ନୂଆଦିଲ୍ଲୀ : ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ୧୩ ଦିନ ବିତିଗଲାଣି । ଏହା ଭିତରେ ଭାରତକୁ ମିଳିଛି ବଡ଼ ଆଶ୍ୱସ୍ତି । ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ଏବଂ ଇରାନର ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାଘଚିଙ୍କ ମଧ୍ୟରେ ହୋଇଥିବା ଫୋନ କଥାବାର୍ତ୍ତା...
Read moreନୂଆଦିଲ୍ଲୀ : ୨୦୨୬ ଏପ୍ରିଲ ୧୯ ତାରିଖରୁ ଉତ୍ତରାଖଣ୍ଡ ଚାରିଧାମ ଯାତ୍ରା ଆରମ୍ଭ ହେବାକୁ ଯାଉଛି। ଏହି ଦିନ ଗଙ୍ଗୋତ୍ରୀ ଏବଂ ଯମୁନୋତ୍ରୀ ମନ୍ଦିରର ଦ୍ୱାର ଖୋଲିବ। ତୀର୍ଥଯାତ୍ରୀଙ୍କ ପାଇଁ ପଞ୍ଜୀକରଣ ପ୍ରକ୍ରିୟା ମାର୍ଚ୍ଚ ୬ ତାରିଖରୁ ଆରମ୍ଭ ହୋଇଥିଲା । ସରକାର...
Read moreନୂଆଦିଲ୍ଲୀ : ପଶ୍ଚିମ ଏସିଆରେ ଯୁଦ୍ଧ ସ୍ଥିତି ସବୁଠାରୁ ଅଧିକ ପ୍ରଭାବ ପିଲାଙ୍କ ଉପରେ ପଡିଛି । ସଂଯୁକ୍ତ ରାଷ୍ଟ୍ରର ଶିଶୁ ଏଜେନ୍ସୀ ଚେତାବନୀ ଦେଇଛି କି, ଲଗାତାର ହିଂସା ବୃଦ୍ଧି ଦ୍ବାରା ଲକ୍ଷ ଲକ୍ଷ ପିଲାଙ୍କ ଜୀବନ ବିପଦରେ ପଡିଛି ।...
Read moreନୂଆଦିଲ୍ଲୀ : ପ୍ରଥମ ‘ଇଚ୍ଛାମୃତ୍ୟୁ’ ପାଇଁ ସୁପ୍ରିମକୋର୍ଟଙ୍କ ଅନୁମତି । ଭାରତରେ ପ୍ରଥମ ‘ଇଚ୍ଛାମୃତ୍ୟୁ’ ପାଇଁ ସୁପ୍ରିମକୋର୍ଟଙ୍କ ଅନୁମତି ଦେଇଛନ୍ତି । ୧୩ ବର୍ଷର ଯନ୍ତ୍ରଣାରୁ ମୁକ୍ତି ପାଇବେ ହରିଶ ରାଣା । ଭାରତର ସୁପ୍ରିମକୋର୍ଟ ଏକ ଯୁଗାନ୍ତକାରୀ ନିଷ୍ପତ୍ତି ଶୁଣାଇଛନ୍ତି ।...
Read moreନୂଆଦିଲ୍ଲୀ: ପଦ୍ମଶ୍ରୀ ହର୍ମାନ କୁଲକେଙ୍କ ପରଲୋକ । ଓଡ଼ିଶା ଇତିହାସର ଅନନ୍ୟ ଗବେଷକ ପ୍ରଫେସର ହର୍ମାନ କୁଲକେଙ୍କ ପରଲୋକ । ଜର୍ମାନୀର ବିଶିଷ୍ଟ ଇତିହାସକାର ତଥା ଓଡ଼ିଶା ସଂସ୍କୃତିର ଜଣେ ବଡ଼ ପ୍ରେମୀ ପ୍ରଫେସର ହର୍ମାନ କୁଲକେଙ୍କର ଦେହାନ୍ତ ହୋଇଛି । ଓଡ଼ିଶାର...
Read moreବିଶ୍ୱରେ ଯୁଦ୍ଧର ନିଆଁ । ଆକାଶଛୁଆଁ ଅଶୋଧିତ ତୈଳ ଦର । ୧୦୦ ଡଲାର ପାର୍ କଲା ଦର । ଇରାନ ସହ ଆମେରିକା ଓ ଇସ୍ରାଏଲ୍ ର ଯୁଦ୍ଧ ଯୋଗୁଁ ବିଶ୍ୱ ବଜାରରେ Crude Oil ଦରରେ ପ୍ରବଳ ବୃଦ୍ଧି...
Read moreଆଇସିସି ବିଶ୍ୱକପ ଟି-୨୦ ଫାଇନାଲ ମ୍ୟାଚରେ ନ୍ୟୁଜିଲାଣ୍ଡକୁ ୯୬ ରନରେ ହରାଇ ଟାଇଟଲ ହାତେଇଲା ଭାରତ। ଭାରତର ଘାତକ ବୋଲର ଏବଂ ବ୍ୟାଟ୍ସମ୍ୟାନଙ୍କ ସାମ୍ନାରେ ପରାଜୟ ହେଲା ନ୍ୟୁଜିଲାଣ୍ଡ। ଆଜି ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଆଇସିସି ଟି-୨୦ ବିଶ୍ୱକପ ଫାଇନାଲ...
Read moreନୂଆଦିଲ୍ଲୀ: ବେଙ୍ଗଲ ପ୍ରଶାସନ ଉପରେ ବର୍ଷିଲେ ରାଷ୍ଟ୍ରପତି । ଦାର୍ଜିଲିଂରେ ସାନ୍ତାଳ ସମ୍ମିଳନାରେ ବ୍ୟାପକ ପ୍ରଶାସନିକ ଅବ୍ୟବସ୍ଥା ନେଇ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅସନ୍ତୋଷ । ଲୋକମାନେ ତାଙ୍କୁ ଭେଟଙ୍କୁ ବୋଲି ବେଙ୍ଗଲ ପ୍ରଶାସନ ଚାହୁଁନଥିଲା । ସମ୍ମିଳନୀକୁ ମମତା ଦିଦି କାହିଁକି...
Read moreନୂଆଦିଲ୍ଲୀ : ପଡ଼ୋଶୀ ଦେଶକୁ କ୍ଷମା ମାଗିଲା ଇରାନ । ଯୁଦ୍ଧ ପାଇଁ କରିଥିବା ଆକ୍ରମଣ ଶନିବାର ପଡ଼ୋଶୀ ଗଲ୍ଫ ଦେଶଗୁଡ଼ିକୁ କ୍ଷମା ମାଗିଛନ୍ତି ଇରାନ ରାଷ୍ଟ୍ରପତି ମାସୌଦ ପେଜେଶ୍କିଆନ । ଆମେରିକା ଇସ୍ରାଏଲ୍ ସହ ଯୁଦ୍ଧ ବଢ଼ୁଥିଲେ ବି ଇରାନର ଅନ୍ୟ...
Read moreରାଜସ୍ଥାନ : ସକାଳୁ ସକାଳୁ ରାଜସ୍ଥାନ ସିକର ଜିଲ୍ଲାରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଭୂକମ୍ପ ଝଟକା ଯୋଗୁଁ ଲୋକେ ଭୟଭୀତ ହୋଇଯାଇଥିଲେ । ଘରୁ ବାହାରି ଦୌଡିଥିଲେ ଲୋକ । ଏନଏସସି ମୁତାବକ, ଭୂକମ୍ପ ଝଟକା ଆଜି ସକାଳ ୬.୩୨...
Read moreCopyright © 2023.