ସମସ୍ୟା

ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିର୍ବାଚନ ପାଇଁ ଅଧିସୂଚନା ଜାରି, ଆସନ୍ତା ୨୦ରେ ମିଳିବ ନୂଆ ରାଷ୍ଟ୍ରୀୟ ଅଧ୍ୟକ୍ଷ

ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିର୍ବାଚନ ପାଇଁ ଅଧିସୂଚନା ଜାରି, ଆସନ୍ତା ୨୦ରେ ମିଳିବ ନୂଆ ରାଷ୍ଟ୍ରୀୟ ଅଧ୍ୟକ୍ଷ

ନୂଆଦିଲ୍ଲୀ : ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିର୍ବାଚନ ପାଇଁ ନୋଟିଫିକେସନ ଜାରି ହୋଇଛି । ଆସନ୍ତା ୨୦ ତାରିଖରେ ବିଜେପିକୁ ମିଳିବ ନୂଆ ରାଷ୍ଟ୍ରୀୟ ଅଧ୍ୟକ୍ଷ । ଜାନୁଆରୀ ୨୦ ତାରିଖରେ ନୂଆ ରାଷ୍ଟ୍ରୀୟ ସଭାପତିଙ୍କ ନାମ ଘୋଷଣା କରିବ ବିଜେପି ।...

Read more

ଇଣ୍ଡିଗୋ ବିମାନ ବିଭ୍ରାଟ ଘଟଣା : ଯାତ୍ରୀଙ୍କୁ ଦିଆଯିବ ୧୦ ହଜାର ଟଙ୍କାର ଭାଉଚର, ୧୨ ମାସ ପାଇଁ ରହିବ ବୈଧ

ଇଣ୍ଡିଗୋ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ, ଶୀତକାଳୀନ ସୂଚୀରେ ୫% ବିମାନ ଭଡ଼ା ହ୍ରାସ କରିବାକୁ DGCAର ନିର୍ଦ୍ଦେଶ

ନୂଆଦିଲ୍ଲୀ : ଯାତ୍ରୀଙ୍କୁ ଇଣ୍ଡିଗୋ ଏୟାରଲାଇନ୍ସ ଦେବ କ୍ଷତିପୂରଣ । ଇଣ୍ଡିଗୋକୁ ନିର୍ଦ୍ଦେଶ ଦେଇଛି ଡିଜିସିଏ । ଡିସେମ୍ବର ୨୦୨୫ ପ୍ରାରମ୍ଭରେ ଇଣ୍ଡିଗୋ ଏୟାରଲାଇନ୍ସ କିଛି ପରିଚାଳନାଗତ ଅସୁବିଧାର ସମ୍ମୁଖୀନ ହୋଇଥିଲେ । ଅନେକ ଉଡ଼ାଣ ବାତିଲ ହୋଇଥିଲା ଏବଂ ଅନେକ ଘଣ୍ଟା...

Read more

ଦଳବିରୋଧୀ କାର୍ଯ୍ୟକଳାପ ଯୋଗୁ ବିଜେଡିରୁ ଗଣେଶ୍ବର ବରାଳ ନିଲମ୍ବିତ

ଦଳବିରୋଧୀ କାର୍ଯ୍ୟକଳାପ ଯୋଗୁ ବିଜେଡିରୁ ଗଣେଶ୍ବର ବରାଳ ନିଲମ୍ବିତ

ଯାଜପୁର: ବିଜେଡିରୁ ଗଣେଶ୍ବର ବରାଳ ନିଲମ୍ବିତ । ଯାଜପୁର ଜିଲ୍ଲା ପରିଷଦ ଉପସଭାପତି ଗଣେଶ୍ବର ବରାଳ ନିଲମ୍ବିତ । ଦଳବିରୋଧୀ କାର୍ଯ୍ୟକଳାପ ଯୋଗୁ ତାଙ୍କୁ ନିଲମ୍ବନ କରାଯାଇଛି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ନିଲମ୍ବନ କରାଯାଇଛି। ବିଜେଡି ଉପସଭାପତି ପ୍ରତାପ...

Read more

ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ପ୍ରସଙ୍ଗରେ ଥାନାରେ ଏତଲା, କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ନାଁରେ ଲିଖିତ ଅଭିଯୋଗ

ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ପ୍ରସଙ୍ଗରେ ଥାନାରେ ଏତଲା, କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ନାଁରେ ଲିଖିତ ଅଭିଯୋଗ

ଭୁବନେଶ୍ୱର: ମକର ସଂକ୍ରାନ୍ତି ସମୟରେ ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ପ୍ରସଙ୍ଗରେ ଥାନାରେ ଏତଲା । ମନ୍ଦିର କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ନାମରେ ଥାନାରେ ଏତଲା ଦିଆଯାଇଛି । କାର୍ଯ୍ୟରେ ଅବହେଳା ଯୋଗୁଁ ଉପାସରେ ରହିଲେ ପ୍ରଭୁ ଲିଙ୍ଗରାଜ ଓ ବନ୍ଦ ହେଲା ନୀତିକାନ୍ତି...

Read more

ଅଧରାତିରେ ପାକିସ୍ତାନୀ ଡଙ୍ଗାକୁ ଘେରିଲା ଭାରତ, ୯ ପାକିସ୍ତାନୀଙ୍କୁ କାବୁ କଲା ଭାରତୀୟ ତଟରକ୍ଷୀ ବାହିନୀ

ଅଧରାତିରେ ପାକିସ୍ତାନୀ ଡଙ୍ଗାକୁ ଘେରିଲା ଭାରତ, ୯ ପାକିସ୍ତାନୀଙ୍କୁ କାବୁ କଲା ଭାରତୀୟ ତଟରକ୍ଷୀ ବାହିନୀ

ପାକିସ୍ତାନୀ ଡଙ୍ଗାକୁ ଘେରିଲା ଭାରତ ।  ଅଧରାତିରେ ପାକିସ୍ତାନୀ ମାଛଧରା ବୋଟ ଜବତ କଲା ଭାରତୀୟ ତଟରକ୍ଷୀ ବାହିନୀ -ICG ।  ବୋଟରେ ଥିବା ୯ ପାକିସ୍ତାନୀଙ୍କୁ କାବୁ କରି ଏକ ସଫଳ ଅପରେସନ କରିଛି ତଟରକ୍ଷୀ ବାହିନୀ । ଆରବ...

Read more

ପଶ୍ଚିମବଙ୍ଗରୁ ଆସିବ ପୁଞ୍ଜି, ୩ ଦିନିଆ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ପଶ୍ଚିମବଙ୍ଗରୁ ଆସିବ ପୁଞ୍ଜି, ୩ ଦିନିଆ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର : ପଶ୍ଚିମବଙ୍ଗରୁ ଆସିବ ପୁଞ୍ଜି । ରାଜ୍ୟକୁ ଆହୁରି ଅଧିକ ନିବେଶ ଆସିବ । ୩ ଦିନିଆ ପଶ୍ଚିମବଙ୍ଗ ଗସ୍ତରେ ଅଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି । ଓଡ଼ିଶା ନିବେଶକ ସମ୍ମିଳନୀ ଓ ରୋଡ ସୋରେ ଭାଗନେବେ ମୁଖ୍ୟମନ୍ତ୍ରୀ । ଶିଳ୍ପପତି...

Read more

ସଙ୍ଗୀତଧାରା ଭକ୍ତି ସଙ୍ଗୀତ ପ୍ରତିଯୋଗିତା, ୧୮ରେ ରଣପୁର ବ୍ଲକ ଅଡିସନ

ସଙ୍ଗୀତଧାରା ଭକ୍ତି ସଙ୍ଗୀତ ପ୍ରତିଯୋଗିତା, ୧୮ରେ ରଣପୁର ବ୍ଲକ ଅଡିସନ

ନୟାଗଡ଼,୧୪/୧: ସଙ୍ଗୀତଧାରା, ନୟାଗଡ଼ ପକ୍ଷରୁ ଆୟୋଜିତ ସିଜିନ-୩ ଭକ୍ତି ସଙ୍ଗୀତ ପ୍ରତିଯୋଗିତାର ରଣପୁର ବ୍ଲକ ଅଡିସନ ଆସନ୍ତା ୧୮ ତାରିଖ ରବିବାର ଦିନ କଳିଙ୍ଗ ଲୋଟସ ସେଣ୍ଟ୍ରାଲ ଏକାଡେମୀ, ରଣପୁର ପରିସରରେ ଅନୁଷ୍ଠିତ ହେବ। ଏନେଇ ଏକ ପ୍ରସ୍ତୁତି ବୈଠକ ଏକାଡେମୀ...

Read more

ଆରମ୍ଭ ହେଲା ମକର ମେଳା

ଆରମ୍ଭ ହେଲା ମକର ମେଳା

ବାଲେଶ୍ୱର (ଭିଓଭି)୧୫/୧ ; - ରେମୁଣା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଦୁର୍ଗାଦେବୀ ପଞ୍ଚାୟତରେ ଆୟୋଜିତ ଦୁର୍ଗାଦେବୀ ମକର ମେଳା ମହୋତ୍ସବ ଆରମ୍ଭ ହୋଇଛି । ମୁଖ୍ୟ ଅତିଥି ଭାବେ ବିଧାୟକ ତଥା ସରକାରୀ ଉପମୁଖ୍ୟ ସଚେତକ ଶ୍ରୀଯୁକ୍ତ ଗୋବିନ୍ଦ ଚନ୍ଦ୍ର ଦାସ...

Read more

ମହିଳା ଅଧିକାର ଉପରେ ଏକ ଦିବସୀୟ ତାଲିମ କାର୍ଯ୍ୟକ୍ରମ”

ମହିଳା ଅଧିକାର ଉପରେ ଏକ ଦିବସୀୟ ତାଲିମ କାର୍ଯ୍ୟକ୍ରମ”

ବାଲେଶ୍ୱର (ଭିଓଭି) ୧୫/୧ ; - ଆଜି ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ପରିସରରେ ମହିଳାଙ୍କ ଅଧିକାର ଏବଂ ନିର୍ଯାତନା ସଚେତନତା ଉପରେ ଏକ ଦିବସୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲାର ବରିଷ୍ଠ ଆଇନଜୀବୀ ଙ୍କ ସମେତ ରେମୁଣା...

Read more

ଉତ୍କଳ ବିଶ୍ୱବିଦ୍ୟାଳୟ ହକି ଦଳରେ ରଣପୁରର ୫ଜଣ ଖେଳାଳି ସ୍ଥାନ ପାଇଲେ

ଉତ୍କଳ ବିଶ୍ୱବିଦ୍ୟାଳୟ ହକି ଦଳରେ ରଣପୁରର ୫ଜଣ ଖେଳାଳି ସ୍ଥାନ ପାଇଲେ

ରାଉରକେଲା ଠାରେ ଚାଲିଥିବା ଇଷ୍ଟ ଜୋନ୍ ବିଶ୍ୱବିଦ୍ୟାଳୟ ସ୍ତରୀୟ ହକି ପ୍ରତିଯୋଗିତା ରେ ଉତ୍କଳବିଶ୍ୱବିଦ୍ୟାଳୟ ଦଳରେ ରଣପୁରର ୫ଜଣ ଖେଳାଳି ନିଜର ସ୍ଥାନ ପକ୍କା କରିଛନ୍ତି, ହାପି ମାଝୀ, ସିବୁନି ବାରିକ, ବାଦଲ ପଟ୍ଟଶାଣି, ଜ୍ଞାନଜିତ ବେହେରା, ହାପି ମାଝୀ, ଝୁମର...

Read more
Page 115 of 497 1 114 115 116 497

Welcome Back!

Login to your account below

Create New Account!

Fill the forms bellow to register

Retrieve your password

Please enter your username or email address to reset your password.