ଆମେରିକା : ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଆଜି ଟ୍ରମ୍ପଙ୍କ ବିମାନରେ ଯାନ୍ତ୍ରିକ ତ୍ରୁଟି ଦେଖିବାକୁ ମିଳିଛି । ଟ୍ରମ୍ପ ସ୍ବିଜରଲ୍ୟାଣ୍ଡ ଯାତ୍ରା କରୁଥିବା ସମୟରେ ଏପରି ଘଟଣା ଦେଖିବାକୁ ମିଳିଛି ବୋଲି...
Read moreଗତକାଲି ରାତି ପ୍ରାୟ ୯ଟାରେ ଅକ୍ଷୟ କୁମାରଙ୍କ କାର୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ତାଙ୍କ କାରଟି ଏକ ଅଟୋ ରିକ୍ସା ସହ ଧକ୍କା ହୋଇଥିଲା । ଫଳରେ ଅଟୋ ରିକ୍ସାଟି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିଲା ଏବଂ ସେଥିରେ ଜଣେ ବ୍ୟକ୍ତି ଫସି...
Read moreକର୍ଣ୍ଣାଟକ: କର୍ଣ୍ଣାଟକ ଡିଜିପି ତଥା ବରିଷ୍ଠ ଆଇପିଏସ ଅଧିକାରୀ ରାମଚନ୍ଦ୍ର ରାଓଙ୍କୁ ସସପେଣ୍ଡ କରାଯାଇଛି । ସୋସିଆଲ ମିଡିଆରେ ଅଶ୍ଳୀଳ ଭିଡିଓ ଭାଇରଲ ହେବା ପରେ ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଅଧିକାରୀ ଓ ମହିଳାଙ୍କ ଅଶ୍ଳୀଳ ଭିଡ଼ିଓ ସାମ୍ନାକୁ...
Read moreନୂଆଦିଲ୍ଲୀ : ଲେହ ଲଦାଖରେ ଭୂକମ୍ପ ଝଟକା ଅନୁଭୂତ । ୫.୭ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଝଟକା ଲାଗିଛି । ସକାଳ ୧୧ଟା ୫୧ ମିନିଟରେ ଭୂକମ୍ପ ଅନୁଭୂତ ହୋଇଛି । ଭୂକମ୍ପର ଝଟକା ପରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଭୟର ବାତାବରଣ...
Read morevov-issue-9-for-Digital_compressedDownload
Read moreନୂଆଦିଲ୍ଲୀ : ଦିଲ୍ଲୀରୁ ବାଗଡୋଗରା ଯାଉଥିବା ଇଣ୍ଡିଗୋ ଏୟାରଲାଇନ୍ସର ଏକ ବିମାନକୁ ବୋମା ଧମକ । ଯାହା ପରେ ଆତଙ୍କ ସୃଷ୍ଟି କରିଛି । ସୁରକ୍ଷା ପ୍ରୋଟୋକଲ୍ ହିସାବରେ ବିମାନଟିକୁ ତୁରନ୍ତ ଲକ୍ଷ୍ନୌର ଚୌଧୁରୀ ଚରଣ ସିଂ ଅନ୍ତର୍ଜାତୀୟ ବିମାନବନ୍ଦରରେ ଜରୁରୀକାଳୀନ...
Read moreଢାକା : ବାଂଲାଦେଶରେ ପୁଣି ଜଣେ ହିନ୍ଦୁ ଯୁବକଙ୍କୁ ହତ୍ୟା । ବିଏନପି ପାର୍ଟିର ଜଣେ ନେତା ହିନ୍ଦୁ ଯୁବକଙ୍କ ଉପରେ ଜାଣିଶୁଣି ଗାଡ଼ି ଚଢାଇ ହତ୍ୟା କରିଥିବା ଜଣାପଡିଛି । ଘଟଣା ରାଜାବାଡୀ ଜିଲ୍ଲା ସଦର ଉପଜିଲ୍ଲାରେ ଘଟିଛି । ଏଠାକାର...
Read moreନୂଆଦିଲ୍ଲୀ : ସାଧାରଣତନ୍ତ୍ର ଦିବସ ପୂର୍ବରୁ ଦିଲ୍ଲୀ ସମେତ ଆଖପାଖ ଅଞ୍ଚଳରେ ହାଇ ଆଲର୍ଟ ଜାରି । ସାଧାରଣତନ୍ତ୍ର ଦିବସରେ ଖଲିସ୍ତାନୀ ଏବଂ ବାଂଲାଦେଶୀ ଆତଙ୍କବାଦୀ ଗୋଷ୍ଠୀ ବଡ଼ ଯୋଜନା କରୁଥିବା ନେଇ ଗୁଇନ୍ଦା ସୂଚନା ଆଧାରରେ ଆଲର୍ଟ ଜାରି ହୋଇଛି ।...
Read moreଉତ୍ତରପ୍ରଦେଶ : ଉତ୍ତରପ୍ରଦେଶର ସୁଲତାନପୁର ଜିଲ୍ଲାର ପୂର୍ବାଞ୍ଚଳ ଏକ୍ସପ୍ରେସୱେରେ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୩ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିଲାବେଳେ ଅନ୍ୟ ୭ ଜଣ ଆହତ ହୋଇଛନ୍ତି । ଘନ କୁହୁଡ଼ି କାରଣରୁ ଏପରି ଦୁର୍ଘଟଣା ଘଟିଥିବା...
Read moreନୂଆଦିଲ୍ଲୀ : ଦିଲ୍ଲୀ ସମେତ ଉତ୍ତର ଭାରତରେ ପ୍ରବଳ ଥଣ୍ଡା ଏବଂ କୁହୁଡ଼ି ଲାଗି ରହିଛି । ବର୍ତ୍ତମାନ ଘନ କୁହୁଡ଼ି ଯୋଗୁଁ କମ୍ ଭିଜିବିଲିଟି ରହିଛି । ପଞ୍ଜାବ ଏବଂ ଉତ୍ତର ପ୍ରଦେଶର ଅନେକ ଅଞ୍ଚଳରେ ମଧ୍ୟ ଦୃଶ୍ୟମାନତା ଶୂନ୍ ରହିଛି...
Read moreCopyright © 2023.