ଦେଶ ବିଦେଶ

ଲାଲୁ ପ୍ରସାଦ ଯାଦବଙ୍କ ପରିବାରକୁ ବଡ଼ ଝଟକା: IRCTC ମାମଲାରେ କୋର୍ଟ ନେଲେ ବଡ଼ ନିଷ୍ପତ୍ତି

ଲାଲୁ ପ୍ରସାଦ ଯାଦବଙ୍କ ପରିବାରକୁ ବଡ଼ ଝଟକା: IRCTC ମାମଲାରେ କୋର୍ଟ ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ: IRCTC ମନି ଲଣ୍ଡରିଂ ମାମଲାରେ ଲାଲୁ ପ୍ରସାଦ ଯାଦବ ପରିବାରକୁ ବଡ଼ ଝଟକା ଲାଗିଛି। ଆଜି ରାଉସ୍ ଆଭେନ୍ୟୁ କୋର୍ଟ RJD ମୁଖ୍ୟ ଲାଲୁ ପ୍ରସାଦ ଯାଦବ, ପୁଅ ତେଜସ୍ୱୀ ଯାଦବ ଏବଂ ପତ୍ନୀ ରାବ୍ରୀ ଦେବୀ ସମେତ ନଅ ଜଣ...

Read more

ବ୍ରିକ୍ସ ସମ୍ମିଳନୀରେ ଯୋଗଦେବେନି ବାଂଲାଦେଶ ପ୍ରଧାନମନ୍ତ୍ରୀ ତାରିକ ରେହମାନ୍

ବ୍ରିକ୍ସ ସମ୍ମିଳନୀରେ ଯୋଗଦେବେନି ବାଂଲାଦେଶ ପ୍ରଧାନମନ୍ତ୍ରୀ ତାରିକ ରେହମାନ୍

ନୂଆଦିଲ୍ଲୀ: ନୂଆଦିଲ୍ଲୀର ଭାରତ ମଣ୍ଡପମ୍‌ଠାରେ ସେପ୍ଟେମ୍ବର ୧୨ ଓ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ୧୮ତମ ବ୍ରିକ୍ସ  ଶିଖର ସମ୍ମିଳନୀରେ ବାଂଲାଦେଶ ପ୍ରଧାନମନ୍ତ୍ରୀ ତାରିକ ରେହମାନ୍ ଯୋଗଦେବେ ନାହିଁ। ଢାକା ଓ ନୂଆଦିଲ୍ଲୀର କୂଟନୈତିକ ସୂତ୍ରରୁ ଏହି ସୂଚନା ମିଳିଛି। ବାଂଲାଦେଶ ବୈଦେଶିକ ମନ୍ତ୍ରୀ...

Read more

ବିହାରରେ ବନ୍ୟା ତାଣ୍ଡବ: ୧୪ ଜିଲ୍ଲାରେ ୩୫.୮୯ ଲକ୍ଷରୁ ଅଧିକ ଲୋକ ପ୍ରଭାବିତ

ବିହାରରେ ବନ୍ୟା ତାଣ୍ଡବ: ୧୪ ଜିଲ୍ଲାରେ ୩୫.୮୯ ଲକ୍ଷରୁ ଅଧିକ ଲୋକ ପ୍ରଭାବିତ

ନୂଆଦିଲ୍ଲୀ: ବିହାରରେ ବନ୍ୟା ପରିସ୍ଥିତି ଆହୁରି ସଙ୍ଗୀନ ହେବାରେ ଲାଗିଛି। ଗଙ୍ଗା ସମେତ ରାଜ୍ୟର ୮ଟି ପ୍ରମୁଖ ନଦୀ ଫୁଲିବାରେ ଲାଗିଥିବା ବେଳେ ୧୪ଟି ଜିଲ୍ଲାରେ ବନ୍ୟା ସ୍ଥିତି ଗମ୍ଭୀର ରହିଛି। ଏହାଦ୍ୱାରା ପ୍ରାୟ ୩୫.୮୯ ଲକ୍ଷରୁ ଅଧିକ ଲୋକ ପ୍ରଭାବିତ...

Read more

ଇଣ୍ଡିଆ-ଏ’ ଟିମ୍ ଘୋଷଣା: ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ମିଳିଲା ସ୍ଥାନ

ଇଣ୍ଡିଆ-ଏ’ ଟିମ୍ ଘୋଷଣା: ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ: ଦୀର୍ଘ ୫ ମାସ ପରେ ପୁଣି କ୍ରିକେଟ୍‌ ପଡ଼ିଆକୁ ପ୍ରତ୍ୟାବର୍ତ୍ତନ କରିବାକୁ ଯାଉଛନ୍ତି ଭାରତୀୟ ଷ୍ଟାର୍ ଅଲ୍‌ରାଉଣ୍ଡର୍ ହାର୍ଦ୍ଦିକ ପାଣ୍ଡ୍ୟା । ଅଷ୍ଟ୍ରେଲିଆ-ଏ’ ବିପକ୍ଷରେ ଖେଳାଯିବାକୁ ଥିବା ଘରୋଇ ସିରିଜ୍ ପାଇଁ ବିସିସିଆଇ (ବିସିସିଆଇ) ପକ୍ଷରୁ ଘୋଷିତ ଇଣ୍ଡିଆ-ଏ’ ଦିନିକିଆ...

Read more

ସୁପ୍ରିମକୋର୍ଟଙ୍କ ବଡ଼ ନିର୍ଦ୍ଦେଶ, ଯୋଗ୍ୟତା ନଥିଲେ ସ୍କୁଲ-କଲେଜରେ ଶିକ୍ଷକ ନିଯୁକ୍ତି ନାହିଁ

ସୁପ୍ରିମକୋର୍ଟଙ୍କ ବଡ଼ ନିର୍ଦ୍ଦେଶ, ଯୋଗ୍ୟତା ନଥିଲେ ସ୍କୁଲ-କଲେଜରେ ଶିକ୍ଷକ ନିଯୁକ୍ତି ନାହିଁ

ନୂଆଦିଲ୍ଲୀ :  ଯୋଗ୍ୟତା ନଥିଲେ ସ୍କୁଲ-କଲେଜରେ ଶିକ୍ଷକ ନିଯୁକ୍ତି ନାହିଁ । RTE, NCTE ଓ UGC ନିୟମରେ ଧାର୍ଯ୍ୟ ଯୋଗ୍ୟତା ବାଧ୍ୟତାମୂଳକ । ସ୍କୁଲ ଓ କଲେଜରେ ଶିକ୍ଷକ ନିଯୁକ୍ତିକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ଅନ୍ତରୀଣ ଆଦେଶ ଦେଇଛନ୍ତି ସୁପ୍ରିମକୋର୍ଟ ।...

Read more

ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ, ଆଜିଠୁ ୧୧ ତାରିଖ ପର୍ଯ୍ୟନ୍ତ ୟୁଏଇରେ ଚାଲିବ ନିବେଶକ ସମ୍ମିଳନୀ

ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ, ଆଜିଠୁ ୧୧ ତାରିଖ ପର୍ଯ୍ୟନ୍ତ ୟୁଏଇରେ ଚାଲିବ ନିବେଶକ ସମ୍ମିଳନୀ

ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜିଠୁ ୧୧ ତାରିଖ ପର୍ଯ୍ୟନ୍ତ ୟୁଏଇରେ ଚାଲିବ ନିବେଶକ ସମ୍ମିଳନୀ । ୟୁଏଇରେ ଓଡ଼ିଶାର ଉଚ୍ଚସ୍ତରୀୟ ନିବେଶ ଅଭିଯାନର ଶୁଭାରମ୍ଭ ହୋଇଛି । ୟୁଏଇ ସହିତ ଓଡ଼ିଶାର ଆର୍ଥିକ ସମ୍ପର୍କକୁ ଅଧିକ...

Read more

୫ ଦିନ ଠପ୍ ହେବ ବ୍ୟାଙ୍କ କାରବାର, ଗ୍ରାହକଙ୍କ ପାଇଁ ହୋଇପାରେ ସମସ୍ୟା

୫ ଦିନ ଠପ୍ ହେବ ବ୍ୟାଙ୍କ କାରବାର, ଗ୍ରାହକଙ୍କ ପାଇଁ ହୋଇପାରେ ସମସ୍ୟା

ଭୁବନେଶ୍ୱର : ଆସନ୍ତ ୧୧ରୁ ଲଗାତାର ୫ ଦିନ ବନ୍ଦ ରହିବ ବ୍ୟାଙ୍କ । ​ ଧର୍ମଘଟ ସହ ସାପ୍ତାହିକ ଓ ପର୍ବପର୍ବାଣି ଛୁଟି । ଠପ୍ ହେବ କାରବାର । ବ୍ୟାଙ୍କ କର୍ମଚାରୀ ସଂଘର ଧର୍ମଘଟ ଡାକରା ସାଙ୍ଗକୁ ଦ୍ୱିତୀୟ ଶନିବାର,...

Read more

ଅଧା ହୋଇଯିବ ପେଟ୍ରୋଲ ଓ ଡିଜେଲ ଦାମ୍, କ୍ରୁଡ୍ ଅଏଲ ଦାମ୍ କମାଇବାକୁ ପ୍ରତିଶ୍ରୁତି ଦେଲେ ଟ୍ରମ୍ପ

ଡିଜେଲ ଦର ୨ ଟଙ୍କା ବୃଦ୍ଧି କଲେ ସରକାର, ବଢିବ ଅତ୍ୟାବଶ୍ୟକ ସାମଗ୍ରୀ ଦର

ନୂଅଦିଲ୍ଲୀ : ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତି ମଧ୍ୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତେଲ ଦରକୁ ନେଇ ବଡ଼ ଘୋଷଣା କରିଛନ୍ତି। ଆଗାମୀ ଦିନରେ କ୍ରୁଡ୍ ଅଏଲ୍ ଦର ହ୍ରାସ କରିବାକୁ ସେ ଆଶ୍ୱାସନା ଦେଇଛନ୍ତି ।...

Read more

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିରୋଧରେ ମନ୍ତବ୍ୟ ସମ୍ପର୍କିତ ମାମଲା: ରାହୁଲ ଗାନ୍ଧୀଙ୍କୁ ହାଇକୋର୍ଟରୁ ଝଟକା

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିରୋଧରେ ମନ୍ତବ୍ୟ ସମ୍ପର୍କିତ ମାମଲା: ରାହୁଲ ଗାନ୍ଧୀଙ୍କୁ ହାଇକୋର୍ଟରୁ ଝଟକା

ନୂଆଦିଲ୍ଲୀ: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ବମ୍ବେ ହାଇକୋର୍ଟରୁ ବଡ଼ ଝଟକା ଲାଗିଛି। ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ତାଙ୍କ ମନ୍ତବ୍ୟ ସମ୍ପର୍କିତ ମାନହାନି ମାମଲାରେ ମାଜିଷ୍ଟ୍ରେଟ୍ କୋର୍ଟ ଦ୍ୱାରା ଜାରି ସମନକୁ ହାଇକୋର୍ଟ ରଦ୍ଦ କରିବାକୁ ମନା କରିଦେଇଛନ୍ତି।...

Read more

ନେପାଳର ପ୍ରଳୟଙ୍କରୀ ବନ୍ୟାରେ ମୃତ୍ୟୁ ସଂଖ୍ୟା ୧୩୫୫କୁ ବୃଦ୍ଧି, ୫ ହଜାର ଏବେ ବି ନିଖୋଜ

ନେପାଳର ପ୍ରଳୟଙ୍କରୀ ବନ୍ୟାରେ ମୃତ୍ୟୁ ସଂଖ୍ୟା ୧୩୫୫କୁ ବୃଦ୍ଧି, ୫ ହଜାର ଏବେ ବି ନିଖୋଜ

କାଠମାଣ୍ଡୁ : ନେପାଳର ପ୍ରଳୟଙ୍କରୀ ବନ୍ୟାରେ ମୃତ୍ୟୁ ସଂଖ୍ୟା ୧୩୫୫କୁ ବୃଦ୍ଧି ପାଇଛି । ପ୍ରାୟ ୫ ହଜାର ଏବେ ବି ନିଖୋଜ ଅଛନ୍ତି । ସେପଟେ ୧୩ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଛି । ନେପାଳ ସରକାରଙ୍କ ସୂଚନା...

Read more
Page 3 of 265 1 2 3 4 265

Welcome Back!

Login to your account below

Create New Account!

Fill the forms bellow to register

Retrieve your password

Please enter your username or email address to reset your password.