ହରିୟାଣା : ହରିୟାଣାର ଅମ୍ବାଲା ଏୟାରବେସରୁ ରାଫେଲ ଯୁଦ୍ଧବିମାନରେ ଉଡ଼ିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବୁଧବାର ଦିନ ଅମ୍ବାଲା ବାୟୁସେନା ଷ୍ଟେସନରୁ ଏକ ରାଫେଲ ଯୁଦ୍ଧ ବିମାନରେ ଉଡ଼ାଣ ଭରିଛନ୍ତି । ରାଷ୍ଟ୍ରପତି ମୁର୍ମୁ ରାଫେଲ ଲଢ଼ୁଆ...
Read moreବିଶାଖାପାଟଣା : ବାତ୍ୟା ମୋନ୍ଥା ଯୋଗୁଁ ପ୍ରଭାବିତ ବିମାନ ସେବା । ବିଶାଖାପାଟନମ ବିମାନ ବନ୍ଦରରୁ ଉଡ଼ାଣ ଭରିବାକୁ ଥିବା ୩୨ ବିମାନ ଉଡ଼ାଣ ବାତିଲ କରାଯାଇଛି । ବିଶାଖାପାଟନମ ବିମାନବନ୍ଦରର ନିର୍ଦ୍ଦେଶକ ଏନ. ପୁରୁଷୋତ୍ତମ କହିଛନ୍ତି, ୨୭ ଅକ୍ଟୋବରରୁ ଏୟାର ଇଣ୍ଡିଆ...
Read morevov-issue-50-2_compressedDownload
Read moreଆଫଗାନିସ୍ତାନ: ଆଫଗାନିସ୍ତାନକୁ ପାକିସ୍ତାନର ଖୋଲା ଧମକ। ଇସ୍ତାନବୁଲ ଶାନ୍ତି ଚୁକ୍ତି ବିଫଳ ହେଲେ ଆଫଗାନିସ୍ତାନ ସହ ସିଧାସଳଖ ଯୁଦ୍ଧ । ତାଲିବାନ ସରକାରକୁ ଏଭଳି ଚେତାବନୀ ଦେଇଛନ୍ତି ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ । ଇସ୍ତାନବୁଲରେ ଆଫଗାନିସ୍ତାନ ଓ ପାକିସ୍ତାନ...
Read moreନୂଆଦିଲ୍ଲୀ : ଆଜିଠୁ ଭାରତ-ଚୀନ ମଧ୍ୟରେ ଆରମ୍ଭ ହେବ ସିଧା ବିମାନ ସେବା । କୋଲକାତାରୁ ଉଡ଼ାଣ ଆରମ୍ଭ କରି ଗୁଆଙ୍ଗଝୋଉ ଯିବ ଇଣ୍ଡିଗୋ ବିମାନ । ନଭେମ୍ବର ୧୦ ତାରିଖରୁ ଦିଲ୍ଲୀ-ଗୁଆଙ୍ଗଝୋଉ ମଧ୍ୟରେ ପୁଣି ବିମାନ ଉଡ଼ାଣ । ଚୀନ୍ ଏୟାରଲାଇନର...
Read moreପାକିସ୍ତାନ: ପାକିସ୍ତାନରେ ଟମାଟୋ କେଜି ୬୦୦ ଟଙ୍କା । ସାଧାରଣ ଦରଠାରୁ ପ୍ରାୟ ୫ଗୁଣ ଅଧିକା । ଅଥବା ୪୦୦ ପ୍ରତିଶତ ବୃଦ୍ଧି ପାଇଛି । ଆଫଗାନିସ୍ତାନ ସହ ସମ୍ପର୍କ ବିଗିଡ଼ିବା ପରେ ପାକିସ୍ତାନକୁ ସହିବାକୁ ପଡ଼ିଛି ଏ ମହଙ୍ଗା । ଚଳିତ...
Read moreଥାଇଲାଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ସିରିକିତଙ୍କର ୯୩ ବର୍ଷ ବୟସରେ ମୃତ୍ୟୁ ଘଟିଛି । ଏପରି ଘଟଣା ଶୁକ୍ରବାର ବିଳମ୍ବିତ ରାତିରେ ଦେଖିବାକୁ ମିଳିଛି । ଯିଏ କି ବତ୍ତର୍ମାନର ରାଜା ଭାଜିରାଲଙ୍ଗକର୍ଣ୍ଣଙ୍କ ମାତା ଏବଂ ଦେଶର ସବୁଠାରୁ ଦୀର୍ଘକାଳୀନ ରାଜାଙ୍କ ପତ୍ନୀ...
Read moreଭୁବନେଶ୍ୱର : ଆନ୍ଧ୍ରରେ ଲ୍ୟାଣ୍ଡଫଲ କରିବ ବାତ୍ୟା ‘ମୋନ୍ଥା’ । ୨୭ ତାରିଖ ସକାଳେ ଅଧିକ ଘନୀଭୂତ ହୋଇ ଦକ୍ଷିଣ ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବାତ୍ୟାରେ ପରିଣତ ହେବ । ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରି...
Read moreନୂଆଦିଲ୍ଲୀ: ଅନେକ ସମୟରେ ଅନଲାଇନ୍ ଟ୍ୟାକ୍ସିକୁ ନେଇ ବିଭିନ୍ନ ପ୍ରକାର ଅଭିଯୋଗ ଆସିଥାଏ । ଖାସ୍ କରି ଓଲା-ଉବେର ଭଳି କମ୍ପାନି ବିରୋଧରେ ସୋସିଆଲ୍ ମିଡିଆରେ ଲୋକମାନେ ଅଭିଯୋଗ କରିଥାନ୍ତି । ହେଲେ ଏହି ସମସ୍ୟାର ସମାଧାନ ପାଇଁ ସରକାର ଆଣିଛନ୍ତି ଭାରତ...
Read moreନୂଆଦିଲ୍ଲୀ: ପ୍ରାୟ ଦୁଇ ବର୍ଷ ପରେ କାନାଡା ଭାରତ ସହିତ ସମ୍ପର୍କ ସୁଧାରିବା ପାଇଁ ପ୍ରୟାସ ଆରମ୍ଭ କରିଛି। ଜଷ୍ଟିନ୍ ଟ୍ରୁଡୋଙ୍କ କାର୍ଯ୍ୟକାଳ ସମୟରେ ସ୍ଥଗିତ ରଖାଯାଇଥିବା କାର୍ଯ୍ୟକ୍ରମ ଏବଂ ସହଭାଗୀତା ପୁନର୍ବାର ଆରମ୍ଭ ହେବାର ସମ୍ଭାବନା ଦେଖାଯାଉଛି। କାନାଡା ପ୍ରଧାନମନ୍ତ୍ରୀ...
Read moreCopyright © 2023.