କଟକ: ଓଡ଼ିଶାର ସୁନାମ ଧନ୍ୟ ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍ ମଜୁମଦାର ଅସୁସ୍ଥ । ଅଭିଜିତ୍ ଅସୁସ୍ଥ ଥିବା ନେଇ ସୂଚନା ମିଳିଛି । ବର୍ତ୍ତମାନ କଟକର ଏକ ଘରୋଇ ହସ୍ପିଟାଲରୁ ଭୁବନେଶ୍ବର ଏମ୍ସ ସ୍ଥାନାନ୍ତର କରାଯାଇଛି । ପ୍ରାରମ୍ଭିକ ଭାବେ...
Read moreବାଲେଶ୍ଵର (ଭିଓଭି),୨/୯ - ବାଲେଶ୍ଵର ଜିଲ୍ଲା ସିମୁଳିଆ ବ୍ଲକ ଅନ୍ତର୍ଗତ ମଇତାପୁର ଗ୍ରାମପଞ୍ଚାୟତ ଅଧିନ ମଇତାପୁର ଜିପିଏଲଏଫ ର ୧୩ ଜଣ ସିଆରପି ସିଏମ୍ ୨୧ ମାସର ବକେୟା ଦରମା ପାଇବା ପାଇଁ ଜିଲ୍ଲାପାଳ ଙ୍କ ଅଫିସ ସାମ୍ନାରେ ଆମରଣ ଅନଶନରେ...
Read moreରଣପୁର, ୦୨/୦୯ : ଆଜି ରଣପୁର ବ୍ଲକର ବିଭିନ୍ନ ବିଦ୍ୟାଳୟକୁ ଉପ-ନିର୍ଦ୍ଦେଶକ ସୁଶ୍ରୀ ସଙ୍ଗୀତା ପଣ୍ଡା, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ବନଲତା ବେହେରା ଓ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ସନ୍ଧ୍ୟାରାଣୀ ରାଉତ ପରିଦର୍ଶନ କରିଥିଲେ | ପରିଦର୍ଶନ ସମୟରେ...
Read moreଭୁବନେଶ୍ୱର : ଦୁର୍ଗାପୂଜା ପୂର୍ବରୁ ରାଜ୍ୟର ସମସ୍ତ ସହରର ରାସ୍ତା ନିର୍ମାଣ ଓ ମରାମତି କାର୍ଯ୍ୟ ଶେଷ ହେବ । ଏ ନେଇ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ଆସନ୍ତା ୨୦ ତାରିଖ ପୂର୍ବରୁ...
Read moreପୁରୀ : ଟାଣି ନେଉଥିଲା ସମୁଦ୍ର, ଉଦ୍ଧାର କଲେ ଲାଇଫଗାର୍ଡ । ପୁଣି ପୁରୀ ସମୁଦ୍ରରେ ଅଘଟଣ । ସମୁଦ୍ରରେ ସ୍ନାନ କରିବା ସମୟରେ ବୁଡ଼ି ଗଲେ ପର୍ଯ୍ୟଟକ। ଉଚ୍ଚ ଲହଡି ଓ ରିପ୍ କରେଣ୍ଟ ଯୋଗୁଁ ଗଭୀର ସମୁଦ୍ର ଭିତରକୁ ଭାସି...
Read moreବାଲେଶ୍ଵର (ଭିଓଭି), ୧/୯ - ବାଲେଶ୍ଵର ଜିଲ୍ଲା ରେମୁଣା ଏନ୍ ଏ ସି ଅନ୍ତର୍ଗତ ୪ ନଂ ଓ୍ୱ।ର୍ଡ ର ଗୈାଡଦାଣ୍ଡ ଗ୍ରାମର କ୍ଲବ୍ ମେମ୍ବର ମାନଙ୍କ ଦ୍ବାରା ଆଜି ଭକ୍ତିପୂର୍ଣ୍ଣ ପରିବେଶରେ ଅନୁଷ୍ଠିତ ହୋଇଛି ଭସାଣି ଯାତ୍ରା । ଜିଲ୍ଲା...
Read moreବାଲେଶ୍ଵର (ଭିଓଭି),୨/୯ - ଲଘୁଚାପ ର ପ୍ରଭାବରେ ଗତକାଲି ମଧ୍ୟରାତ୍ରିରୁ ଚାଲିଥିବା ପ୍ରବଳ ବର୍ଷା କାରଣ ରୁ ବାଲେଶ୍ଵରର ମୂଖ୍ୟ ଚିକିତ୍ସାଳୟ ପରିସର ରେ କୃତ୍ରିମ ବନ୍ୟା ସୃଷ୍ଟି ହୋଇଛି । ଚିକିତ୍ସାଳୟ ର ପଛପଟେ ଏକ ବିଶାଳ ଗଛ ଆମ୍ବୁଲାନ୍ସ...
Read moreଭୁବନେଶ୍ୱର: ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ସକ୍ରିୟ ଲଘୁଚାପ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପର ରୂପ ନେବ । ପ୍ରଭାବରେ ଆଜିଠୁ ୨୮ଟି ଜିଲ୍ଲାକୁ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର...
Read moreଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନବଗଠିତ ଶ୍ରୀମନ୍ଦିର ପରିଚାଳନା କମିଟିର ସଦସ୍ୟ । ଶ୍ରୀମନ୍ଦିରର ପରିଚାଳନା କମିଟିର ନୂତନ ଭାବେ ମନୋନୀତ ହୋଇଥିବା ସଦସ୍ୟ ମାନେ ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି । ମୋହନ ଚରଣ ମାଝୀଙ୍କୁ ଭେଟି ଶ୍ରୀମନ୍ଦିର ପରିଚାଳନା...
Read moreପାକିସ୍ତାନ : ପାକିସ୍ତାନରେ ଆର୍ମି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ । ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ହୋଇଛି । ଗିଲଗିଟ୍-ବାଲ୍ଟିସ୍ତାନରେ ହେଲିକପ୍ଟରରେ ନିଆଁ ଲାଗିଯାଇଥିଲା । ଇଂଜିନରେ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ହେଲିକପ୍ଟର ଦୁର୍ଘଟଣା ହୋଇଥିବା ଜଣାପଡିଛି । ଗିଲଗିଟ-ବାଲ୍ଟିସ୍ତାନ ସରକାରଙ୍କ ମୁଖପାତ୍ର ଫୈଜଉଲ୍ଲା...
Read moreCopyright © 2023.