କେନ୍ଦ୍ରୀୟ ଡେପୁଟେସନରେ ଯିବେ ଲୋହାନୀ

କେନ୍ଦ୍ରୀୟ ଡେପୁଟେସନରେ ଯିବେ ଲୋହାନୀ

ଭୁବନେଶ୍ୱର:  ରାଜ୍ୟ ପଂଚାୟତିରାଜ ସଚିବ ୧୯୯୫ ବ୍ୟାଚ୍ ଆଇଏଏସ୍ ସୁଶୀଲ କୁମାର ଲୋହାନୀଙ୍କୁ କେନ୍ଦ୍ର ସରକାରରେ ନିଯୁକ୍ତି ମିଳିଛି । ସେ କେନ୍ଦ୍ର ପଂଚାୟତିରାଜ ମନ୍ତ୍ରଣାଳୟରେ ଅତିରିକ୍ତ ସଚିବ ଭାବେ କାର୍ୟ୍ୟ କରିବେ । ସେହିପରି କେନ୍ଦ୍ରୀୟ ଡେପୁଟେସନରୁ ଫେରିଛନ୍ତି ୨୦୦୨...

Read more

ଦାନା ପ୍ରଭାବରେ ୧୦୮ଟି ବ୍ଲକ ପ୍ରଭାବିତ: ରାଜସ୍ଵ ମନ୍ତ୍ରୀ

ଦାନା ପ୍ରଭାବରେ ୧୦୮ଟି ବ୍ଲକ ପ୍ରଭାବିତ: ରାଜସ୍ଵ ମନ୍ତ୍ରୀ

ଭୁବନେଶ୍ଵର: ବାତ୍ୟା ଦାନା ପ୍ରଭାବରେ ୧୪ ଜିଲ୍ଲା ର ପ୍ରାୟ ୧୦୮ ବ୍ଲକ ଅନ୍ତର୍ଗତ ୧୬୭୧ଟି ପଞ୍ଚାୟତ ପ୍ରଭାବିତ ହୋଇଛି। ୩୧ଟି ସହରାଞ୍ଚଳର ୪୨୬ ଓ୍ବାର୍ଡ ବାସୀନ୍ଦା ମଧ୍ୟ ବାତ୍ୟା ଯୋଗୁଁ ପ୍ରଭାବିତ ହୋଇଛନ୍ତି। ବାତ୍ୟା ଯୋଗୁଁ ମୋଟ୍ ୩୫ ଲକ୍ଷ...

Read more

ଓଡ଼ିଶାରେ ଲୋକସଭା ବାଚସ୍ପତି ଓମ୍ ବିର୍ଲା

ଓଡ଼ିଶାରେ ଲୋକସଭା ବାଚସ୍ପତି ଓମ୍ ବିର୍ଲା

ଭୁବନେଶ୍ବର: ଆଜି ଦିନିକିଆ ଓଡିଶା ଗସ୍ତରେ ଆସିଛନ୍ତି ଲୋକସଭା ବାଚସ୍ପତି ଓମ ବିର୍ଲା। ସେ ସକାଳେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବା ପରେ ସିଧା ରାଜଭବନ ଯାଇଥିଲେ। ସେଠାରେ ସେ ରାଜ୍ୟପାଳ ରଘୁବର ଦାସଙ୍କ ସହିତ ସାକ୍ଷାତ କରିଥିଲେ। ଏହାପରେ ବିର୍ଲା...

Read more

ରାଜଧାନୀରେ ବୁଲୁଛି ବାଘ, ଲାେକେ ଆତଙ୍କିତ

ରାଜଧାନୀରେ ବୁଲୁଛି ବାଘ, ଲାେକେ ଆତଙ୍କିତ

ଭୁବନେଶ୍ବର: ଭୁବନେଶ୍ବର କଲରାପତରିଆ ବାଘ। ଏହାକୁ ନେଇ ବର୍ତ୍ତମାନ ଚାରିଆଡେ ଆତଙ୍କ ଖେଳିଯାଇଛି। ଭୁବନେଶ୍ବରର ଭିଆଇପିମାନେ ଆତଯାତ କରୁଥିବା ଏୟାରପୋର୍ଟ ଅଞ୍ଚଳରେ ଏହି ବାଘ ଅଛି ବୋଲି ବର୍ତ୍ତମାନ ଖୋଜାଖୋଜି ଚାଲିଛି। ସେହି ଭିତରେ ଥିବା ଛୋଟ ଜଙ୍ଗଲ ଭିତରେ ବାଘ...

Read more

ବନ୍ୟା ସ୍ଥିତି ହୋଇନି :ସୁରେଶ ପୂଜାରୀ

ବନ୍ୟା ସ୍ଥିତି ହୋଇନି :ସୁରେଶ ପୂଜାରୀ

ଭୁବନେଶ୍ୱର: ବାତ୍ୟା ପରେ ବନ୍ୟା ସ୍ଥିତି ହୋଇନି ବୋଲି ରାଜସ୍ବ ଏବଂ ବିପର୍ୟ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଶନିବାର ସୂଚନା ଦେଇଛନ୍ତି। କିଛି କିଛି ଅଞ୍ଚଳରେ ପାଣି ଜମିଥିବା ଖବର ଆସିଛି। ବର୍ଷା ଯୋଗୁ ବୁଢ଼ାବଳଙ୍ଗରେ ପାଣି ବଢ଼ିଛି, ବିପଦ...

Read more

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ଭୁବନେଶ୍ୱର : ବାତ୍ୟା ‘ଦାନା’ ପ୍ରଭାବରେ କ୍ଷତିଗ୍ରସ୍ତ ଅଞ୍ଚଳରେ ରିଲିଫ ଓ ପୁନରୁଦ୍ଧାର କାର୍ୟ୍ୟକୁ ତ୍ବରାନ୍ବିତ କରିବା ପାଇଁ ଆଜି ଏବଂ ରବିବାର ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ପୂର୍ବ କାର୍ୟ୍ୟ ଦିବସ ପରି ଏହି ଦୁଇଦିନ ସରକାରୀ...

Read more

ରାଜ୍ୟରେ ୭୯,୬୭୧ ହେକ୍ଟର ଚାଷ ଜମି ପ୍ରଭାବିତ

ରାଜ୍ୟରେ ୭୯,୬୭୧ ହେକ୍ଟର ଚାଷ ଜମି ପ୍ରଭାବିତ

ଭୁବନେଶ୍ୱର: ବାତ୍ୟା ଦାନା ପ୍ରଭାବରେ ପ୍ରବଳ ବର୍ଷା ଯୋଗୁଁଁ  ପ୍ରାଥମିକ ଆକଳନରେ ରାଜ୍ୟରେ ୭୯,୬୭୧ ହେକ୍ଟର ଚାଷ ଜମି ପ୍ରଭାବିତ ହୋଇଛି। କେନ୍ଦ୍ରାପଡା ଜିଲାରେ ୨୩ହଜାର ହେକ୍ଟର ଚାଷ ଜମି କ୍ଷତିଗ୍ରସ୍ତ ହୋଇଛି। ଏଠାରେ ରାଜକନିକା, ଆଳି ଓ ମହାକାଳପଡା ବ୍ଲକରେ...

Read more

ମୁଖ୍ୟମନ୍ତ୍ରୀଙ୍କ ବାତ୍ୟାଞ୍ଚଳ ପରିଦର୍ଶନ ବାତିଲ

ମୁଖ୍ୟମନ୍ତ୍ରୀଙ୍କ ବାତ୍ୟାଞ୍ଚଳ ପରିଦର୍ଶନ ବାତିଲ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବାତ୍ୟାଞ୍ଚଳ ପରିଦର୍ଶନ ବାତିଲ । ଆକାଶମାର୍ଗରୁ ବାତ୍ୟା କ୍ଷୟକ୍ଷତିର ସମୀକ୍ଷା କରିଥାନ୍ତେ ମୁଖ୍ୟମନ୍ତ୍ରୀ । କିନ୍ତୁ ପ୍ରତିକୂଳ ପାଣିପାଗ ପାଇଁ ବାତିଲ ହେଲା ମୁଖ୍ୟମନ୍ତ୍ରୀଙ୍କ ପରିଦର୍ଶନ କାର୍ୟ୍ୟକ୍ରମ । ବାତ୍ୟା ପରବର୍ତ୍ତୀ ପୁନରୁଦ୍ଧାର କାର୍ୟ୍ୟର...

Read more
Page 250 of 433 1 249 250 251 433

Welcome Back!

Login to your account below

Create New Account!

Fill the forms bellow to register

Retrieve your password

Please enter your username or email address to reset your password.