ଦେଶ ବିଦେଶ

ଆରବସାଗର ଏବଂ ବଙ୍ଗୋପସାଗରରେ ଘୂର୍ଣ୍ଣିଝଡ଼ , ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଆସନ୍ତା ସପ୍ତାହରେ ଆସୁଛି ଆଉ ଏକ ଲଘୁଚାପ, ୩୦ରୁ ୪୦ କିଲୋମିଟର ବେଗରେ ବହିପାରେ ପବନ

ନୂଆଦିଲ୍ଲୀ : ବର୍ତ୍ତମାନ ଉତ୍ତର ଭାରତରେ ଥଣ୍ଡା ଆରମ୍ଭ ହୋଇଛି । ଦେଶର ଅନେକ ସ୍ଥାନରେ ପାଗରେ ପରିବର୍ତ୍ତନ ଦେଖିବାକୁ ମିଳିଛି । କେନ୍ଦ୍ରୀୟ ଉତ୍ତର ପ୍ରଦେଶ ଉପରେ ୧.୫ ରୁ ୩.୧ କିଲୋମିଟର ଉଚ୍ଚତାରେ ଏକ ଘୂର୍ଣ୍ଣିବଳୟ ଜାରି ରହିଛି ।...

Read more

ପୁଟିନଙ୍କୁ ଟ୍ରମ୍ପଙ୍କ ଧମକ, ଯୁଦ୍ଧ ବନ୍ଦ ନ କଲେ ୟୁକ୍ରେନକୁ ଦେବେ ଟୋମାହକ୍ ମିସାଇଲ

ପୁଟିନଙ୍କୁ ଟ୍ରମ୍ପଙ୍କ ଧମକ, ଯୁଦ୍ଧ ବନ୍ଦ ନ କଲେ ୟୁକ୍ରେନକୁ ଦେବେ ଟୋମାହକ୍ ମିସାଇଲ

ଆମେରିକା : ରୁଷକୁ ପୁଣିଥରେ ଚେତାବନୀ ଦେଲେ ଟ୍ରମ୍ପ ।  ଯଦି ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ୟୁକ୍ରେନରେ ଯୁଦ୍ଧ ବନ୍ଦ ନ କରନ୍ତି, ତେବେ ସେ ୟୁକ୍ରେନକୁ ଦୂରଗାମୀ ଟୋମାହକ୍ କ୍ଷେପଣାସ୍ତ୍ର ଦେଇପାରିବେ ବୋଲି ଟ୍ରମ୍ପ କହିଛନ୍ତି । ଟ୍ରମ୍ପ ଇସ୍ରାଏଲ...

Read more

ବନ୍ଦୀଙ୍କୁ ଛାଡୁଛି ହମାସ, ସାତ ଜଣ ଇସ୍ରାଏଲୀ ବନ୍ଦୀଙ୍କୁ କରିଛି ମୁକ୍ତ

ବନ୍ଦୀଙ୍କୁ ଛାଡୁଛି ହମାସ, ସାତ ଜଣ ଇସ୍ରାଏଲୀ ବନ୍ଦୀଙ୍କୁ କରିଛି ମୁକ୍ତ

ହମାସ : ବନ୍ଦୀଙ୍କୁ ଛାଡୁଛି ହମାସ । ସାତ ଜଣ ଇସ୍ରାଏଲୀ ବନ୍ଦୀଙ୍କୁ ମୁକ୍ତ କରିଛି । ୭ ଜଣଙ୍କୁ ରେଡକ୍ରସକୁ ହସ୍ତାନ୍ତର କରିଥିଲା ହମାସ । ରେଡକ୍ରସ ବନ୍ଧକମାନଙ୍କୁ ଇସ୍ରାଏଲୀ କର୍ତ୍ତୃପକ୍ଷଙ୍କୁ ହସ୍ତାନ୍ତର କରିଛି । ମୋଟ ୨୦ ଜଣ ଜୀବିତ...

Read more

ପାକିସ୍ତାନ ସୀମାରେ ଆଫଗାନିସ୍ତାନର ଭୟଙ୍କର ଆକ୍ରମଣ, ପାକିସ୍ତାନର ୫୮ ଜଣ ସୈନ୍ୟ ମୃତ

ପାକିସ୍ତାନ ସୀମାରେ ଆଫଗାନିସ୍ତାନର ଭୟଙ୍କର ଆକ୍ରମଣ, ପାକିସ୍ତାନର ୫୮ ଜଣ ସୈନ୍ୟ ମୃତ

ନୂଆଦିଲ୍ଲୀ : ପାକିସ୍ତାନ ସୀମାରେ ଆଫଗାନିସ୍ତାନର ଭୟଙ୍କର ଆକ୍ରମଣ । ପାକିସ୍ତାନର ୫୮ ଜଣ ସୈନ୍ୟଙ୍କୁ ମାରିଥିବା ଆଫଗାନିସ୍ତାନର ଦାବି । ସେପଟେ ଆଫଗାନିସ୍ତାନର ୧୯ଟି ବର୍ଡର ପୋଷ୍ଟକୁ ପାକିସ୍ତାନ ଅକ୍ତିଆର କରିଥିବା ଦାବି କରିଛି ।  ଆଫଗାନିସ୍ତାନ ଏବଂ ପାକିସ୍ତାନ ସୀମାରେ...

Read more

ଚୀନ୍ ଉପରେ ୧୦୦% ଟାରିଫ ଲଗାଇଲେ ଟ୍ରମ୍ପ, ନଭେମ୍ବର ୧ ରୁ ଲାଗୁ

ଚୀନ୍ ଉପରେ ୧୦୦% ଟାରିଫ ଲଗାଇଲେ ଟ୍ରମ୍ପ, ନଭେମ୍ବର ୧ ରୁ ଲାଗୁ

ଆମେରିକା : ଚୀନ ଉପରେ  ଅତିରିକ୍ତ୧୦୦% ଟାରିଫ ଲଗାଇଲେ ଟ୍ରମ୍ପ ।  ଚୀନରୁ ଆମଦାନୀ ସାମଗ୍ରୀ ଉପରେ ଅତିରିକ୍ତ ଶହେ ପ୍ରତିଶତ ଟାରିଫ ନେଇ  ଘୋଷଣା । ଆସନ୍ତା  ନଭେମ୍ବର ୧ରୁ ଏହା ଲାଗୁ ହେବ ।  ‘ଟ୍ରୁଥ ସୋସିଆଲ’ ଜରିଆରେ ଟ୍ରମ୍ପ...

Read more

ପାକିସ୍ତାନରେ ପୁଣି ଭୟଙ୍କର ଆକ୍ରମଣ, ୧୧ ମୃତ ଓ ୫୦ ଆହତ

ପାକିସ୍ତାନରେ ପୁଣି ଭୟଙ୍କର ଆକ୍ରମଣ, ୧୧ ମୃତ ଓ ୫୦ ଆହତ

ପାକିସ୍ତାନ : ପାକିସ୍ତାନରେ ପୁଣି ଭୟଙ୍କର ଆତଙ୍କବାଦୀ ଆକ୍ରମଣ । ଖାଇବର ପଖତୁନଖ୍ବା ପ୍ରୋଭିନ୍ସର ଡେରା ଇସମାଇଲ ଖାନ ଜିଲ୍ଲାରେ ଆତ୍ମଘାତୀ ଆକ୍ରମଣ କରିଛନ୍ତି ଆତଙ୍କବାଦୀ ।  ଏକ ପୋଲିସ ଟ୍ରେନିଂ ସ୍କୁଲରେ ବଡ଼ ଧରଣର ହମଲା କରିଛନ୍ତି । ଆତ୍ମଘାତୀ ବିସ୍ଫୋରଣ...

Read more

ଟ୍ରମ୍ପଙ୍କୁ ବଡ଼ ଝଟକା, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ଟ୍ରମ୍ପଙ୍କୁ ବଡ଼ ଝଟକା, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ନୂଆଦିଲ୍ଲୀ: ଆଜି ଘୋଷଣା ହେଲା ଶାନ୍ତି ନୋବେଲ ପୁରସ୍କାର ବିଜେତା । ଟ୍ରମ୍ପଙ୍କୁ ବଡ଼ ଝଟକା । ଆମେରିକା ରାଷ୍ଟ୍ରପତିଙ୍କୁ ମିଳିଲାନି ଏହି ପୁରସ୍କାର ।  ଶାନ୍ତି ପୁରସ୍କାର ପାଇଁ ଦାବି କରୁଥିଲେ ଟ୍ରମ୍ପ । କିନ୍ତୁ ଚଳିତ ବର୍ଷର ନୋବେଲ...

Read more

ବିହାର ଔରଙ୍ଗାବାଦରେ ଓଲଟିଲା ଡଙ୍ଗା, ୫ ନିଖୋଜ, ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ

ବିହାର ଔରଙ୍ଗାବାଦରେ ଓଲଟିଲା ଡଙ୍ଗା, ୫ ନିଖୋଜ, ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ

ବିହାର : ବିହାର ଔରଙ୍ଗାବାଦରେ ବଡ଼ ଦୁର୍ଘଟଣା । ସୋନ ନଦୀରେ ଡଙ୍ଗା ଓଲଟିବା ଯୋଗୁଁ ଜଣେ ଯୁବତୀଙ୍କ ଜୀବନ ଚାଲିଯାଇଥିବା ବେଳେ ୫ ଜଣ ନିଖୋଜ ରହିଛନ୍ତି । ଘଟଣା ବଡେମ ଓପି ଥାନା ଅଞ୍ଚଳରେ ରଘୁନାଥପୁର ବାଲୁ ଘାଟରେ ହୋଇଛି...

Read more

କାବୁଲରେ ଦୂତାବାସ ଖୋଲିବ ଭାରତ, ତାଲିବାନୀ ବିଦେଶ ମନ୍ତ୍ରୀଙ୍କ ସହିତ ବୈଠକ ପରେ ଜୟଶଙ୍କର ଘୋଷଣା

କାବୁଲରେ ଦୂତାବାସ ଖୋଲିବ ଭାରତ, ତାଲିବାନୀ ବିଦେଶ ମନ୍ତ୍ରୀଙ୍କ ସହିତ ବୈଠକ ପରେ ଜୟଶଙ୍କର ଘୋଷଣା

ନୂଆଦିଲ୍ଲୀ : ଆଫଗାନିସ୍ତାନ ବିଦେଶ ମନ୍ତ୍ରୀ ଅମିର ଖାନ ମୁତାକି ଭାରତ ଗସ୍ତରେ ରହିଛନ୍ତି । ଏହି ଗସ୍ତରେ ସେ ଭାରତର ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କରଙ୍କ ସହିତ ବୈଠକ କରିଛନ୍ତି । ଏହି ବୈଠକ ଆଫଗାନିସ୍ତାନରେ ଅଶରଫ ଗନି ସରକାର ପତ୍ତନର...

Read more
Page 65 of 258 1 64 65 66 258

Welcome Back!

Login to your account below

Create New Account!

Fill the forms bellow to register

Retrieve your password

Please enter your username or email address to reset your password.