ଆଜି ଭାରତ ବନ୍ଦ । ବିଭିନ୍ନ ଦାବି ନେଇ ଭାରତ ମୁକ୍ତି ମୋର୍ଚ୍ଚା ଏବଂ ଏସସିଏସଟି ଓବିସି ମୁକ୍ତିମୋର୍ଚ୍ଚା ପକ୍ଷରୁ ଆଜି ଭାରତ ବନ୍ଦ ଡାକରା ଦିଆଯାଇଛି। ଭାରତ ବନ୍ଦ ଡାକରା ବଲାଙ୍ଗିର ସହରରେ ସାଧାରଣ ଜୀବନକୁ ପ୍ରଭାବିତ କରିଛି । ପଛୁଆ...
Read moreକୋଣାର୍କ ସୂର୍ଯ୍ୟ ମନ୍ଦିରରୁ ଖୁବ୍ଶୀଘ୍ର ବାଲି କଢ଼ାଯିବ ସୂଚନା ମିଳିଛି । ଏନେଇ ସମସ୍ତ ବୈଷୟିକ କାର୍ଯ୍ୟ ଶେଷ ହୋଇଥିବା ଏଏସ୍ଆଇ ପକ୍ଷରୁ କୁହାଯାଇଛି । ପୂର୍ବରୁ ସ୍କାନିଂ କରାଯାଇଥିବା ମନ୍ଦିରର ପଶ୍ଚିମ ପାଖ କାନ୍ଥରେ ଡ୍ରିଲିଂ କରାଯାଇ ବାଲିର ସ୍ଥିତି ଅନୁଧ୍ୟାନ କରାଯାଇଥିଲା...
Read moreଭୁବନେଶ୍ୱର : ଆସନ୍ତାକାଲି ବିଜେପିର ବିଶାଳ ମହିଳା ଜନଆକ୍ରୋଶ ସମାବେଶ । ମହିଳା ବିଲକୁ ବିରୋଧୀ ଦଳ ସମର୍ଥନ ନଦେବା ପ୍ରସଙ୍ଗରେ ରାଜ୍ୟସ୍ତରରୁ ମଣ୍ଡଳସ୍ତର ପର୍ଯ୍ୟନ୍ତ କ୍ୟାମ୍ପେନ କରିବ ବିଜେପି । ଅପରାହ୍ଣ ୪ଟାରୁ ପ୍ରଦର୍ଶନୀ ପଡ଼ିଆରୁ ଲୋୟର ପିଏମଜି ଯାଏଁ ବିଶାଳ...
Read more୩୩% ନାରୀ ଶକ୍ତିଙ୍କୁ ସଂରକ୍ଷଣ ପ୍ରସଙ୍ଗରେ ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି ସାଂସଦ ଅପରାଜିତା ଷଡ଼ଙ୍ଗୀ। ନାରୀ ଶକ୍ତି ବନ୍ଦନ ଅଧିନିୟମ ସଂସଦର ପାରିତ ହୋଇ ନ ପାରିବା ଓ ଏହାକୁ ନେଇ ବିରୋଧୀଙ୍କ ଭୂମିକାକୁ ସମାଲୋଚନା କରିଛନ୍ତ୍ରି ଅପରାଜିତା । ଆଜି...
Read moreଓଡ଼ିଶାରେ ରାଷ୍ଟ୍ରପତି ଦୌପଦ୍ରୀ ମୁର୍ମୁ। ରାଉରକେଲାରେ ପହଞ୍ଚି ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ରାଷ୍ଟ୍ରପତି। ପ୍ରାୟ ୧୫୮ କୋଟି ଟଙ୍କା ବ୍ୟୟଅଟକଳରେ ଚାରିଟି ପ୍ରକଳ୍ପ ଲୋକାର୍ପଣ କରିଛନ୍ତି ରାଷ୍ଟ୍ରପତି। ଏଥି ମଧ୍ୟରେ ୪୮ କୋଟିର ସମନ୍ୱିତ...
Read moreଭୁବନେଶ୍ୱର : ଆଜି ପବିତ୍ର ଅକ୍ଷୟ ତୃତୀୟା । ବିଧି ପରମ୍ପରା ଅନୁଯାୟୀ ରଥନିର୍ମାଣ କାର୍ଯ୍ୟର ଶୁଭ ଅନୁକୂଳ ହେବ । ବନଜାଗ ବିଧିରେ ରଥନିର୍ମାଣ କାର୍ଯ୍ୟ ଅନୁକୂଳ ହେବ। ମଧ୍ୟାହ୍ନଧୂପ ପରେ ଶ୍ରୀମନ୍ଦିରରୁ ତିନି ଠାକୁରଙ୍କ ତିନି ଆଜ୍ଞାମାଳ ଆସିବା ପରେ...
Read moreନାରୀ ଶକ୍ତି ବନ୍ଦନ ଅଧିନିୟମ’କୁ ସଂସଦରେ ବିଲ୍ କାଟ ଖାଇବା ପରେ ବିରୋଧୀଙ୍କୁ କଡ଼ା ଟାର୍ଗେଟ୍ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି ଭୁବନେଶ୍ୱରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସେ ବିରୋଧୀ ଦଳମାନଙ୍କୁ ନିଶାନା କରି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ...
Read moreରାଜ୍ୟରେ ଜାରି ରହିଛିଗ୍ରୀଷ୍ମ ପ୍ରବାହ । ଦିନ ତାପମାତ୍ରା ୪୩ ଡିଗ୍ରୀ ଟପିଥିବା ବେଳେ, ଏହା ୪୫ ଡିଗ୍ରୀ ସେଲସିୟସରେ ପହଞ୍ଚିବା ନେଇ ପାଣିପାଗ ବିଭାଗ ଆକଳନ କରିଛି । ପଶ୍ଚିମ ଓଡ଼ିଶାର କେତେକ ଅଞ୍ଚଳରେ ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି...
Read moreଭୁବନେଶ୍ୱର : ନାରୀ ଶକ୍ତି ବନ୍ଦନ ଅଧିନିୟମ’ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଂଗ୍ରେସ ଏବଂ ଅନ୍ୟ ବିରୋଧୀ ଦଳଗୁଡ଼ିକୁ ସମାଲୋଚନା କରିଛନ୍ତି । ଭୁବନେଶ୍ବରରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ସେ କହିଛନ୍ତି, ଆଜିର ଦିନରେ ନାରୀ ସବୁ...
Read moreଭୁବନେଶ୍ବର: ରାଜ୍ୟରେ କଲବଲ କରୁଛି ତାତି । ଆଗାମୀ ସପ୍ତାହରେ ଆହୁରି ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବଢିବା ସମ୍ଭାବନା ରହିଛି । ଆସନ୍ତା ପାଞ୍ଚ ଦିନ ଯାଏ ତାତିରୁ ନାହିଁ ତ୍ରାହି । ୫ ଦିନ ଯାଏଁ ରାଜ୍ୟରେ ପ୍ରବଳ ଗରମ...
Read moreCopyright © 2023.