ଭୁବନେଶ୍ୱର: ବରଗଡ଼ ଧନୁଯାତ୍ରା ନିମନ୍ତେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ୧ କୋଟି ଟଙ୍କାର ଆର୍ଥିକ ଅନୁଦାନ ରାଶି ପ୍ରଦାନ କରାଯିବ । ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ବୈଠକରେ ଏହି ନିଷ୍ପତ୍ତି...
Read moreଭୁବନେଶ୍ୱର: ରାଜ୍ୟରେ ଚଳିତ ବର୍ଷ ବଜ୍ରାଘାତରେ ୯୨ ଜଣଙ୍କ ଜୀବନ ଯାଇଛି । ବରଗଡ଼ରେ ସର୍ବାଧିକ ୧୦ ଜଣ, କୋରାପୁଟରେ ୮, କେନ୍ଦୁଝର ଓ ଅନୁଗୁଳରେ ୭ ଜଣ ଲେଖାଏ, ପୁରୀ, ବଲାଙ୍ଗୀର, ବାଲେଶ୍ବର, ଗଂଜାମ, ଝାରସୁଗୁଡ଼ା ଓ ନୂଆପଡ଼ାରେ ବଜ୍ରପାତରେ...
Read moreଭୁବନେଶ୍ୱର : ସହଜ ହେଲା ପୁରୁଣା ଆପାର୍ଟମେଣ୍ଟ କିଣାବିକା । ଓଡ଼ିଶା ସରକାର ପୁରୁଣା ଆପାର୍ଟମେଣ୍ଟ ବିକ୍ରି ନିୟମକୁ ସହଜ କଲେ । ‘ଓଡ଼ିଶା ଆପାର୍ଟମେଣ୍ଟ ଆକ୍ଟ, ୨୦୨୩’ ଅଧୀନରେ ଥିବା କଠୋର ନିୟମକୁ କୋହଳ କରିଛନ୍ତି । ଗୃହ ଓ...
Read moreରଣପୁର, ୦୩/୧୨ : ରଣପୁର ବ୍ଲକ ମଝିଆଖଣ୍ଡ ଉଚ୍ଚ ବିଦ୍ୟାଳୟରେ ବୁଧବାର ଦିନ ବ୍ଲକ ସ୍ତରୀୟ ବାଲ ବୈଜ୍ଞାନିକ ମେଳା ଉତ୍ସାହପୂର୍ଣ୍ଣ ପରିବେଶରେ ଆୟୋଜିତ ଉଦଯାପିତ ହୋଇଯାଇଛି | ଏହି କାର୍ଯ୍ୟକ୍ରମର ରଣପୁର ବ୍ଲକ ଶିକ୍ଷା ଅଧିକାରୀ ପିଣ୍ଟୁ କୁମାର ପ୍ରଧାନଙ୍କ...
Read moreଧର୍ମଶାଳା ବ୍ଲକ୍ ଅନ୍ତର୍ଗତ ମହିସରା ଗ୍ରାମପଞ୍ଚାୟତର କୁରିକଣା ଗ୍ରାମ ଛକ ନିକଟରେ ହାଇୱା ଧକ୍କା ଦେବା ଦ୍ବାରା କଲେଜ ଛାତ୍ର ଜଣଙ୍କର ମୃତ୍ୟୁ ଘଟିଛି । ମୃତ ଘଟିଥିବା ଛାତ୍ରଟି ରମ୍ପେଇ ଗ୍ରାମର ବୋଲି ସୂଚନା ମିଳିଛି । ଘଟଣା ସ୍ଥଳରେ...
Read moreଭୁବନେଶ୍ୱର: କ୍ଷମା ମାଗିଲେ ଶୁଭଙ୍କର ମିଶ୍ରା। ଶ୍ରୀମନ୍ଦିର ଉପରେ ଶୁଭଙ୍କର ମିଶ୍ରାଙ୍କ ବିବାଦୀୟ ମନ୍ତବ୍ୟ ପ୍ରସଙ୍ଗରେ ନିଜ ୟୁଟ୍ୟୁବ ଚ୍ୟାନେଲରେ କ୍ଷମା ପ୍ରାର୍ଥନା କଲେ ଶୁଭଙ୍କର। ଅଭିଯୋଗ ଆସିବା ପରେ ବିବାଦୀୟ ଭିଡିଓକୁ ନିଜ ୟୁଟ୍ୟୁବ ଚ୍ୟାନେଲରୁ ହଟାଇଦେଇଛନ୍ତି ଶୁଭଙ୍କର । ମୁଁ...
Read moreଭୁବନେଶ୍ୱର : ଓଡିଶା ହସ୍ତତନ୍ତର ବ୍ରାଣ୍ଡ ଆମ୍ବାସଡର ଭାବେ ବଲିଉଡ ଅଭିନେତ୍ରୀ ମାଧୁରୀ ଦୀକ୍ଷିତ ନେଇଛନ୍ତି ୧ କୋଟି ୬୦ ଲକ୍ଷ ଟଙ୍କା । ଏନେଇ ଗୃହରେ ଉତ୍ତର ରଖିଛନ୍ତି ହସ୍ତତନ୍ତ ବୟନ ଶିଳ୍ପ ମନ୍ତ୍ରୀ । ଯିବା ଆସିବା ଫ୍ଲାଇଟ୍ ଟିକେଟ,...
Read moreଭୁବନେଶ୍ୱର : ରାଜ୍ୟରେ ଜୁଆ ଖେଳିକି ଧରାପଡ଼ିଲେ ଆଉ ଜେଲ୍ ଯିବାକୁ ପଡ଼ିବନି । କେବଳ ଜରିମାନା ଦେଇଦେଲେ ସରକାର ଜୁଆ ଖେଳିବାଜନିତ ଅପରାଧକୁ ମାଫ୍ କରିଦେବେ । ଗତକାଲି ବିଧାନସଭାରେ ଓଡିଶା ଜନ ବିଶ୍ୱାସ ବିଲ୍ ପାରିତ ହୋଇଛି । ଏହି...
Read moreରାଜ୍ୟ ପର୍ଯ୍ୟଟନ ବିଭାଗ ଆନୁକୁଲ୍ୟରେ ତଥା ସଙ୍ଗୀତ ନାଟକ ଏକାଡେମୀ ଓ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମର ମିଳିତ ଉଦ୍ୟମରେ କୋଣାର୍କ ଠାରେ ଏହି ମହୋତ୍ସବ ଉଦଘାଟିତ ହୋଇଛି । ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଯୋଗ ଦେଇ...
Read moreଭୁବନେଶ୍ଵର: ରାଜ୍ୟର ଉପକୂଳ ଜିଲ୍ଲାର ଅନେକ ଗାଁ ସମୁଦ୍ର ଜୁଆର ଦ୍ୱାରା ପ୍ରଭାବିତ ହୋଇଛି। ସମୁଦ୍ର ମାଡ଼ି ଆସିବାରୁ ପ୍ରଭାବିତ ହୋଇଛନ୍ତି ରାଜ୍ୟର ୬ଟି ଉପକୂଳବର୍ତ୍ତୀ ଜିଲ୍ଲା । ସମୁଦ୍ର ଆଁରେ ଉପକୂଳ ଜିଲ୍ଲାର ୪୬ ଗାଁ । ଆଜି ଜଙ୍ଗଲ,...
Read moreCopyright © 2023.