ଓଡ଼ିଶାକୁ ଘାରିଲା ବାତ୍ୟା ଭୟ ! ୧୧ରେ ଲଘୁଚାପ ସମ୍ଭାବନା, ୧୩ ତାରିଖ ସୁଦ୍ଧା ସ୍ପଷ୍ଟ ହେବ ଚିତ୍ର

ବାତ୍ୟା ଖବରକୁ ଖଣ୍ଡନ କଲା ପାଣିପାଗ ବିଭାଗ; ଜାଣନ୍ତୁ କ’ଣ କହିଲା IMD?

ଆସନ୍ତା ୧୧ ତାରିଖରେ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ। ଶ୍ରୀଲଙ୍କା ନିକଟସ୍ଥ ଗଲ୍ଫ ଅଫ ମନାର ଉପରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ଘନୀଭୂତ ହୋଇ ଲଘୁଚାପ ରୂପ ନେବ। ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ଏହି ଆକଳନ କରିଛି।...

Read more

‘ନବୀନ ନିବାସ’ ସାମ୍ନାରୁ ହଟିବ ବ୍ୟାରିକେଡ୍‌ ! ହାଇକୋର୍ଟଙ୍କ ଅସନ୍ତୋଷ ପରେ ତତ୍ପର ପୂର୍ତ୍ତ ବିଭାଗ

‘ନବୀନ ନିବାସ’ ସାମ୍ନାରୁ ହଟିବ ବ୍ୟାରିକେଡ୍‌ ! ହାଇକୋର୍ଟଙ୍କ ଅସନ୍ତୋଷ ପରେ ତତ୍ପର ପୂର୍ତ୍ତ ବିଭାଗ

ରାଜଧାନୀ ଭୁବନେଶ୍ୱରର ଓଲ୍ଡ ଏୟାରପୋର୍ଟ ରୋଡ୍‌ରେ ଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବାସଭବନ ‘ନବୀନ ନିବାସ’ ସାମ୍ନାରେ କରାଯାଇଥିବା ସୁରକ୍ଷା ବ୍ୟାରିକେଡ୍‌କୁ ନେଇ ଏବେ ବଡ଼ ପ୍ରଶାସନିକ ଏବଂ ଆଇନଗତ ବିବାଦ ସୃଷ୍ଟି ହୋଇଛି। ସରକାରୀ ରାସ୍ତା ଉପରେ ବ୍ୟାରିକେଡ୍...

Read more

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ହେବେ ଶୁଭେନ୍ଦୁ ଅଧିକାରୀ, ଆସନ୍ତାକାଲି ୧୧ଟାରେ ଶପଥ ଗ୍ରହଣ

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ହେବେ ଶୁଭେନ୍ଦୁ ଅଧିକାରୀ, ଆସନ୍ତାକାଲି ୧୧ଟାରେ ଶପଥ ଗ୍ରହଣ

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ପଶ୍ଚିମବଙ୍ଗ ବିଜେପି ବିଧାୟକ ଦଳ ବୈଠକର ଅଧ୍ୟକ୍ଷତା କରି ଶୁଭେନ୍ଦୁ ଅଧିକାରୀଙ୍କୁ ସପକ୍ଷରେ ସମସ୍ତ ପ୍ରସ୍ତାବ ଗ୍ରହଣ କରିଛନ୍ତି। ବିଜେପି ଦଳ ବିଧାୟକ ଭାବେ ନିର୍ବାଚିତ ପରେ ଆଗାମୀ ୯ତାରିଖ ଶନିବାର ମୁଖ୍ୟମନ୍ତ୍ରୀ ଭାବେ ଶପଥ...

Read more

ନାବାଳକଙ୍କୁ ଥାନାରେ ଅଟକ ମାମଲାରେ ଭଦ୍ରକ ଏସ୍‌ପିଙ୍କୁ ହାଜର ନିର୍ଦେଶ ଦେଲେ ହାଇ କୋର୍ଟ

ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ଅବସରପ୍ରାପ୍ତ OAS ଅଧିକାରୀଙ୍କୁ IAS ପଦୋନ୍ନତି ପାଇଁ କରାଯାଉ ପୁନଃବିଚାର

କଟକ : ନାବାଳକଙ୍କୁ ଥାନାରେ ଘଣ୍ଟା ଘଣ୍ଟା ଅଟକ ରଖି ଏବଂ ପଚରାଉଚରା କରିବା ପ୍ରସଙ୍ଗରେ ଓଡ଼ିଶା ହାଇକୋର୍ଟ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ମୁଖ୍ୟ ବିଚାରପତି ହରିଶ ଟଣ୍ଡନ ଏବଂ ବିଚାରପତି ଏମ. ଏସ ରମଣଙ୍କ ଖଣ୍ଡପୀଠ ଏହି...

Read more

ପିଏ ହତ୍ୟା ମାମଲା ନେଇ ମୁହଁ ଖୋଲିଲେ ଶୁଭେନ୍ଦୁ ଅଧିକାରୀ

ପିଏ ହତ୍ୟା ମାମଲା ନେଇ ମୁହଁ ଖୋଲିଲେ ଶୁଭେନ୍ଦୁ ଅଧିକାରୀ

କୋଲକାତା: ଗତକାଲି ମଧ୍ୟମଗ୍ରାମରେ ବିଜେପି ନେତା ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ଗୁଳି କରି ହତ୍ୟା କରାଯାଇଛି। ଏହି ଘଟଣା ନେଇ ଶୁଭେନ୍ଦୁ ଅଧିକାରୀ ମୁହଁ ଖୋଲିଛନ୍ତି। ସେ କହିଛନ୍ତି, ଏହା ଏକ ନୃଶଂସ ହତ୍ୟା। ଆକ୍ରମଣ ପୂର୍ବ ଯୋଜନାବଦ୍ଧ ଥିଲା ଏବଂ...

Read more

ହିଞ୍ଜିଳିରେ ଗର୍ଭବତୀ ମହିଳାଙ୍କୁ ହତ୍ୟା ପ୍ରସଙ୍ଗରେ ମୋହନଙ୍କୁ ନବୀନଙ୍କ ଚିଠି, ଅଭିଯୁକ୍ତଙ୍କୁ ଗିରଫ ସହ ଶିଶୁ କନ୍ୟାକୁ ଥାଇଥାନ ଦାବି

ସ୍ବାସ୍ଥ୍ୟ ପାଇଁ ଭୁବନେଶ୍ବରରେ ଅନୁପସ୍ଥିତ ରହିବେ ନବୀନ, କିଏ ବୁଝିବ ଦଳୀୟ ବ୍ୟାପାର ? ସ୍ପଷ୍ଟ କଲେ ସଭାପତି

ଭୁବନେଶ୍ବର: ଗଞ୍ଜାମ ଜିଲ୍ଲା ହିଞ୍ଜିଳି ଅଞ୍ଚଳରେ ଶିଶୁ କନ୍ୟା ସମ୍ମୁଖରେ ଗର୍ଭବତୀ ମହିଳାଙ୍କୁ ହତ୍ୟା ଘଟଣାରେ ଉଦବେଗ ପ୍ରକାଶ କରିଛନ୍ତି ହିଞ୍ଜିଳି ବିଧାୟକ ତଥା ବିରୋଧୀ ନେତା ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ହସ୍ତକ୍ଷେପ ଲୋଡି ଚିଠି ଲେଖିଛନ୍ତି...

Read more

ସାରା ଓଡ଼ିଶାରେ ତାଣ୍ଡବ ରଚିବ କାଳବୈଶାଖୀ, ସବୁ ଜିଲ୍ଲାକୁ ସତର୍କତା ଜାରି

କାଳବୈଶାଖୀ ବର୍ଷାରେ ଭିଜିଲା ଅଧା ଓଡ଼ିଶା, ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ଓଡ଼ିଶାରେ ତାପମାତ୍ରା ହ୍ରାସ ପାଇବା ସହ ଆଜି ମଧ୍ୟ କାଳବୈଶାଖୀ ପ୍ରଭାବ ରହିଛି । ଫଳରେ ସାରା ରାଜ୍ୟରେ ବିଜୁଳି ଓ ଘଡ଼ଘଡ଼ି ସହିତ ଵର୍ଷା ସମ୍ଭାବନା ଥିବା ବେଳେ କିଛି ଜିଲ୍ଲାରେ ପ୍ରବଳ ଵର୍ଷା ନେଇ ଚେତାବନୀ ଦେଇଛି ଭୁବନେଶ୍ବର...

Read more

ଶାରଙ୍ଗଧରପୁର ନୋଡାଲ ଉଚ୍ଚ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନଶିକ୍ଷକ ଶ୍ରୀ ବିଜୟ କୁମାର ବେହେରାଙ୍କ ଅବସର ଗ୍ରହଣ।

ଶାରଙ୍ଗଧରପୁର ନୋଡାଲ ଉଚ୍ଚ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନଶିକ୍ଷକ ଶ୍ରୀ ବିଜୟ କୁମାର ବେହେରାଙ୍କ ଅବସର ଗ୍ରହଣ।

ରଣପୁର: ଶାରଙ୍ଗଧରପୁର ନୋଡାଲ ଉଚ୍ଚ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନଶିକ୍ଷକ ଶ୍ରୀ ବିଜୟ କୁମାର ବେହେରାଙ୍କ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ସଭା ସହକାରୀ ଶିକ୍ଷକ ଗୋପୀନାଥ ପ୍ରଧାନଙ୍କ ସଭାପତିତ୍ୱରେ ସମ୍ପର୍ଣ୍ଣ ହୋଇଯାଇଛି। ସମାରୋହରେ ବିଦ୍ୟାଳୟ ପରିଚାଳନା ସମିତିର ସଭାପତି ଭବାନୀ ପଦରଞ୍ଜନ ମହାପାତ୍ର,...

Read more

୧୧ରେ ଆସାମରେ ନୂଆ ସରକାର ! ଇସ୍ତଫା ଦେଲେ ହିମନ୍ତ ବିଶ୍ବଶର୍ମା

୧୧ରେ ଆସାମରେ ନୂଆ ସରକାର ! ଇସ୍ତଫା ଦେଲେ ହିମନ୍ତ ବିଶ୍ବଶର୍ମା

ନୂଆଦିଲ୍ଲୀ: ଆସାମ ବିଧାନସଭା ନିର୍ବାଚନର ଫଳାଫଳର ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ରାଜ୍ୟରେ ନୂତନ ସରକାର ଗଠନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି କ୍ରମରେ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଆଜି ତାଙ୍କ ମନ୍ତ୍ରୀ ପରିଷଦ ସହିତ ତାଙ୍କ ପଦରୁ ଇସ୍ତଫା...

Read more

ଚିଲିକାରେ କଡ଼ା ସୁରକ୍ଷା ନିୟମ, ବିନା ଲାଇଫ ଜ୍ୟାକେଟରେ ଡଙ୍ଗା ଚଳାଚଳ ନିଷିଦ୍ଧ

ଚିଲିକାରେ କଡ଼ା ସୁରକ୍ଷା ନିୟମ, ବିନା ଲାଇଫ ଜ୍ୟାକେଟରେ ଡଙ୍ଗା ଚଳାଚଳ ନିଷିଦ୍ଧ

ବ୍ରହ୍ମଗିରି : ଚିଲିକାରେ କଡ଼ା ସୁରକ୍ଷା ନିୟମ । ବିନା ଲାଇଫ ଜ୍ୟାକେଟରେ ଡଙ୍ଗା ଚଳାଚଳ ନିଷିଦ୍ଧ। ମଧ୍ୟପ୍ରଦେଶରେ କ୍ରୁଜ ବୁଡ଼ି ଘଟଣା ପରେ ସମଗ୍ର ଚିଲିକାରେ ଲାଗିଛି କଟକଣା । ବିନା ଲାଇଫ ଜ୍ୟାକେଟରେ ଡ଼ଙ୍ଗା ନେବାକୁ ମନାକରାଯାଇଛି କିନ୍ତୁ କେହି...

Read more
Page 33 of 430 1 32 33 34 430

Welcome Back!

Login to your account below

Create New Account!

Fill the forms bellow to register

Retrieve your password

Please enter your username or email address to reset your password.