ସମସ୍ୟା

ରାଜ୍ୟରେ ଚଳିତ ବର୍ଷ ବଜ୍ରାଘାତରେ ଯାଇଛି ୯୨ ଜଣଙ୍କ ଜୀବନ, ବିଧାନସଭାରେ ମନ୍ତ୍ରୀଙ୍କ ଉତ୍ତର

ରାଜ୍ୟରେ ଚଳିତ ବର୍ଷ ବଜ୍ରାଘାତରେ ଯାଇଛି ୯୨ ଜଣଙ୍କ ଜୀବନ, ବିଧାନସଭାରେ ମନ୍ତ୍ରୀଙ୍କ ଉତ୍ତର

ଭୁବନେଶ୍ୱର: ରାଜ୍ୟରେ ଚଳିତ ବର୍ଷ ବଜ୍ରାଘାତରେ ୯୨ ଜଣଙ୍କ ଜୀବନ ଯାଇଛି । ବରଗଡ଼ରେ ସର୍ବାଧିକ ୧୦ ଜଣ, କୋରାପୁଟରେ ୮, କେନ୍ଦୁଝର ଓ ଅନୁଗୁଳରେ ୭ ଜଣ ଲେଖାଏ, ପୁରୀ, ବଲାଙ୍ଗୀର, ବାଲେଶ୍ବର, ଗଂଜାମ, ଝାରସୁଗୁଡ଼ା ଓ ନୂଆପଡ଼ାରେ ବଜ୍ରପାତରେ...

Read more

ସହଜ ହେଲା ପୁରୁଣା ଆପାର୍ଟମେଣ୍ଟ କିଣାବିକା, ୨୦୧୬ ପୂର୍ବରୁ ବିକ୍ରି ହୋଇଥିବା ଆପାର୍ଟମେଣ୍ଟ ପାଇଁ ଏବେ ନୂଆ କାଗଜପତ୍ର ଦରକାର ନାହିଁ

ସହଜ ହେଲା ପୁରୁଣା ଆପାର୍ଟମେଣ୍ଟ କିଣାବିକା, ୨୦୧୬ ପୂର୍ବରୁ ବିକ୍ରି ହୋଇଥିବା ଆପାର୍ଟମେଣ୍ଟ ପାଇଁ ଏବେ ନୂଆ କାଗଜପତ୍ର ଦରକାର ନାହିଁ

ଭୁବନେଶ୍ୱର : ସହଜ ହେଲା ପୁରୁଣା ଆପାର୍ଟମେଣ୍ଟ କିଣାବିକା । ଓଡ଼ିଶା ସରକାର ପୁରୁଣା ଆପାର୍ଟମେଣ୍ଟ ବିକ୍ରି ନିୟମକୁ ସହଜ କଲେ । ‘ଓଡ଼ିଶା ଆପାର୍ଟମେଣ୍ଟ ଆକ୍ଟ, ୨୦୨୩’ ଅଧୀନରେ ଥିବା କଠୋର ନିୟମକୁ କୋହଳ କରିଛନ୍ତି । ଗୃହ ଓ...

Read more

“ବ୍ଲକ ସ୍ତରୀୟ ବାଲ ବୈଜ୍ଞାନିକ ମେଳାରେ ପିଲାମାନଙ୍କ ନବ ଆବିଷ୍କାରର ଝଲକ”

“ବ୍ଲକ ସ୍ତରୀୟ ବାଲ ବୈଜ୍ଞାନିକ ମେଳାରେ ପିଲାମାନଙ୍କ ନବ ଆବିଷ୍କାରର ଝଲକ”

ରଣପୁର, ୦୩/୧୨ : ରଣପୁର ବ୍ଲକ ମଝିଆଖଣ୍ଡ ଉଚ୍ଚ ବିଦ୍ୟାଳୟରେ ବୁଧବାର ଦିନ ବ୍ଲକ ସ୍ତରୀୟ ବାଲ ବୈଜ୍ଞାନିକ ମେଳା ଉତ୍ସାହପୂର୍ଣ୍ଣ ପରିବେଶରେ ଆୟୋଜିତ ଉଦଯାପିତ ହୋଇଯାଇଛି | ଏହି କାର୍ଯ୍ୟକ୍ରମର ରଣପୁର ବ୍ଲକ ଶିକ୍ଷା ଅଧିକାରୀ ପିଣ୍ଟୁ କୁମାର ପ୍ରଧାନଙ୍କ...

Read more

ହାଇୱା ଧକ୍କାରେ କଲେଜ ଛାତ୍ର ମୃତ

ହାଇୱା ଧକ୍କାରେ କଲେଜ ଛାତ୍ର ମୃତ

ଧର୍ମଶାଳା ବ୍ଲକ୍ ଅନ୍ତର୍ଗତ ମହିସରା ଗ୍ରାମପଞ୍ଚାୟତର କୁରିକଣା ଗ୍ରାମ ଛକ ନିକଟରେ ହାଇୱା ଧକ୍କା ଦେବା ଦ୍ବାରା କଲେଜ ଛାତ୍ର ଜଣଙ୍କର ମୃତ୍ୟୁ ଘଟିଛି । ମୃତ ଘଟିଥିବା ଛାତ୍ରଟି ରମ୍ପେଇ ଗ୍ରାମର ବୋଲି ସୂଚନା ମିଳିଛି । ଘଟଣା ସ୍ଥଳରେ...

Read more

ଶ୍ରୀମନ୍ଦିର ଉପରେ ଶୁଭଙ୍କର ମିଶ୍ରାଙ୍କ ବିବାଦୀୟ ମନ୍ତବ୍ୟ, ଅଭିଯୋଗ ଆସିବା ପରେ ୟୁଟ୍ୟୁବ ଚ୍ୟାନେଲରେ କଲେ କ୍ଷମା ପ୍ରାର୍ଥନା

ଶ୍ରୀମନ୍ଦିର ଉପରେ ଶୁଭଙ୍କର ମିଶ୍ରାଙ୍କ ବିବାଦୀୟ ମନ୍ତବ୍ୟ, ଅଭିଯୋଗ ଆସିବା ପରେ ୟୁଟ୍ୟୁବ ଚ୍ୟାନେଲରେ କଲେ କ୍ଷମା ପ୍ରାର୍ଥନା

ଭୁବନେଶ୍ୱର: କ୍ଷମା ମାଗିଲେ ଶୁଭଙ୍କର ମିଶ୍ରା। ଶ୍ରୀମନ୍ଦିର ଉପରେ ଶୁଭଙ୍କର ମିଶ୍ରାଙ୍କ ବିବାଦୀୟ ମନ୍ତବ୍ୟ ପ୍ରସଙ୍ଗରେ ନିଜ ୟୁଟ୍ୟୁବ ଚ୍ୟାନେଲରେ କ୍ଷମା ପ୍ରାର୍ଥନା କଲେ ଶୁଭଙ୍କର। ଅଭିଯୋଗ ଆସିବା ପରେ ବିବାଦୀୟ ଭିଡିଓକୁ ନିଜ ୟୁଟ୍ୟୁବ ଚ୍ୟାନେଲରୁ ହଟାଇଦେଇଛନ୍ତି ଶୁଭଙ୍କର । ମୁଁ...

Read more

ଓଡିଶା ହସ୍ତତନ୍ତର ବ୍ରାଣ୍ଡ ଆମ୍ବାସଡର ଭାବେ ମାଧୁରୀ ଦୀକ୍ଷିତ ନେଇଛନ୍ତି ୧ କୋଟି ୬୦ ଲକ୍ଷ ଟଙ୍କା: ହସ୍ତତନ୍ତ ବୟନ ଶିଳ୍ପ ମନ୍ତ୍ରୀ

ଓଡିଶା ହସ୍ତତନ୍ତର ବ୍ରାଣ୍ଡ ଆମ୍ବାସଡର ଭାବେ ମାଧୁରୀ ଦୀକ୍ଷିତ ନେଇଛନ୍ତି ୧ କୋଟି ୬୦ ଲକ୍ଷ ଟଙ୍କା: ହସ୍ତତନ୍ତ ବୟନ ଶିଳ୍ପ ମନ୍ତ୍ରୀ

ଭୁବନେଶ୍ୱର : ଓଡିଶା ହସ୍ତତନ୍ତର ବ୍ରାଣ୍ଡ ଆମ୍ବାସଡର ଭାବେ ବଲିଉଡ ଅଭିନେତ୍ରୀ ମାଧୁରୀ ଦୀକ୍ଷିତ ନେଇଛନ୍ତି ୧ କୋଟି ୬୦ ଲକ୍ଷ ଟଙ୍କା । ଏନେଇ ଗୃହରେ ଉତ୍ତର ରଖିଛନ୍ତି ହସ୍ତତନ୍ତ ବୟନ ଶିଳ୍ପ ମନ୍ତ୍ରୀ । ଯିବା ଆସିବା ଫ୍ଲାଇଟ୍ ଟିକେଟ,...

Read more

ଜୁଆ ଖେଳ ପାଇଁ ଆଉ ଜେଲ ଯିବାକୁ ପଡ଼ିବନି, ଜରିମାନା ଦେଇ ଖସିଯିବେ ଜୁଆଡି !

ଜୁଆ ଖେଳ ପାଇଁ ଆଉ ଜେଲ ଯିବାକୁ ପଡ଼ିବନି, ଜରିମାନା ଦେଇ ଖସିଯିବେ ଜୁଆଡି !

ଭୁବନେଶ୍ୱର : ରାଜ୍ୟରେ ‌ଜୁଆ ଖେଳିକି ଧରାପଡ଼ିଲେ ଆଉ ଜେଲ୍‌ ଯିବାକୁ ପଡ଼ିବନି । କେବଳ ଜରିମାନା ଦେଇଦେ‌ଲେ ସରକାର ଜୁଆ ଖେଳିବାଜନିତ ଅପରାଧକୁ ମାଫ୍ କରିଦେବେ । ଗତକାଲି ବିଧାନସଭାରେ ଓଡିଶା ଜନ ବିଶ୍ୱାସ ବିଲ୍ ପାରିତ ହୋଇଛି । ଏହି...

Read more

ଉଦଘାଟିତ ହୋଇଛି ୩୬ତମ କୋଣାର୍କ ଉତ୍ସବ ୨୦୨୫ ଏବଂ ୧୫ତମ ଅନ୍ତର୍ଜାତୀୟ ବାଲୁକା କଳା ମହୋତ୍ସବ ୨୦୨୫

ଉଦଘାଟିତ ହୋଇଛି ୩୬ତମ କୋଣାର୍କ ଉତ୍ସବ ୨୦୨୫ ଏବଂ ୧୫ତମ ଅନ୍ତର୍ଜାତୀୟ ବାଲୁକା କଳା ମହୋତ୍ସବ ୨୦୨୫

ରାଜ୍ୟ ପର୍ଯ୍ୟଟନ ବିଭାଗ ଆନୁକୁଲ୍ୟରେ ତଥା ସଙ୍ଗୀତ ନାଟକ ଏକାଡେମୀ ଓ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମର ମିଳିତ ଉଦ୍ୟମରେ କୋଣାର୍କ ଠାରେ ଏହି ମହୋତ୍ସବ ଉଦଘାଟିତ ହୋଇଛି । ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଯୋଗ ଦେଇ...

Read more

ସମୁଦ୍ର ଆଁରେ ଉପକୂଳ ଜିଲ୍ଲାର ୪୬ ଗାଁ: ଗଣେଶ ରାମ ସିଂ ଖୁଣ୍ଟିଆ

ସମୁଦ୍ର ଆଁରେ ଉପକୂଳ ଜିଲ୍ଲାର ୪୬ ଗାଁ: ଗଣେଶ ରାମ ସିଂ ଖୁଣ୍ଟିଆ

ଭୁବନେଶ୍ଵର: ରାଜ୍ୟର ଉପକୂଳ ଜିଲ୍ଲାର ଅନେକ ଗାଁ ସମୁଦ୍ର ଜୁଆର ଦ୍ୱାରା ପ୍ରଭାବିତ ହୋଇଛି। ସମୁଦ୍ର ମାଡ଼ି ଆସିବାରୁ ପ୍ରଭାବିତ ହୋଇଛନ୍ତି ରାଜ୍ୟର ୬ଟି ଉପକୂଳବର୍ତ୍ତୀ ଜିଲ୍ଲା । ସମୁଦ୍ର ଆଁରେ ଉପକୂଳ ଜିଲ୍ଲାର ୪୬ ଗାଁ । ଆଜି ଜଙ୍ଗଲ,...

Read more

ବଦଳିଲା ନାମ, ଏବେ ସେବାତୀର୍ଥ ନାମରେ ଜଣାଯିବ PMO

ବଦଳିଲା ନାମ, ଏବେ ସେବାତୀର୍ଥ ନାମରେ ଜଣାଯିବ PMO

ନୂଆଦିଲ୍ଲୀ : ବଦଳିଲା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ନାମ । ଏବେ ଏହାକୁ ସେବାତୀର୍ଥ ନାମରେ ଜଣାଯିବ । ଏହାର ଉଦ୍ଦେଶ୍ୟ ଶାସନରେ ସେବାର ଭାବନକୁ ବଢାଇବା । ଏହି ପରିବର୍ତ୍ତନ କେବଳ ଗୋଟିଏ ନୁହେଁ, ଦେଶର ଅନେକ ସରକାରୀ ଭବନ ଏବଂ...

Read more
Page 141 of 497 1 140 141 142 497

Welcome Back!

Login to your account below

Create New Account!

Fill the forms bellow to register

Retrieve your password

Please enter your username or email address to reset your password.