ରଣପୁର, ୦୯/୦୧ : ସଂସ୍କୃତି, କଳା ଓ ସୃଜନଶୀଳତାର ମହାମିଳନ ଭାବେ ପରିଚିତ ରଣପୁର ମହୋତ୍ସବ ‘ଅର୍ଜୁନ–୨୦୨୬’ ଆଜି ଭବ୍ୟ ଓ ଆନନ୍ଦମୟ ପରିବେଶରେ ଉଦଯାପିତ ହୋଇଯାଇଛି। ଉଦଯାପନୀ ସଭାରେ ରାଜ୍ୟର ବିଭିନ୍ନ କ୍ଷେତ୍ରର ପ୍ରମୁଖ ବ୍ୟକ୍ତିତ୍ୱମାନଙ୍କ ଉପସ୍ଥିତି ମହୋତ୍ସବର ମର୍ଯ୍ୟାଦାକୁ...
Read moreନୂଆଦିଲ୍ଲୀ: ଟ୍ରମ୍ପଙ୍କୁ ଘାରିଛି ନୋବେଲ ନିଶା । ପୁଣି ଭାରତ-ପାକିସ୍ତାନ ଯୁଦ୍ଧ ବନ୍ଦ ଶ୍ରେୟ ନେଲେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ । କହିଲେ ଭାରତ-ପାକିସ୍ତାନ ସମେତ ମୁଁ ୮ଟି ଯୁଦ୍ଧ ବନ୍ଦ କରିଛି । ଏଣୁ ମୋତେ ନୋବେଲ ଶାନ୍ତି ପୁରସ୍କାର...
Read moreଭୁବନେଶ୍ଵର : ମୃତ ବ୍ୟକ୍ତିଙ୍କ ନାଁରେ ରାସନ ଉଠାଇଲେ ଏଣିକି କଡ଼ା କାର୍ଯ୍ୟାନୁଷ୍ଠାନ ହେବ । ରାସନ କାର୍ଡରେ ଥିବା ସଦସ୍ୟଙ୍କ ମୃତ୍ୟୁ ସଂପର୍କିତ ତଥ୍ୟ ଲୁଚାଇ ପିଡିଏସ ସାମଗ୍ରୀ ଉଠାଇଲେ ଦେଢଗୁଣା ଅର୍ଥ ଆଦାୟ କରାଯିବ । ସଂପୃକ୍ତ ବ୍ୟକ୍ତିଙ୍କ ମୃତ୍ୟୁ...
Read moreଭୁବନେଶ୍ୱର : ରାଜ୍ୟରେ ପ୍ରବଳ ଶୀତ । ରାଜଧାନୀର ଶୀତୁଆ ରାତିରେ ଖୋଲା ଆକାଶ ତଳେ ଶୀତ କାକରରେ ପଡି ରହିଛନ୍ତି ଜେଇ ପରୀକ୍ଷର୍ଥୀ। CTSRE–2024 କନିଷ୍ଠ ଯନ୍ତ୍ରୀ ନିଯୁକ୍ତି ପ୍ରକ୍ରିୟା ଏପର୍ଯ୍ୟନ୍ତ ଅଟକି ରହିଛି । OSSC ଦ୍ୱାରା ଜେଇ ପ୍ରିଲିମିନାରୀ...
Read moreଭୁବନେଶ୍ବର: ମଝି ରାସ୍ତାରେ ଜଳିଗଲା ଆମ ବସ୍ । ଭୁବନେଶ୍ବର କଳିଙ୍ଗ ଷ୍ଟୁଡିଓ ଛକରେ ଘଟିଛି ଏ ଅଘଟଣ । ପୋଲିସ ପହଞ୍ଚି ବସରେ ଥିବା ଯାତ୍ରୀମାନଙ୍କୁ ଉଦ୍ଧାର କରିଛି । ସର୍ଟିସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ଅଗ୍ନିଶମବାହିନୀ...
Read moreନୂଆଦିଲ୍ଲୀ: ଏବେ ଗ୍ରୀନଲ୍ୟାଣ୍ଡ ଦଖଲ କରିବ ଆମେରିକା । ଭେନେଜୁଏଲା ପରେ ଏବେ ଗ୍ରୀନଲ୍ୟାଣ୍ଡ ଉପରେ ଆମେରିକାର ନଜର । ଆମେରିକା ଉପ-ରାଷ୍ଟ୍ରପତି ଜେଡି ଭାନ୍ସ କହିଛନ୍ତି, ଆଗାମୀ ସପ୍ତାହରେ ବୈଦେଶିକ ସଚିବ ରୁବିଓ ଡେନମାର୍କ ଏବଂ ଗ୍ରୀନଲ୍ୟାଣ୍ଡ ନେତାମାନଙ୍କୁ ଭେଟିବେ । ...
Read moreନୂଆଦିଲ୍ଲୀ : ଇରାନର ସୁପ୍ରିମ ଲିଡର ଆୟାତୋଲ୍ଲା ଅଲି ଖାମନେଇଙ୍କ ବିରୋଧରେ ପ୍ରତିବାଦ ତୀବ୍ର ହେବାରେ ଲାଗିଛି । ରାଜଧାନୀ ତେହେରାନରେ ସରକାରୀ କାର୍ଯ୍ୟାଳୟ ଗୁଡ଼ିକ ଉପରେ ଆକ୍ରମଣ ହେଉଛି । ବିଦ୍ରୋହୀମାନେ ସୈନିକମାନଙ୍କୁ ଘେରି ରହିବା ସହ ଛୁରାମାଡ କରୁଛନ୍ତି ।...
Read moreନୂଆଦିଲ୍ଲୀ/ଭୁବନେଶ୍ୱର : ଓଡ଼ିଶାରେ ଶିକ୍ଷା କ୍ଷେତ୍ରର ବିକାଶ ଏବଂ ଜାତୀୟ ଶିକ୍ଷା ନୀତିର ସଫଳ ରୂପାୟନ ନେଇ ଗୁରୁବାର କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଓଡ଼ିଶାର ସ୍କୁଲ ଓ ଗଣ ଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ମଧ୍ୟରେ ଏକ ବୈଠକ...
Read moreଭୁବନେଶ୍ବର: ଓଡ଼ିଶାରେ ୭ ନୂଆ ପ୍ରକଳ୍ପକୁ ସରକାରଙ୍କ ମଞ୍ଜୁରୀ । ୫୫ହଜାର ୭୮୩ କୋଟି ଟଙ୍କାର ୭ଟି ପ୍ରକଳ୍ପକୁ ମିଳିଛି ମଞ୍ଜୁରୀ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ୪୩ତମ ଉଚ୍ଚସ୍ତରୀୟ କ୍ଲିୟରାନସ ଅଥରିଟି ବୈଠକରେ ଏହାକୁ ଅନୁମୋଦନ ମିଳିଛି...
Read moreକଣ୍ଟାମାଳ: ୫୭ ନମ୍ବର ଜାତୀୟ ରାଜପଧ କଡ଼ରେ ଥିବା ଘର ସମ୍ମୁଖରେ ପିଟି ହେଲା ଯାତ୍ରୀବାହି ବସ୍ । ମନମୁଣ୍ଡା ଥାନା ବାସୁଦେବପାଲି ଠାରେ ଦୁର୍ଘଟଣା । ଜୟ ଭୋଲେ ନାମକ ଯାତ୍ରୀବାହୀ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣାରେ ଅଳ୍ପକେ ବର୍ତ୍ତିଲେ...
Read moreCopyright © 2023.