ନଭେମ୍ବର ଶେଷ ସୁଦ୍ଧା ସୁଭଦ୍ରା ଟଙ୍କା

ନଭେମ୍ବର ଶେଷ ସୁଦ୍ଧା ସୁଭଦ୍ରା ଟଙ୍କା

ଭୁବନେଶ୍ୱର:ନଭେମ୍ବର ଶେଷ ସୁଦ୍ଧା ସୁଭଦ୍ରାର ତୃତୀୟ ପର୍ଯ୍ୟାୟ ଟଙ୍କା ମିଳିବ । ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।  ସେ କହିଛନ୍ତି ଯେ ନଭେମ୍ବର ଶେଷ ସପ୍ତାହରେ ୨୦ ଲକ୍ଷରୁ ଊର୍ଦ୍ଧ୍ବ ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିବ ।...

Read more

ସଡ଼କ ଦୁର୍ଘଟଣା:୬ ମୃତ

ସଡ଼କ ଦୁର୍ଘଟଣା:୬ ମୃତ

ଭୁବନେଶ୍ବର: ସୁନ୍ଦରଗଡ଼ ଜିଲ୍ଲା ହେମଗିରି ଥାନା ଅନ୍ତର୍ଗତ ଗଏକାନପାଲି ନିକଟରେ ଆଜି ସକାଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରେଲରକୁ ପିକଅପ୍‌ ଭ୍ୟାନ୍‌ଟି ପଛରୁ ଧକ୍କା ଦେବାରୁ ୬ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ...

Read more

ହାଇକୋର୍ଟରେ ନିଯୁକ୍ତି ପାଇଲେ ୩୬ଜଣ ସରକାରୀ ଓକିଲ

ହାଇକୋର୍ଟରେ ନିଯୁକ୍ତି ପାଇଲେ ୩୬ଜଣ ସରକାରୀ ଓକିଲ

ଭୁବନେଶ୍ୱର: ରାଜ୍ୟ ସରକାର  ୩୬ଜଣ ବରିଷ୍ଠ ଓକିଲଙ୍କୁ ଓଡ଼ିଶା ହାଇକୋର୍ଟରେ ସରକାରୀ ଓକିଲ ଭାବେ ନିଯୁକ୍ତି ଦେଇଛନ୍ତି । ଏମାନଙ୍କ ବ୍ୟତୀତ ଅନ୍ୟ ୪୭ଜଣଙ୍କୁ ହାଇକୋର୍ଟରେ ‘ଷ୍ଟାଣ୍ଡିଂ କାଉନସେଲ’ ଭାବେ ମଧ୍ୟ ପରବର୍ତ୍ତୀ ନିର୍ଦ୍ଦେଶ ପର୍ୟ୍ୟନ୍ତ ଅବସ୍ଥାପିତ କରାଯାଇଛି । ରାଜ୍ୟରେ...

Read more

ସୁଭଦ୍ରା ଟଙ୍କା: ଆଜି ଅପରାହ୍ନରେ ବୈଠକ

ସୁଭଦ୍ରା ଟଙ୍କା: ଆଜି ଅପରାହ୍ନରେ ବୈଠକ

ଭୁବନେଶ୍ୱର: ସୁଭଦ୍ରା ଟଙ୍କା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏକ ବଡ଼ ସୂଚନା ଦେଇଛନ୍ତି । ଖୁବଶୀଘ୍ର ସୁଭଦ୍ରାର ପ୍ରଥମ କିସ୍ତି ତୃତୀୟ ଦଫା ଟଙ୍କା ମିଳିବ ବୋଲି ସେ କହିଛନ୍ତି । ଯେଉଁମାନେ ବାଦ ପଡ଼ିଛନ୍ତି ସେମାନଙ୍କ ପାଇଁ ଗାଇଡଲାଇନ...

Read more

୧ ନମ୍ବର ହାଟ ଭୂତଳ ମାର୍କେଟରେ ଅଗ୍ନିକାଣ୍ଡ

୧ ନମ୍ବର ହାଟ ଭୂତଳ ମାର୍କେଟରେ ଅଗ୍ନିକାଣ୍ଡ

ଭୁବନେଶ୍ୱର: ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱର ୧ ନମ୍ବର ହାଟ ଭୂତଳ ମାର୍କେଟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ବହୁ ସମୟର ପରିଶ୍ରମ ପରେ ଅଗ୍ନିଶମ ବାହିନୀ ନିଆଁକୁ ଆୟତ୍ତ କରିଛନ୍ତି । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଥିବା ବେଳେ ଏଥିରେ ଲକ୍ଷାଧିକ...

Read more

ବାଘୁଣୀ ‘ଯମୁନା’ ଶିକାର କଲା ବାରହା

ବାଘୁଣୀ ‘ଯମୁନା’ ଶିକାର କଲା ବାରହା

ଭୁବନେଶ୍ବର: ଶିକାର କରି ଖାଇଲା ଶିମିଳିପାଳ ଆସିଥିବା ନୂଆ ବାଘୁଣୀ ଯମୁନା। ଏନକ୍ଲୋଜର ଭିତରେ ହରିଣ ଓ ବାରହା ଛଡ଼ା ଯାଇଥିବା ବେଳେ ବାଘୁଣୀ ବାରହାକୁ ଶିକାର କରିଥିବା ସୂଚନା ମିଳିଛି। ଏହି ସୂଚନା ଦେଇଛନ୍ତି ଶିମିଳିପାଳ କ୍ଷେତ୍ର ନିର୍ଦ୍ଦେଶକ ପ୍ରକାଶ...

Read more
Page 246 of 433 1 245 246 247 433

Welcome Back!

Login to your account below

Create New Account!

Fill the forms bellow to register

Retrieve your password

Please enter your username or email address to reset your password.