ଇରାନ୍ : ଗତକାଲି ଇରାନ୍ ଦୁବାଇରେ ଥିବା ଆମେରିକାର ଟେକ୍ କମ୍ପାନୀ ଓରାକଲର ଏକ ଡାଟା ସେଣ୍ଟର ଉପରେ ଆକ୍ରମଣ କରିଥିବା ଦାବି କରିଛି । ଦୁବାଇରେ ଥିବା ଓରାକଲର ଏକ ଡାଟା ସେଣ୍ଟରକୁ ଟାର୍ଗେଟ୍ କରାଯାଇଥିବା ଦାବି କରୁଛି ଇରାନର ସରକାରୀ...
Read moreଇରାନ ଖସାଇଲା F-35 ଯୁଦ୍ଧ ବିମାନ । ଆକାଶ ମାର୍ଗରେ ଆମେରିକାର ଦ୍ୱିତୀୟ F-35 ଯୁଦ୍ଧ ବିମାନକୁ ଖସାଇଥିବା ଇରାନ ଦାବି କରିଛି । ଇରାନର ସରକାରୀ ଗଣମାଧ୍ୟମ ‘ମେହେର ନ୍ୟୁଜ୍ ଏଜେନ୍ସି’ ଅନୁଯାୟୀ ଇରାନ ନିଜର ଏୟାର ଡିଫେନ୍ସ ସିଷ୍ଟମ...
Read moreକେରଳ : ଆର୍ଜେଣ୍ଟିନା ଫୁଟବଲ ଟିମ ଏବଂ ଷ୍ଟାର ଖେଳାଳି ଲିଓନେଲ ମେସିଙ୍କୁ ନେଇ ଅଭିଯୋଗ ଆସିଛି । କେରଳ ଖେଳମନ୍ତ୍ରୀ ଅବ୍ଦୁରହିମାନ ଆର୍ଜେଣ୍ଟିନା ଫୁଟବଲ ଟିମ୍ ଏବଂ ଲିଓନେଲ ମେସି ଦେଇଥିବା କଥା ରଖିନଥିବାର ଅଭିଯୋଗ ହୋଇଛି । ୨୫୦ କୋଟି...
Read moreନୂଆଦିଲ୍ଲୀ: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ଫଳରେ ବିଶ୍ୱ ଯୋଗାଣ ଶୃଙ୍ଖଳରେ ବାଧା ସୃଷ୍ଟି ହୋଇଛି। ଏହାକୁ ଦୃଷ୍ଟିରେ ରଖି, ଭାରତ ସରକାର ଜୁନ୍ ୩୦ ତାରିଖ ୨୦୨୬ ପର୍ଯ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ପେଟ୍ରୋକେମିକାଲ୍ ଉତ୍ପାଦଗୁଡ଼ିକ ଉପରେ ସମ୍ପୂର୍ଣ୍ଣ ସୀମା ଶୁଳ୍କ ଛାଡ଼ ପ୍ରଦାନ...
Read moreନୂଆଦିଲ୍ଲୀ : ନାସାର ଐତିହାସିକ ‘ଆର୍ଟେମିସ୍-୨’ ମିଶନ । ୫୦ ବର୍ଷ ପରେ ଜହ୍ନକୁ ଗଲେ ମଣିଷ! । ମହାକାଶ ବିଜ୍ଞାନ କ୍ଷେତ୍ରରେ ଏକ ନୂଆ ଅଧ୍ୟାୟ ସୃଷ୍ଟି କରି ନାସାର ଶକ୍ତିଶାଳୀ SLS ରକେଟ୍ କେନେଡି ସ୍ପେସ୍ ସେଣ୍ଟରରୁ ସଫଳତାର ସହ...
Read moreଇଣ୍ଡୋନେସିଆ : ଶକ୍ତିଶାଳୀ ଭୂକମ୍ପରେ ଥରିଲା ଇଣ୍ଡୋନେସିଆ । ରିକ୍ଚର ସ୍କେଲରେ ଭୂକମ୍ପରେ ତୀବ୍ରତା ୭.୪ ରେକର୍ଡ କରାଯାଇଛି । ଗୁରୁବାର ଆଞ୍ଚଳିକ ସମୟ ସକାଳ ପ୍ରାୟ ୬ଟା ୪୮ ରେ ମୋଲୁକା ସାଗରରେ ଏହି ଭୂକମ୍ପ ହୋଇଥିଲା । ଯାହାର କେନ୍ଦ୍ରସ୍ଥଳ...
Read moreନୂଆଦିଲ୍ଲୀ : ବରିଷ୍ଠ ଆଇଏଏସ ଅଧିକାରୀ ବୀର ବିକ୍ରମ ଯାଦବଙ୍କୁ ଡିଜିସିଏର ଡିଜି ଭାବେ ନିଯୁକ୍ତ କରାଯାଇଛି । ନିଯୁକ୍ତି ସଂକ୍ରାନ୍ତୀୟ କେନ୍ଦ୍ର କ୍ୟାବିନେଟ କମିଟିରେ ଏନେଇ ଅନୁମୋଦନ ହୋଇଛି । ଏୟାର ଟ୍ରାଫିକ୍, ବିମାନ ବାତିଲ ଏବଂ ଯାତ୍ରୀଙ୍କ ସୁରକ୍ଷାକୁ ନେଇ...
Read moreନୂଆଦିଲ୍ଲୀ : ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ବିଧାୟକ ପଦରୁ ଇସ୍ତଫା ଦେଇଛନ୍ତି । ସେ ବିହାର ବିଜେପି ରାଜ୍ୟ ସଭାପତି ସଞ୍ଜୟ ସରାଓଗୀଙ୍କୁ ତାଙ୍କ ଇସ୍ତଫା ଦେଇଛନ୍ତି । ଆଜି ସଞ୍ଜୟ ସରାଓଗୀ ବିହାର ବିଧାନସଭା ବାଚସ୍ପତି ପ୍ରେମ କୁମାରଙ୍କ...
Read moreବିହାର : ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଆଜି ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ୨୦୨୪ ରେ ନୀତିଶ ବିହାର ବିଧାନ ପରିଷଦକୁ ନିର୍ବାଚିତ ହୋଇଥିଲେ । ତାଙ୍କର ଏହି କାର୍ଯ୍ୟକାଳ ୨୦୩୦ରେ ଶେଷ ହେବାକୁ ଥିଲା ।...
Read moreissue-19-1_compressedDownload
Read moreCopyright © 2023.