ଲାଣ୍ଟ ଉପରେ ଇରାନର ମିସାଇଲ୍ ମାଡ଼, ଜଳୁଛି ପ୍ଲାଣ୍ଟ

ନୂଆଦିଲ୍ଲୀ : ମଧ୍ୟପ୍ରାଚ୍ୟ ଯୁଦ୍ଧ ସମଗ୍ର ବିଶ୍ବକୁ ପ୍ରଭାବିତ କରୁଛି । ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଜାରି ହୋଇଥିବା ଯୁଦ୍ଧର ପ୍ରଭାବ ଭାରତ ଉପରେ ମଧ୍ୟ ପଡୁଛି । ଭାରତ ଶକ୍ତି ଉପରେ ନିର୍ଭର କରୁଥିବା ଉର୍ଜା ଦେଶ ଉପରେ...

Read more

ଅଯୋଧ୍ୟା ରାମମନ୍ଦିରରେ ଶ୍ରୀରାମ ଯନ୍ତ୍ର ସ୍ଥାପନା, ଉପସ୍ଥିତ ରହିବେ ରାଷ୍ଟ୍ରପତିଙ୍କ ସହିତ ବିଦେଶରୁ ଆସିଥିବା ଅତିଥି

ଅଯୋଧ୍ୟା ରାମମନ୍ଦିରରେ ଶ୍ରୀରାମ ଯନ୍ତ୍ର ସ୍ଥାପନା, ଉପସ୍ଥିତ ରହିବେ ରାଷ୍ଟ୍ରପତିଙ୍କ ସହିତ ବିଦେଶରୁ ଆସିଥିବା ଅତିଥି

ନୂଆଦିଲ୍ଲୀ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ହିନ୍ଦୁ ନବବର୍ଷ ଅବସରରେ ଶ୍ରୀରାମ ଜନ୍ମଭୂମି ମନ୍ଦିରରେ ଏକ କାର୍ଯ୍ୟକ୍ରମରେ ସାମିଲ ହେବେ । ଆଜି ରାଷ୍ଟ୍ରପତି ମନ୍ଦିରରେ ଶୁଭ ଅଭିଜିତ ମୁହୂର୍ତ୍ତ ୧୧.୫୫ ମିନିଟରେ ଶ୍ରୀରାମ ଯନ୍ତ୍ର ସ୍ଥାପନା ଏବଂ ପୂଜା କରିବେ ।...

Read more

୧୨,୦୦୦ ରୁ ଅଧିକ ଚଢାଉ: ୧୫,୦୦୦ ରୁ ଅଧିକ ଏଲପିଜି ସିଲିଣ୍ଡର ଜବତ

୧୨,୦୦୦ ରୁ ଅଧିକ ଚଢାଉ: ୧୫,୦୦୦ ରୁ ଅଧିକ ଏଲପିଜି ସିଲିଣ୍ଡର ଜବତ

ନୂଆଦିଲ୍ଲୀ: ପଶ୍ଚିମ ଏସିଆର ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ ନୂଆଦିଲ୍ଲୀସ୍ଥିତ ନେସନାଲ ମିଡିଆ ସେଣ୍ଟର ଠାରେ ଅନୁଷ୍ଠିତ ହୋଇଛି। ପରିସ୍ଥିତିର ପରିବର୍ତ୍ତନ ଉପରେ ସଦ୍ୟତମ ସୂଚନା ପ୍ରଦାନ କରିବା ପାଇଁ ଏପରି ସାମ୍ବାଦିକ ସମ୍ମିଳନୀ ନିୟମିତ ଭାବରେ କରାଯାଉଛି। ଏହି କାର୍ଯ୍ୟକ୍ରମରେ...

Read more

ଏସସିବି ଅଗ୍ନିକାଣ୍ଡ ମାମଲା: ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଏସସିବି ଅଗ୍ନିକାଣ୍ଡ ମାମଲା: ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ଵର: ଏସସିବି ମେଡିକାଲ ଟ୍ରମା କେଆର୍ ଆଇସିୟୁରେ ଘଟିଥିବା ଦୁଃଖଦ ଅଗ୍ନିକାଣ୍ଡ ଘଟଣା ସମ୍ପର୍କରେ ଜାଣି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଅଗ୍ନିକାଣ୍ଡରେ ମୃତକଙ୍କ ପରିବାରକୁ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ ସମବେଦନା...

Read more

ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା, ଏପ୍ରିଲ ୯, ୨୩ ଓ ୨୯ରେ ହେବ ନିର୍ବାଚନ, ମେ ୪ ତାରିଖରେ ଭୋଟ ଗଣତି

ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା, ଏପ୍ରିଲ ୯, ୨୩ ଓ ୨୯ରେ ହେବ ନିର୍ବାଚନ, ମେ ୪ ତାରିଖରେ ଭୋଟ ଗଣତି

ନୂଆଦିଲ୍ଲୀ : ଦେଶର ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଛି । ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ତାରିଖ ଘୋଷଣା କରିଛନ୍ତି । ୪ଟି ରାଜ୍ୟ ଏବଂ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳ ପାଇଁ ନିର୍ବାଚନ ତାରିଖ...

Read more

ଇରାନ ଉପରେ ଆମେରିକାର ପ୍ରଚଣ୍ଡ ଆକ୍ରମଣ, ଧ୍ୱଂସ ହେଲା ଇରାନର ‘ଖାର୍ଗ ଦ୍ୱୀପ’

ଇରାନ ଉପରେ ଆମେରିକାର ପ୍ରଚଣ୍ଡ ଆକ୍ରମଣ, ଧ୍ୱଂସ ହେଲା ଇରାନର ‘ଖାର୍ଗ ଦ୍ୱୀପ’

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆରେ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ, ତାଙ୍କ ନିର୍ଦ୍ଦେଶରେ ଆମେରିକୀୟ ସେନା ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଖାର୍ଗ ଦ୍ୱୀପ (Kharg Island) ଉପରେ ଏକ ଭୟଙ୍କର ବୋମା ମାଡ଼ କରିଛି।...

Read more

ଇରାକରେ ଡ୍ରୋନ୍ ଆକ୍ରମଣ, ଜଣେ ଫ୍ରାନ୍ସ ସୈନ୍ୟ ମୃତ ଓ ୬ ଆହତ

ଇରାକରେ ଡ୍ରୋନ୍ ଆକ୍ରମଣ, ଜଣେ ଫ୍ରାନ୍ସ ସୈନ୍ୟ ମୃତ ଓ ୬ ଆହତ

ନୂଆଦିଲ୍ଲୀ: ଇରାକରେ ଡ୍ରୋନ୍ ଆକ୍ରମଣ, ଜଣେ ଫ୍ରାନ୍ସ ସୈନ୍ୟ ମୃତ, ୬ ଆହତ । ଇରାକର କୁର୍ଦ୍ଦିସ୍ତାନ ଅଞ୍ଚଳରେ ଥିବା ଇରବିଲରେ ଏକ ଭୟଙ୍କର ଆକ୍ରମଣରେ ଜଣେ ଫ୍ରାନ୍ସ ସୈନ୍ୟ ପ୍ରାଣ ହରାଇଛନ୍ତି । ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ ଏହି ଦୁଃଖଦ...

Read more

ଏମିତି ହେଲେ ମହିଳାଙ୍କୁ କେହି ଚାକିରି ଦେବେ ନାହିଁ, ମାସିକ ଧର୍ମ ବେଳେ ଛୁଟି ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ

ଭଗବାନଙ୍କୁ ରାଜନୀତିରୁ ଦୂରରେ ରଖ: ତିରୁପତି ଲଡୁ ମାମଲାରେ ମୁଖ୍ୟମନ୍ତ୍ରୀ ନାଇଡୁଙ୍କୁ ତାଗିଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ : ମାସିକ ଧର୍ମ ସମୟରେ ମହିଳା କର୍ମଚାରୀଙ୍କୁ ଛୁଟି ପ୍ରଦାନ କରିବା ପାଇଁ ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି । କୋର୍ଟ ଏହି ମାମଲାକୁ ବିଚାର କରିବାକୁ ମନା କରିଦେଇଛନ୍ତି । କୋର୍ଟ କହିଛନ୍ତି, “ମହିଳାମାନଙ୍କୁ ଏତେ ଦୁର୍ବଳ ଭାବନ୍ତୁ ନାହିଁ...

Read more
Page 2 of 228 1 2 3 228

Welcome Back!

Login to your account below

Create New Account!

Fill the forms bellow to register

Retrieve your password

Please enter your username or email address to reset your password.