୧୧ ମାସରେ ଆସିଲା ହାମ୍ପି ହରର ରାୟ । ଓଡ଼ିଆ ଯୁବକଙ୍କ ହତ୍ୟାକାରୀଙ୍କୁ ମିଳିଲା ମୃତ୍ୟୁ ଦଣ୍ଡ । ୨ ଜଣ ଯୁବତୀଙ୍କୁ ଗଣ ଦୁଷ୍କର୍ମ ଓ ଜଣଙ୍କୁ ହତ୍ୟା ମାମଲାରେ ୩ ଜଣଙ୍କୁ ମୃତ୍ୟୁଦଣ୍ଡ ମିଳିଛି । କର୍ଣ୍ଣାଟକର ସେସନ୍ସ...
Read moreନୂଆଦିଲ୍ଲୀ: ସୋମବାର ଦିନ ସୁପ୍ରିମ୍ କୋର୍ଟ ପ୍ରେମ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ସମ୍ବନ୍ଧୀୟ ଏକ ମାମଲାରେ ଜାମିନ୍ ଆବେଦନ ଶୁଣାଣି କରି କଠୋର ମତାମତ ଦେଇଛନ୍ତି। ଜଷ୍ଟିସ୍ ବି.ଭି. ନାଗରତ୍ନା ଓ ଜଷ୍ଟିସ୍ ଉଜ୍ଜ୍ୱଳ ଭୁୟାଁଙ୍କୁ ନେଇ ଗଠିତ ବେଞ୍ଚ ଜଣେ ଅଭିଯୁକ୍ତଙ୍କ...
Read moreଭୁବନେଶ୍ବର: ରାଜଧାନୀରେ ପୁଣି ମାଡ଼ିଗଲା ଆମ ବସ । ଯାହା ଫଳରେ ଚାଳକ ଆହତ । ଜନପଥରେ ଦୁର୍ଘଟଣା ପରେ ଉତ୍ତ୍ୟକ୍ତ ଲୋକ ବସ ଭଙ୍ଗାରୁଜା କରିଥିଲେ । ଲୋକଙ୍କୁ ଘଉଡ଼ାଇବା ପାଇଁ ପୋଲିସକୁ ମୃଦୁ ଲାଠିଚାଳନା କରିବାକୁ ପଡ଼ିଥିଲା । ଭଙ୍ଗାରୁଜା...
Read moreକାକଟପୁର: ମାର୍ଚ୍ଚ ୮ ତାରିଖରେ ଏକ କୋଟି ମହିଳାଙ୍କୁ ମିଳିବ ସୁଭଦ୍ରାର ଚତୁର୍ଥ କିସ୍ତି ଟଙ୍କା । ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଓଡ଼ିଶାର ଏକ କୋଟି ମହିଳାଙ୍କୁ ମାର୍ଚ୍ଚ ୮ ତାରିଖ ବିଶ୍ବ ମହିଳା ଦିବସରେ ମିଳିବ ସୁଭଦ୍ରାର...
Read moreନୂଆଦିଲ୍ଲୀ : ଦିଲ୍ଲୀ ହାଇକୋର୍ଟରୁ ରାଜପାଲ ଯାଦବଙ୍କୁ ମିଳିଲା ଜାମିନ । ହାଇକୋର୍ଟ ରାଜପାଲ ଯାଦବଙ୍କ ଓକିଲଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ପାଇଁ ୧.୫ କୋଟି ଟଙ୍କାର ଡିମାଣ୍ଡ ଡ୍ରାଫ୍ଟ ଦାଖଲ କରିବାକୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସମୟ ଦେଇଥିଲେ । ଏହି ସମୟ...
Read moreଭୁବନେଶ୍ୱର : ଏଥର ବିଧାନସଭା ଜଗିବେ ବ୍ଲାକ କମାଣ୍ଡୋ । ଚଳିତ ବଜେଟ୍ ଅଧିବେଶନ ବେଳେ କଡ଼ା ସୁରକ୍ଷା ବଳୟରେ ରହିବ ବିଧାନସଭା । ତ୍ରିସ୍ତରିୟ ସୁରକ୍ଷା ବ୍ୟବସ୍ଥା ହୋଇଛି । ଜଗିବେ ୩୪ ପ୍ଲାଟୁନ ପୋଲିସ ଫୋର୍ସ । ଗୋଟିଏ ସ୍ପେସାଲ୍...
Read moreଭୁବନେଶ୍ୱର : ୨୦୨୬-୨୭ରେ ୩.୨୦ ଲକ୍ଷ କୋଟି ଛୁଇଁପାରେ ବଜେଟ୍ ବ୍ୟୟ ବରାଦ । ନିଯୁକ୍ତି ଓ ଭିତ୍ତିଭୂମି ଉପରେ ରହିବ ନଜର । କାଲି ଓଡ଼ିଶା ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ହେଉଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଫେବ୍ରୁଆରୀ ୨୦ରେ...
Read moreଭୁବନେଶ୍ୱର : ଆସନ୍ତାକାଲିଠୁ ଆରମ୍ଭ ହେବାକୁ ଯାଉଛି CBSE ଦଶମ ଓ ଦ୍ବାଦଶ ପରୀକ୍ଷା । ସ୍କୁଲ, ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ପାଇଁ CBSE ପକ୍ଷରୁ ଆଡଭାଇଜରୀ । ସକାଳ ୧୦ଟା ପୂର୍ବରୁ ପରୀକ୍ଷାକେନ୍ଦ୍ରରେ ପହଞ୍ଚିବାକୁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦିଆଯାଇଛି । ୧୦ଟା...
Read moreପୁରୀ ଜିଲ୍ଲା ବିଜୁ ଜନତା ଦଳ ତରଫରୁ ବିଭିନ୍ନ ଜିଲ୍ଲା ମହିଳା ସଭାପତି ଏବଂ କାର୍ଯ୍ୟକାରୀ ସଭାପତି ବିଧୂବଦ୍ଧ ଭାବେ ଶଙ୍ଖ ଭବନ ତରଫରୁ ପ୍ରକାଶ ପାଇଛି। ସେହିପରି ପୁରୀ ପୁରୀ ଜିଲ୍ଲା ମହିଳା ସଭାପତି ଭାବେ ନାରୀନେତ୍ରୀ-କସ୍ତୁରୀବାଳା ସ୍ୱାଇଁଙ୍କୁ ମନୋନୀତ...
Read moreକଟକ, ସେକେଣ୍ଡାରୀ ବୋର୍ଡ଼ ହାଇସ୍କୁଲର ପୁରାତନ ଛାତ୍ର ସଂସଦ ଆନୁକୂଲ୍ୟରେ ଛାତ୍ରଛାତ୍ରୀମାନଙ୍କ ସର୍ବାଙ୍ଗୀନ ବିକାଶରେ ଯୋଗାଭ୍ୟାସ ସମ୍ବନ୍ଧୀୟ ଏକ ପ୍ରେରଣାଦାୟୀ କର୍ମଶାଳା ବିଦ୍ୟାଳୟର ୧୯୮୬ ମସିହା ବ୍ୟାଚ ଦ୍ଵାରା ଆୟୋଜିତ ହୋଇଯାଇଛି। କର୍ମଶାଳାକୁ ଉଦଘାଟନ କରି ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅଶୋକ...
Read moreCopyright © 2023.