ସମସ୍ୟା

ବଢ଼ିଲା ସ୍ୱାଧୀନତା ସଂଗ୍ରାମୀଙ୍କ ଭତ୍ତା

ବଢ଼ିଲା ସ୍ୱାଧୀନତା ସଂଗ୍ରାମୀଙ୍କ ଭତ୍ତା

ଭୁବନେଶ୍ୱର: ରାଜ୍ୟ ସରକାର ଗୁରୁବାର ସ୍ୱାଧୀନତା ସଂଗ୍ରାମୀଙ୍କ ଭତ୍ତା ବୃଦ୍ଧି କରିଛନ୍ତି । କାରାବରଣ କରିଥିବା ସ୍ୱାଧୀନତା ସଂଗ୍ରାମୀଙ୍କ ପେନସନ ଦୁଇଗୁଣା କରିଛନ୍ତି ରାଜ୍ୟ ସରକାର । କାରାବରଣ କରିଥିଲେ ସ୍ୱାଧୀନତା ସଂଗ୍ରାମୀ ଏଣିକି ୧୦ ହଜାର ବଦଳରେ ୨୦ ହଜାର...

Read more

ଓଡ଼ିଶା ଆସିବେ ଆଉ ୩ ମହାବଳ

ଓଡ଼ିଶା ଆସିବେ ଆଉ ୩ ମହାବଳ

ଭୁବନେଶ୍ୱର: ଓଡ଼ିଶା ଆସିବେ ଆଉ ୩ ମହାବଳ । ଗୁରୁବାର ଏହି ସୂଚନା ଦେଇଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ।  ତାଙ୍କ ସୂଚନା ଅନୁସାରେ, ଓଡ଼ିଶାକୁ ଆଉ ୩ଟି ମହାବଳ ବାଘ ଆସିବେ ।...

Read more

ବଦଳିଲେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ

ବଦଳିଲେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ

ଭୁବନେଶ୍ୱର: ରାଜ୍ୟ ବିଜେପି ସରକାର ଗୁରୁବାର ଆଇଏଏସସ୍ତରରେ ଅଦଳବଦଳ କରିଛନ୍ତି । ତଦନୁସାରେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବ ବଦଳିଛନ୍ତି । ବର୍ତ୍ତମାନ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଥିବା ଅରିନ୍ଦମ ଡାକୁଆଙ୍କୁ ପୌର ପ୍ରଶାସକଭାବେ ବଦଳି କରାଯାଇଛି । ପୌର...

Read more

ଆସିବ ‘ଆଭା କାର୍ଡ’: ମନ୍ତ୍ରୀ

ଆସିବ ‘ଆଭା କାର୍ଡ’: ମନ୍ତ୍ରୀ

ଭୁବନେଶ୍ୱର: ଏଣିକି ଗୋଟିଏ କାର୍ଡରେ ରହିବ ରୋଗୀଙ୍କ ସମସ୍ତ ଡାଟା । ଖୁବଶୀଘ୍ର ରାଜ୍ୟ ସରକାର ଲାଗୁ କରିବେ ନ୍ୟାସନାଲ ଡିଜିଟାଲ ହେଲଥ ମିଶନ । ଗୁରୁବାର ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ତାଙ୍କ ସୂଚନା...

Read more

ଓଡ଼ିଶା ଫେରିଲା ଜିନ୍ନତ

ଓଡ଼ିଶା ଫେରିଲା ଜିନ୍ନତ

ଭୁବନେଶ୍ୱର: ଓଡ଼ିଶା ଫେରିଲା ବାଘୁଣୀ ଜିନ୍ନତ । ଏନଟିସିଏ  ଛାଟ ପରେ ପଶ୍ଚିମବଙ୍ଗ ଆଲିପୁର ଚିଡ଼ିଆଖାନାରୁ ବିଳମ୍ବିତ ରାତିରେ ଓଡ଼ିଶା ଫେରିଛି ଜିନ୍ନତ। ବନବିଭାଗ ପକ୍ଷରୁ ସ୍ବତନ୍ତ୍ର ଗାଡିରେ ପାଇଲଟିଂ କରି ଜିନ୍ନତକୁ ଓଡ଼ିଶା ଅଣାଯାଇଛି । ଓଡ଼ିଶାରେ ପହଞ୍ଚିବା ପରେ...

Read more

ଆସନ୍ତାକାଲି ଓଡ଼ିଶାରେ ପହଞ୍ଚିବ ଡବଲ ଡେକର ବସ୍

ଆସନ୍ତାକାଲି ଓଡ଼ିଶାରେ ପହଞ୍ଚିବ ଡବଲ ଡେକର ବସ୍

ଭୁବନେଶ୍ୱର: ଆସନ୍ତାକାଲି ଓଡ଼ିଶାରେ ପହଞ୍ଚିବ ଇଲେକ୍ଟ୍ରିକ ଡବଲ ଡେକର ବସ୍। ଏ ନେଇ ସୂଚନା ଦେଇଛନ୍ତି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ଦୁଇଟି ଇଲେକ୍ଟ୍ରିକ ଡବଲ ଡେକର ବସ୍‌ ମୁମ୍ବାଇରୁ ଭୁବନେଶ୍ୱର ଅଭିମୁଖେ ବାହାରି ସାରିଥିବା...

Read more

୩ରେ ନୂଆ ରାଜ୍ୟପାଳଙ୍କ ଶପଥ ଗ୍ରହଣ

୩ରେ ନୂଆ ରାଜ୍ୟପାଳଙ୍କ ଶପଥ ଗ୍ରହଣ

ଭୁବନେଶ୍ୱର: ଓଡ଼ିଶାର ନୂଆ ରାଜ୍ୟପାଳ ହରି ବାବୁ କମ୍ଭମପତି ଆସନ୍ତାକାଲି ଓଡ଼ିଶା ଆସିବେ ବୋଲି ଜଣାଯାଇଛି । ସେ ଆସନ୍ତାକାଲି ଓଡ଼ିଶାରେ ପହଞ୍ଚିବା ପରେ ପୁରୀ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ । ଆସନ୍ତା ୩ ତାରିଖରେ ସେ ଶପଥ...

Read more

କଥାରେ ନୁହେଁ, କାମରେ କରି ଦେଖାଇବୁ: ପ୍ରଭାତୀ

କଥାରେ ନୁହେଁ, କାମରେ କରି ଦେଖାଇବୁ: ପ୍ରଭାତୀ

ଭୁବନେଶ୍ୱର: ୨୦୨୫ରେ ଉକ୍ରର୍ଷ ଓଡ଼ିଶାର ମୂଳଦୁଆ ପଡ଼ିବ । କଥାରେ ନୁହେଁ, କାମରେ କରି ଦେଖାଇବୁ । ବୁଧବାର ଏଭଳି ଦୃଢେ଼ାକ୍ତି ପ୍ରକାଶ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସେ କହିଛନ୍ତି ଯେ ଓଡ଼ିଶା ଟୁରିଜିମ ହବ ହେବ ।...

Read more
Page 266 of 500 1 265 266 267 500

Welcome Back!

Login to your account below

Create New Account!

Fill the forms bellow to register

Retrieve your password

Please enter your username or email address to reset your password.