ବିଜେଡି ସଭାପତି ନବୀନ ପଟ୍ଟନାୟକ ବିରୋଧୀ ଦଳ ନେତା

ବିଜେଡି ସଭାପତି ନବୀନ ପଟ୍ଟନାୟକ ବିରୋଧୀ ଦଳ ନେତା

ଭୁବନେଶ୍ଵର: ବିଜେଡି ସଭାପତି ନବୀନ ପଟ୍ଟନାୟକ ହେବେ ବିଧାନସଭାରେ ବିରୋଧୀ ଦଳ ନେତା। ଶଙ୍ଖ ଭବନରେ ଅନୁଷ୍ଠିତ ବିଜେଡି ବିଧାୟକ ଦଳ ବୈଠକରେ ସର୍ବସମ୍ମତକ୍ରମେ ଦଳୀୟ ବିଧାୟକମାନେ ନବୀନଙ୍କୁ ବିରୋଧୀ ଦଳ ନେତା ଭାବରେ ନିର୍ବାଚିତ କରିଛନ୍ତି। ଦଳର ବରିଷ୍ଠ ନେତା...

Read more

୮ରେ ଖୋଲିବ ରତ୍ନଭଣ୍ଡାର

୮ରେ ଖୋଲିବ ରତ୍ନଭଣ୍ଡାର

ଭୁବନେଶ୍ୱର: ସବୁ ଅପେକ୍ଷାର ଅନ୍ତଃ ଘଟିବ । ଓଡ଼ିଶାବାସୀଙ୍କ ଦାବି ପୂରଣ ହେବ । ଆସନ୍ତା ୮ ତାରିଖ ଦିନ ରତ୍ନଭଣ୍ଡାର ଖୋଲିବ । ଜୁଲାଇ ୭ ତାରିଖ ଦିନ ହେଉଛି ରଥଯାତ୍ରା । ଆଉ ତହିଁ ପରଦିନ ରତ୍ନଭଣ୍ଡାର ଖୋଲାଯିବ...

Read more

ସିଏମଓରୁ ହଟିଲେ ସବୁ ଅଫିସର

ସିଏମଓରୁ ହଟିଲେ ସବୁ ଅଫିସର

ଭୁବନେଶ୍ୱର: ରାଜ୍ୟରେ ବିଜେପି ସରକାର ଆସିବା ପରେ ସିଏମଓରୁ ପୂର୍ବରୁ କିଛି ଅଫିସର ନିଜ ନିଜର ଇସ୍ତଫାଦେଇଥିବାବେଳେ ଏବେ ସବୁ ଅଫସରଙ୍କୁ ହଟାଯାଇଛି । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ସବୁ ଓଏସଏସ  ଅଫିସରଙ୍କୁ ହଟାଯାଇଛି । ଜଣେ ଅନୁସଚିବ ଓ ୬ ଜଣ...

Read more

ମହାନଦୀ ପ୍ରସଙ୍ଗ ସମାଧାନ ପାଇଁ ମାନସିକତା ରହିବା ଦରକାର:ପ୍ରସନ୍ନ ଆଚାର୍ଯ୍ୟ

ମହାନଦୀ ପ୍ରସଙ୍ଗ ସମାଧାନ ପାଇଁ ମାନସିକତା ରହିବା ଦରକାର:ପ୍ରସନ୍ନ ଆଚାର୍ଯ୍ୟ

ଭୁବନେଶ୍ୱର: ରାଜ୍ୟ, କେନ୍ଦ୍ର ଓ ପଡୋଶୀ ଛତିଶଗଡରେ ସମାନ ସରକାର । ରାଜ୍ୟ ସରକାର ରାଜ୍ୟର ସ୍ୱାର୍ଥ ଦୃଷ୍ଟିରୁ ମହାନଦୀ ପ୍ରସଙ୍ଗର ସମାଧାନ ଲାଗି ଚେଷ୍ଟା କରିବେ । ଛତିଶଗଡରେ ଡ୍ୟାମ୍ ସବୁ ହେବା ପରେ ମହାନଦୀ ଶୁଖିଲା ପଡିଛି ।...

Read more

ସୁରମା ପାଢ଼ୀ ବାଚସ୍ପତି ପ୍ରାର୍ଥୀ

ସୁରମା ପାଢ଼ୀ ବାଚସ୍ପତି ପ୍ରାର୍ଥୀ

ଭୁବନେଶ୍ୱର: ଆଜି ବିଧାନସଭାରେ ବସିଥିବା ବିଜେପି ବିଧାୟକ ଦଳ ବୈଠକ ଶେଷ ହୋଇଛି । ତେବେ ବୈଠକରେ ବିଧାୟିକା ସୁରମା ପାଢ଼ୀଙ୍କୁ ବାଚସ୍ପତିଭାବେ ମନୋନୀତ କରାଯାଇଛି । ଆଜି ସୁରମା ପାଢ଼ୀ ବାଚସ୍ପତି ନିର୍ବାଚନ ପାଇଁ ନାମାଙ୍କନ ଦାଖଲ କରିଛନ୍ତି ।...

Read more

ପି.ଏମ.କିଷାନ ସମ୍ମାନ ନିଧି ଯୋଜନା ଅନ୍ତର୍ଗତ ଓଡ଼ିଶାର ୩୧.୬୨ ଲକ୍ଷ ଚାଷୀ ପାଇଲେ ୬୩୨.୪୮ କୋଟି

ପି.ଏମ.କିଷାନ ସମ୍ମାନ ନିଧି ଯୋଜନା ଅନ୍ତର୍ଗତ ଓଡ଼ିଶାର ୩୧.୬୨ ଲକ୍ଷ ଚାଷୀ ପାଇଲେ ୬୩୨.୪୮ କୋଟି

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ବରଗଡ ଗସ୍ତ କରି ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ଉତ୍ସବରେ ଯୋଗ ଦେଇଛନ୍ତି। ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାରେ ଆଜି ଓଡିଶାର ୩୧.୬୨ ଲକ୍ଷ ଚାଷୀ ୬୩୨.୪୮ କୋଟି ଟଙ୍କା ପାଇଲେ। ପ୍ରତ୍ୟେକ...

Read more

ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କଲେ ଓଡ଼ିଶା ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ

ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କଲେ ଓଡ଼ିଶା ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ

ଭୁବନେଶ୍ଵର: ଓଡ଼ିଶା ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାୟକ ଆଜି ବିଭାଗ ଅଧିନସ୍ଥ ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କରିଛନ୍ତି। ଉକ୍ତ ସମୀକ୍ଷା ବୈଠକରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂ ଏବଂ ବରିଷ୍ଠ ଅଧିକାରୀମାନେ ଉପସ୍ଥିତି ଥିଲେ। ପ୍ରମୁଖ...

Read more

ବିଧାୟକ ଭାବେ ଶପଥ ନେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ବିଧାୟକ ଭାବେ ଶପଥ ନେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ଆଜି ବିଧାନସଭାରେ ବିଧାୟକ ଭାବେ ଶପଥ ଗ୍ରହଣ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ତାଙ୍କୁ କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ବାଇଁ ଶପଥପାଠ କରାଇଛନ୍ତି। ଆଜି ନବୀନ ଗୃହ ମଧ୍ୟରେ ପ୍ରବେଶ କରିବା ପରେ ଟ୍ରେଜରୀ ବେଞ୍ଚରେ ବସିଥିବା...

Read more

କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲା: ପ୍ରକାଶ ପାଇଲା ହାଇକୋର୍ଟଙ୍କ ରାୟ

କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲା: ପ୍ରକାଶ ପାଇଲା ହାଇକୋର୍ଟଙ୍କ ରାୟ

ଭୁବନେଶ୍ଵର: କନିଷ୍ଠ ଶିକ୍ଷକ ନିଯୁକ୍ତିରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ପରେ ଆଜି ହାଇକୋର୍ଟ ରାୟ ପ୍ରକାଶ କରିଛନ୍ତି। ଏହି ମାମଲାର ଏକ ବଡ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ମେରିଟ ଆଧାରରେ ନିଯୁକ୍ତି ଦେବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଜିଲ୍ଲାୱାରୀ କନିଷ୍ଠ...

Read more

ବିଭିନ୍ନ ମହଲରୁ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କୁ ଶୁଭେଚ୍ଛା

ବିଭିନ୍ନ ମହଲରୁ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କୁ ଶୁଭେଚ୍ଛା

ଭୁବନେଶ୍ଵର: ଦୀର୍ଘ ୨୪ ବର୍ଷ ପରେ ଓଡିଶାରେ ନୂଆ ସରକାର ଗଠନ ହୋଇଛି। ଓଡିଶାରେ ପ୍ରଥମ ଥର ପାଇଁ ବିଜେପି ସରକାର ପୂର୍ଣ୍ଣ ଗରିଷ୍ଠତା ସହ କ୍ଷମତାକୁ ଆସିଛି। ନିର୍ବାଚନ ପୂର୍ବରୁ ବିଜେଡ଼ି-ବିଜେପି ମଧ୍ୟରେ ମେଣ୍ଟ ହେବା ଖବର ଚର୍ଚ୍ଚା ହେଉଥିବା ବେଳେ...

Read more
Page 333 of 432 1 332 333 334 432

Welcome Back!

Login to your account below

Create New Account!

Fill the forms bellow to register

Retrieve your password

Please enter your username or email address to reset your password.