ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ପାଇଁ ଆସିଲା ଗାଇଡ୍‌ଲାଇନ୍

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ପାଇଁ ଆସିଲା ଗାଇଡ୍‌ଲାଇନ୍

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ପାଇଁ ଆସିଲା ଗାଇଡ୍ ଲାଇନ୍ । ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ବା ଏମକେବିୱାଇକୁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ । କନ୍ୟା ବିବାହ ଯୋଜନାରେ ବିବାହ ପାଇଁ କନ୍ୟାକୁ ମିଳିବ ୫୧ ହଜାର...

Read more

ନିଯୁକ୍ତି ପରୀକ୍ଷା ବାରମ୍ବାର ବାତିଲ ପ୍ରସଙ୍ଗକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ନବୀନ

ନିଯୁକ୍ତି ପରୀକ୍ଷା ବାରମ୍ବାର ବାତିଲ ପ୍ରସଙ୍ଗକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ନବୀନ

ଭୁବନେଶ୍ୱର: ରାଜ୍ୟରେ ବାରମ୍ବାର ନିଯୁକ୍ତି ପରୀକ୍ଷା ବାତିଲ ହେବା ଦ୍ୱାରା ଲକ୍ଷ ଲକ୍ଷ ପିଲାଙ୍କ ସ୍ୱପ୍ନକୁ ଧୂଳିସାତ କରୁଛି ବୋଲି ରୋଧୀ ଦଳ ନେତା ନବୀନ ପଟ୍ଟନାୟକ କହିଛନ୍ତି । ଏଏନଏମ ପରୀକ୍ଷା ବାତିଲ କରି ରାଜ୍ୟ ବିଜେପି ସରକାର ପୁଣି ହଜାର ହଜାର...

Read more

ରାଜ୍ୟରେ ଆଉ ଖୋଲିବନି ନୂଆ ମଦ ଦୋକାନ: ପୃଥୀରାଜ ହରିଚନ୍ଦନ

ରାଜ୍ୟରେ ଆଉ ଖୋଲିବନି ନୂଆ ମଦ ଦୋକାନ: ପୃଥୀରାଜ ହରିଚନ୍ଦନ

ଭୁବନେଶ୍ୱର: ରାଜ୍ୟରେ ଆଉ ଖୋଲିବନି ନୂଆ ମଦ ଦୋକାନ । ବିଧାନସଭାରେ ଉତ୍ତର ରଖି ଆଇନ ଓ ଅବକାରୀ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ ଏହି ସୂଚନା ଦେଇଛନ୍ତି । ଅବକାରୀ ମନ୍ତ୍ରୀ କହିଛନ୍ତି, ସରକାରଙ୍କ ଦ୍ୱାରା ସମୟ ସମୟରେ ଆବଣ୍ଟିତ ଅନେକ...

Read more

ସୁଭଦ୍ରାରେ ୬.୨୩ ଲକ୍ଷ ଆବେଦନ ବିଚାରାଧୀନ: ପ୍ରଭାତୀ ପରିଡା

ସୁଭଦ୍ରା ୨ୟ କିସ୍ତିରେ ବାଦ୍‌ ପଡ଼ିଛନ୍ତି ୧,୮୩,୭୮୫ ମହିଳା: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସୁଭଦ୍ରା ଯୋଜନାରେ ସାମିଲ ହେବା ପାଇଁ  ୬ ଲକ୍ଷ ୨୩ ହଜାର ୫୫୫ ହିତାଧିକାରୀଙ୍କ ଆବେଦନ ବିଚାରାଧୀନ ରହିଛି । ୧ କୋଟି ୩୭ ଲକ୍ଷ ୫୯୪୧ ଜଣ ପ୍ରଥମ କିସ୍ତି ପାଇଥିବାବେଳେ ୧ କୋଟି ୧୯ ଲକ୍ଷ ୨୭୨୪ ଜଣ...

Read more

ଆଦିବାସୀଙ୍କ ଠାରୁ ଜଙ୍ଗଲ ଜମି ଅଧିକାର ଛଡାଇ ନେଲେ ମୋହନ ସରକାର: ବିଜେଡି

ଆଦିବାସୀଙ୍କ ଠାରୁ ଜଙ୍ଗଲ ଜମି ଅଧିକାର ଛଡାଇ ନେଲେ ମୋହନ ସରକାର: ବିଜେଡି

ଭୁବନେଶ୍ୱର: ଆଜି ଶଙ୍ଖ ଭବନରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ପୂର୍ବତନ ସାଂସଦ ତଥା ସାଧାରଣ ସମ୍ପାଦକ ପ୍ରଦୀପ ମାଝୀ ଓ ରାଜ୍ୟ ମିଡିଆ ସଂଯୋଜକ ଡ. ପ୍ରିୟବ୍ରତ ମାଝୀ କହିଥିଲେ ଯେ, ଆବହମାନ କାଳରୁ ଆଦିବାସୀମାନେ ଜଙ୍ଗଲରେ ବସବାସ କରୁଛନ୍ତି ।...

Read more

ଫେବୃଆରୀ ୧୯ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା; ପ୍ରକାଶ ପାଇଲା ପରୀକ୍ଷା ସୂଚୀ

ଫେବୃଆରୀ ୧୯ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା; ପ୍ରକାଶ ପାଇଲା ପରୀକ୍ଷା ସୂଚୀ

ଭୁବନେଶ୍ୱର: ଫେବୃଆରୀ ୧୯ରେ ମାଟ୍ରିକ ପରୀକ୍ଷା । ଚଳିତ ବର୍ଷ ମାଟ୍ରିକ୍ ପରୀକ୍ଷା ପାଇଁ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚୀ ପ୍ରକାଶ ପାଇଛି । ଫେବୃଆରୀ ୧୯ରୁ ମାର୍ଚ୍ଚ ୨ ପର୍ଯ୍ୟନ୍ତ ଚାଲିବ ପରୀକ୍ଷା । ମାଧ୍ୟମିକ ଶିକ୍ଷା...

Read more

ଆଜି ବିଧାନସଭା ଆଗରେ ଗର୍ଜିଲେ ହଜାର ହଜାର ପ୍ରାଥମିକ ଶିକ୍ଷକ

ଆଜି ବିଧାନସଭା ଆଗରେ ଗର୍ଜିଲେ ହଜାର ହଜାର ପ୍ରାଥମିକ ଶିକ୍ଷକ

ଭୁବନେଶ୍ୱର: ଗୋଟିଏ ପଟେ ବିଧାନସଭା ଶୀତ ଅଧିବେଶନ ଚାଲୁଥିବାବେଳେ ରାଜଧାନୀ ରାଜରାସ୍ତାରେ ଧାରଣାରେ ବସିଛନ୍ତି ହଜାର ହଜାର ସଂଖ୍ୟାରେ ଶିକ୍ଷକ । ଆଜି ବିଧାନସଭା ଆଗରେ ପ୍ରାଥମିକ ଶିକ୍ଷକଙ୍କ ଗର୍ଜନ। ହଜାର ହଜାର ସଂଖ୍ୟାରେ ପ୍ରାଥମିକ ଶିକ୍ଷକ ପୁଣି ଥରେ ଆନ୍ଦୋଳନକୁ...

Read more

ସ୍ଥଗିତ ହେଲା ଏଏନଏମର ଦ୍ୱିତୀୟ ବର୍ଷର ପରୀକ୍ଷା

ସ୍ଥଗିତ ହେଲା ଏଏନଏମର ଦ୍ୱିତୀୟ ବର୍ଷର ପରୀକ୍ଷା

ଭୁବନେଶ୍ୱର: ସ୍ଥଗିତ ହେଲା ଏଏନଏମର ଦ୍ୱିତୀୟ ବର୍ଷ ଆଜିର ପରୀକ୍ଷା । ପଞ୍ଚମ ପେପର- ମିଡ ୱାଇଫେରୀ ପରୀକ୍ଷା ସ୍ଥଗିତ । ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ ସ୍ଥଗିତ ନିର୍ଦ୍ଦେଶ । ONMEB ପକ୍ଷରୁ ଜାରି ହେଲା ନିର୍ଦ୍ଦେଶନାମା । ଆଜି ପରୀକ୍ଷା...

Read more

ବିଶ୍ଵବିଦ୍ୟାଳୟ ଖାଲି ପଡିଛି ୧୪୩୦ ଅଧ୍ୟାପକ ପଦବୀ: ଉଚ୍ଚଶିକ୍ଷା ମନ୍ତ୍ରୀ

ଆଳୁ ସଂକଟକୁ ନେଇ ପୁଣି ଗୃହ ଉଷ୍ଣ, ବିରୋଧୀଙ୍କ କକ୍ଷତ୍ୟାଗ

ଭୁବନେଶ୍ୱର: ବିଶ୍ଵବିଦ୍ୟାଳୟରେ ଅଧ୍ୟାପକ ମରୁଡ଼ି । ଖାଲି ପଡିଛି ୧୪୩୦ ପଦବୀ । ଏଥିରୁ ୨୬୧ ଅଧ୍ୟାପକ, ୪୫୯ ସହଯୋଗୀ ଅଧ୍ୟାପକ ଓ ୭୧୦ ସହକାରୀ ଅଧ୍ୟାପକ ପଦବୀ ଖାଲି ପଡିଛି । ଏ ନେଇ ଆଜି ଗୃହରେ ସୂଚନା ଦେଇଛନ୍ତି...

Read more

ରମାଦେବୀ ମହିଳା ବିଶ୍ୱ ବିଦ୍ୟାଳୟର ବାର୍ଷିକ ଉତ୍ସବରେ ” ମିଶ୍ରଶାଳ”ର ଝଲକତା

ରମାଦେବୀ ମହିଳା ବିଶ୍ୱ ବିଦ୍ୟାଳୟର ବାର୍ଷିକ ଉତ୍ସବରେ ” ମିଶ୍ରଶାଳ”ର ଝଲକତା

୩-୧୨-୨୦୨୫ରିଖ, ଭୁବନେଶ୍ୱର, ରମାଦେଵୀ ମହିଳା ଵିଶ୍ଵବିଦ୍ୟାଳୟର ୧୧ତମ ଵାର୍ଷିକ ଉତ୍ସଵ ଓ ମାଆ ରମାଦେଵୀଙ୍କ ୧୨୫ତମ ଜୟନ୍ତୀ ଉତ୍ସଵର ଉଦଯାପନୀ ଦିବସରେ ଓଡିଶାର ଅନନ୍ଯ ଭ୍ରାମ୍ଯମାଣ ସଂଗ୍ରହାଳୟ, ମିଶ୍ରଶାଳ ୧୨୦ପ୍ରକାରର ପାରମ୍ପରିକ ଲୋକ ଉପକରଣ ପ୍ରଦର୍ଶନ କରି, ଛାତ୍ରୀ ଓ ଅତିଥିମାନଙ୍କ...

Read more
Page 85 of 432 1 84 85 86 432

Welcome Back!

Login to your account below

Create New Account!

Fill the forms bellow to register

Retrieve your password

Please enter your username or email address to reset your password.