ସମସ୍ୟା

ପୁଣି ଶିମିଳିପାଳକୁ ଆସିବ ମହାବଳ

ପୁଣି ଶିମିଳିପାଳକୁ ଆସିବ ମହାବଳ

ଭୁବନେଶ୍ୱର: ଶିମିଳିପାଳକୁ  ଦ୍ୱିତୀୟ ପର୍ୟ୍ୟାୟ ବାଘୁଣୀକୁ ଆଣିବା ପ୍ରକିୟା ଆରମ୍ଭ ହୋଇଛି। ଏଥିପାଇଁ ଏକ ୧୦ ଜଣିଆ ସ୍ୱତନ୍ତ୍ର ଟିମ ମହାରାଷ୍ଟ୍ର ଯାଇଛି। ସେମାନେ ତଡବା ଜଙ୍ଗଲରେ ରହି ମହାବଳର ଅନୁଧ୍ୟାନ କରିବେ। ଆସନ୍ତା ସପ୍ତାହରେ ମହାବଳ ବାଘୁଣୀକୁ ଶିମିଳିପାଳ ଅଣାଯିବ...

Read more

ସବୁ ବ୍ଲକରେ ହେବ ଗ୍ରାମ୍ୟ ନ୍ୟାୟାଳୟ: ଆଇନ ମନ୍ତ୍ରୀ

ସବୁ ବ୍ଲକରେ ହେବ ଗ୍ରାମ୍ୟ ନ୍ୟାୟାଳୟ: ଆଇନ ମନ୍ତ୍ରୀ

ଭୁବନେଶ୍ୱର: ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ସବୁ ବ୍ଲକରେ ହେବ ଗ୍ରାମ୍ୟ ନ୍ୟାୟାଳୟ। ରାଜ୍ୟର ସବୁ ବ୍ଲକରେ ହେବ ଗ୍ରାମ୍ୟ ନ୍ୟାୟାଳୟ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। ଲୋକଙ୍କ ଘର ପାଖରେ ପହଞ୍ଚିବ ନ୍ୟାୟାଳୟ।...

Read more

ନୂଆ ବର୍ଷରୁ ଚାଉଳ ସହ ଗହମ:ମନ୍ତ୍ରୀ

ନୂଆ ବର୍ଷରୁ ଚାଉଳ ସହ ଗହମ:ମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତା ବର୍ଷରୁ  ଚାଉଳ ସହ ଗହମ ମିଳିବ । ଜାନୁଆରୀ ପ୍ରଥମ ସପ୍ତାହରୁ ହିତାଧିକାରୀଙ୍କୁ ଚାଉଳ ସହ ଗହମ ମିଳିବ । ଏନେଇ ଗୁରୁବାର ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି । ସେ କହିଛନ୍ତି...

Read more

ଝୁଲନ୍ତା ଅବସ୍ଥାରେ ଛାତ୍ରୀଙ୍କ ମୃତଦେହ ଉଦ୍ଧାର

ଝୁଲନ୍ତା ଅବସ୍ଥାରେ ଛାତ୍ରୀଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ବର : ରାଜଧାନୀର ଏକ ମେଡିକାଲ କୋଚିଂ ସେଣ୍ଟର ହଷ୍ଟେଲରୁ ମିଳିଲା ଛାତ୍ରୀଙ୍କ ମୃତଦେହ। ଝୁଲନ୍ତା ଅବସ୍ଥାରେ ଛାତ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଭୁବନେଶ୍ବରର ପଟିଆ ସ୍ଥିତ ଏକ ହଷ୍ଟେଲରୁ ମୃତଦେହ ଉଦ୍ଧାର କରିଛି ପୁଲିସ। ମୃତ ଛାତ୍ରୀଙ୍କ ନାଁ କଲ୍ୟାଣି...

Read more

ଖୁବ୍‌ ଶୀଘ୍ର କାର୍ଯ୍ୟକାରୀ ହେବ ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା’

ଖୁବ୍‌ ଶୀଘ୍ର କାର୍ଯ୍ୟକାରୀ ହେବ ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା’

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ  ଲୋକସେବା ଭବନରେ ପ୍ରାଥମିକ ଶିକ୍ଷାର ଉନ୍ନତିକରଣ ପାଇଁ ବିଭିନ୍ନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରିଛନ୍ତି। ବୈଠକରୁ ଜଣାଯାଇଛି ଯେ, ରାଜ୍ୟରେ ଖୁବ୍ ଶୀଘ୍ର ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା’ର ଶୁଭାରମ୍ଭ କରାଯିବ।...

Read more

ସୁନନ୍ଦା ଧରିଲେ ପଦ୍ମ

ସୁନନ୍ଦା ଧରିଲେ ପଦ୍ମ

ଭୁବନେଶ୍ୱର: ନିକଟରେ ବିଜେଡିକୁ ବାଏ ବାଏ କରିଥିବା ବରୀର ପୂର୍ବତନ ବିଧାୟକ ସୁନନ୍ଦା ଦାସ ବୁଧବାର ବିଜେପିରେ ସାମିଲ ହୋଇଛନ୍ତି । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ସୁନନ୍ଦା ବିଧିବଦ୍ଧଭାବେ ପଦ୍ମ ଶିବିରରେ ସାମିଲ ହୋଇଛନ୍ତି । ରାଜ୍ୟ ବିଜେପି ସଭାପତି ମନମୋହନ...

Read more
Page 249 of 441 1 248 249 250 441

Welcome Back!

Login to your account below

Create New Account!

Fill the forms bellow to register

Retrieve your password

Please enter your username or email address to reset your password.