ଚିଲିକାରେ ବିଜେଡି ପ୍ରାର୍ଥୀଙ୍କ ସପକ୍ଷରେ ପ୍ରଚାର କଲେ ଭିକେ ପାଣ୍ଡିଆନ

ଚିଲିକାରେ ବିଜେଡି ପ୍ରାର୍ଥୀଙ୍କ ସପକ୍ଷରେ ପ୍ରଚାର କଲେ ଭିକେ ପାଣ୍ଡିଆନ

ଭୁବନେଶ୍ବର: ଆସନ୍ତା ୨୫ ତାରିଖରେ ପୁରୀ ଲୋକସଭା ଓ ଚିଲିକା ବିଧାନସଭା କ୍ଷେତ୍ରରେ ନିର୍ବାଚନ ଅନୁଷ୍ଠିତ ହେବ। ଏହି ପରିପ୍ରେକ୍ଷୀରେ ଆଜି ଚିଲିକା ନିର୍ବାଚନମଣ୍ଡଳୀକୁ ପ୍ରଚାର ପାଇଁ ଆସିଥିଲେ ବିଜେଡି ତାରକା ପ୍ରଚାରକ ଭି କେ ପାଣ୍ଡିଆନ।  ସେ ଅପରାହ୍ନ ୪.୩୦...

Read more

୨୧ରେ ପୁଣି ଆସିବେ ଶାହା

୨୧ରେ ପୁଣି ଆସିବେ ଶାହା

ଭୁବନେଶ୍ୱର: ଆସନ୍ତା ୨୧ ତାରିଖରେ ଆସିବେ ଗୃହମନ୍ତ୍ରୀ ଅମିତ ଶାହା । ସମ୍ବଲପୁର, କେନ୍ଦୁଝର, ପର୍ଜଙ୍ଗ ଓ ନୟାଗଡ଼ରେ ଜନସଭା କରିବେ ବୋଲି ରାଜ୍ୟ ବିଜେପି ପକ୍ଷରୁ ସୂଚନା ମିଳିଛି । ସେହିଭଳି  ଆସନ୍ତାକଲି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ...

Read more

ମୁଖ୍ୟମନ୍ତ୍ରୀଙ୍କ ଲୋକପ୍ରିୟତା ଦେଖି ବିରୋଧୀଙ୍କ ମୁଣ୍ଡ କାମ କରୁନି, ଦିନରେ ଲଣ୍ଠନ ଦେଖାଉଛନ୍ତି: ଭିକେ ପାଣ୍ଡିଆନ

ମୁଖ୍ୟମନ୍ତ୍ରୀଙ୍କ ଲୋକପ୍ରିୟତା ଦେଖି ବିରୋଧୀଙ୍କ ମୁଣ୍ଡ କାମ କରୁନି, ଦିନରେ ଲଣ୍ଠନ ଦେଖାଉଛନ୍ତି: ଭିକେ ପାଣ୍ଡିଆନ

ଭୁବନେଶ୍ବର: ଆଜି ବ୍ରହ୍ମଗିରି କେରାଣ୍ଡିଆ ପଡ଼ିଆରେ କାର୍ତ୍ତିକ ପାଣ୍ଡିଆନ ନିର୍ବାଚନ ପ୍ରଚାର କରିଛନ୍ତି। ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଲା ବେଳେ ଶ୍ରୀ ପାଣ୍ଡିଆନ ଏକ ବିରାଟ ଜନସମାବେଶକୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ ବିରୋଧୀଙ୍କୁ କଡା ଆକ୍ରମଣ କରିଛନ୍ତି।...

Read more

ସ୍ଵାତୀ ମାଲିୱାଲ ମାମଲା: ବିଭବ କୁମାରଙ୍କୁ ଗିରଫ କଲା ଦିଲ୍ଲୀ ପୋଲିସ

ସ୍ଵାତୀ ମାଲିୱାଲ ମାମଲା: ବିଭବ କୁମାରଙ୍କୁ ଗିରଫ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ: ଆମ୍ ଆଦମୀ ପାର୍ଟି (ଏଏପି) ସାଂସଦ ସ୍ଵାତୀ ମାଲିୱାଲଙ୍କ ସହ ହୋଇଥିବା ଆକ୍ରମଣ ମାମଲାରେ ଦିଲ୍ଲୀ ପୋଲିସ ବିଭବ କୁମାରଙ୍କୁ ଗିରଫ କରିଛି। ବିଭବ କୁମାରଙ୍କ ନାମ ଦିଲ୍ଲୀ ପୋଲିସର ଏଫଆଇଆରରେ ଅଛି। ବର୍ତ୍ତମାନ ତାଙ୍କୁ ଏ ବାବଦରେ ପଚରାଉଚରା...

Read more

ଆସୁଛି ଲଘୁଚାପ: ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା

ଆସୁଛି ଲଘୁଚାପ: ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଭୀଷଣ ତାତି ମଧ୍ୟରେ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଏକ ବଡ ଖବର ଦେଇଛି। ପାଣିପାଗ କେନ୍ଦ୍ର ଅନୁଯାୟୀ, ଆସନ୍ତା ୨୨ ତାରିଖରେ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଏକ...

Read more

ଦ୍ୱିତୀୟ ପର୍ୟ୍ୟାୟ ନିର୍ବାଚନ: ଭୋଟ ଦେବେ ୭୯ ଲକ୍ଷ ୬୯ ହଜାର ୮୮୭ ଭୋଟର

ଦ୍ୱିତୀୟ ପର୍ୟ୍ୟାୟ ନିର୍ବାଚନ: ଭୋଟ ଦେବେ ୭୯ ଲକ୍ଷ ୬୯ ହଜାର ୮୮୭ ଭୋଟର

ଭୁବନେଶ୍ବର: ଆସନ୍ତା ସୋମବାର ଅର୍ଥାତ ମେ’ ୨୦ ତାରିଖରେ ରାଜ୍ୟରେ ଦ୍ୱିତୀୟ ପର୍ୟ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ୫ଟି ସଂସଦୀୟ କ୍ଷେତ୍ରର ୩୫ଟି ନିର୍ବାଚନ ମଣ୍ଡଳୀରେ ନିର୍ବାଚନ ହେବ। ଏଠି ମୋଟ ଭୋଟର ସଂଖ୍ୟା ୭୯ ଲକ୍ଷ ୬୯ ହଜାର ୮୮୭ ...

Read more

ରାଉରକେଲାରେ ବିଜେଡି ସରକାରଙ୍କ ବିରୋଧରେ ଗର୍ଜିଲେ ଅମିତ ଶାହ

ରାଉରକେଲାରେ ବିଜେଡି ସରକାରଙ୍କ ବିରୋଧରେ ଗର୍ଜିଲେ ଅମିତ ଶାହ

ଭୁବନେଶ୍ୱର: କେନ୍ଦ୍ର ଗୃହ ଓ ସମବାୟ ମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଶ୍ରୀ ଅମିତ ଶାହା ଆଜି ଓଡ଼ିଶାର ରାଉରକେଲାଠାରେ ଆୟୋଜିତ ସାଧାରଣ ସଭାରେ ଉଦବୋଧନ ଦେଇଛନ୍ତି। ସେ ଏହି ଉଦବୋଧନରେ ଓଡିଶାର ବିଜେଡି ସରକାର ଉପରେ କେନ୍ଦ୍ର ସରକାରଙ୍କ...

Read more

ବିଜେପିରୁ ବରିଷ୍ଠ ନେତା ବିଜୟ ମହାପାତ୍ର ବହିଷ୍କୃତ

ବିଜେପିରୁ ବରିଷ୍ଠ ନେତା ବିଜୟ ମହାପାତ୍ର ବହିଷ୍କୃତ

ଭୁବନେଶ୍ୱର: ଦଳବିରୋଧୀ କାର୍ଯ୍ୟ ଏବଂ ଦଳୀୟ ଅନୁଶାସନ ଭଙ୍ଗ କାରଣରୁ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶ୍ରୀ ବିଜୟ ମହାପାତ୍ର ଓ ଶ୍ରୀ ଶାରଦା ପ୍ରଧାନ,ଏସ୍‌ସି ମୋର୍ଚ୍ଚା ରାଜ୍ୟ ଉପସଭାପତି ଶ୍ରୀ ରାକେଶ ମଲ୍ଲିକଙ୍କୁ...

Read more

ଭେଙ୍କଟେଶ୍ଵର ଇଂରାଜୀ ମାଧ୍ୟମ ବିଦ୍ୟାଳୟରେ ଗ୍ରୀଷ୍ମକାଳୀନ ଶିବିର

ଭେଙ୍କଟେଶ୍ଵର ଇଂରାଜୀ ମାଧ୍ୟମ ବିଦ୍ୟାଳୟରେ ଗ୍ରୀଷ୍ମକାଳୀନ ଶିବିର

ଭୁବନେଶ୍ଵର (ଭିଓଭି): ଚନ୍ଦ୍ରଶେଖରପୁରଠାରେ ଥିବା ଭେଙ୍କଟେଶ୍ଵର ଇଂରାଜୀ ମାଧ୍ୟମ ବିଦ୍ୟାଳୟରେ ମେ' ମାସ ୬ରୁ ୧୫ ତାରିଖ ମଧ୍ୟରେ “ଗ୍ରୀଷ୍ମ ଶିବିର' ଜମ୍ ଇନଟୁ ସମର ଫନ' ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଛାତ୍ରଛାତ୍ରୀମାନଙ୍କର ଅନ୍ତର୍ନିହିତ ପ୍ରତିଭାର ବିକାଶକୁ ଲକ୍ଷ୍ୟକରି...

Read more

ଖଲ୍ଲିକୋଟ ମର୍ଡର କେସ୍‌ର ତଦନ୍ତ କରିବ ଏସ୍‌ଆଇଟି

ଖଲ୍ଲିକୋଟ ମର୍ଡର କେସ୍‌ର ତଦନ୍ତ କରିବ ଏସ୍‌ଆଇଟି

ଭୁବନେଶ୍ବର: ପୋଲିସ ମୁଖ୍ୟାଳୟ ପକ୍ଷରୁ ଗଠିତ ସ୍ବତନ୍ତ୍ର ତଦନ୍ତକାରୀ ଦଳ (ଏସ୍‌ଆଇଟି) ଖଲ୍ଲିକୋଟ ମର୍ଡର କେସ୍‌ର ତଦନ୍ତ କରିବ ବୋଲି ଜଣାପଡିଛି। ଏହି ସ୍ବତନ୍ତ୍ର ତଦନ୍ତକାରୀ ଦଳ ଅବଶିଷ୍ଟ ଅଭିଯୁକ୍ତମାନଙ୍କୁ ଖୁବ୍‌ଶୀଘ୍ର ଗିରଫ କରିବ। ଏଥିସହ ସାଇଣ୍ଟିଫିକ୍‌ ଫନେସିକ୍‌ ଓ ଡିଜିଟାଲ...

Read more
Page 352 of 432 1 351 352 353 432

Welcome Back!

Login to your account below

Create New Account!

Fill the forms bellow to register

Retrieve your password

Please enter your username or email address to reset your password.