ଭୁବନେଶ୍ଵର: ଜିଏସଟି ଫେରସ୍ତ କରିବା ବଦଳରେ ଜନୈକ ଅଭିଯୋଗକାରୀଙ୍କଠାରୁ ୧୫,୦୦୦/- ଟଙ୍କା ଲାଞ୍ଚ ନେଉଥିବା ବେଳେ ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁର କେନ୍ଦ୍ରୀୟ ଜିଏସଟି ଏବଂ କେନ୍ଦ୍ରୀୟ ଅବକାରୀ ଅଧୀକ୍ଷକ ମନୋଜ କୁମାର ସୁବୁଦ୍ଧିଙ୍କୁ ସିବିଆଇ ଗିରଫ କରିଛି। ବ୍ରହ୍ମପୁରର କେନ୍ଦ୍ରୀୟ ଜିଏସଟି...
Read moreନୂଆଦିଲ୍ଲୀ: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ସ୍ୱାସ୍ଥ୍ୟ ହଠାତ୍ ଖରାପ ହୋଇଯାଇଥିଲା, ଯାହା ପରେ ତାଙ୍କୁ ଦିଲ୍ଲୀ ଏମ୍ସର ନ୍ୟୁରୋ ସର୍ଜରୀ ବିଭାଗରେ ଭର୍ତ୍ତି କରାଯାଇଥିଲା। ସୂଚନାନୁସାରେ, ପିଠି ଯନ୍ତ୍ରଣା ଅଭିଯୋଗ କରିବା ପରେ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା। ବର୍ତ୍ତମାନ...
Read moreଭୁବନେଶ୍ବର: ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ଥାନା ତାରତୋଲଠାରେ ଆଜି ସକାଳେ ମହାନଦୀକୁ ଜଣେ ଯୁବତୀ ଡେଇଁ ପଡ଼ିଥିବା ସୂଚନା ମିଳିଛି। ୨ଟି ବୋଟ୍ରେ ଅଗ୍ନିଶମ କର୍ମଚାରୀ ପ୍ରାୟ ୩ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲା ଖୋଜାଖୋଜି କରୁଥିଲେ ବି ଯୁବତୀଙ୍କ ପତ୍ତା...
Read moreଭୁବନେଶ୍ୱର: ଭୁବନେଶ୍ବର: ଆଡ଼ପ ପହଣ୍ଡି ବେଳେ ବଡ଼ ଠାକୁର ବଳଭଦ୍ର ପଡିଯିବା ଜଗନ୍ନାଥ ପ୍ରେମୀଙ୍କ ଭାବାବେଗକୁ ଗଭୀର ଆଘାତ ଦେଇଛି । ବିଶ୍ବର ସମସ୍ତ ଜଗନ୍ନାଥପ୍ରେମୀ ମର୍ମାହତ, ଦୁଃଖିତ ଏବଂ ଲଜ୍ଜିତ । ଘଟଣାକୁ ନେଇ ଉପମୁଖ୍ୟମନ୍ତ୍ରୀ ଏବଂ ଆଇନମନ୍ତ୍ରୀ ଦେଇଥିବା...
Read moreଭୁବନେଶ୍ବର: ଗଜପତି ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ବିରେନ୍ଦ୍ର କୁମାର ଦାଶଙ୍କ ହୃଦଘାତରେ ଗତକାଲି ବିଳମ୍ବିତ ରାତିରେ ପରଲୋକ ଘଟିଛି। ନିର୍ବାଚନ ପ୍ରକ୍ରିୟା ସୁରୁଖୁରୁରେ ସମାପନକୁ ନେଇ ଗତକାଲି ସନ୍ଧ୍ୟାରେ ପାରଳାଖେମୁଣ୍ଡି ବୃନ୍ଦାବନ ପ୍ୟାଲେସ ପରିସରରେ ଜିଲ୍ଲା ପ୍ରଶାସନର ସମସ୍ତ ଅଧିକାରୀ...
Read moreପୁରୀ(ଭିଓଭି): ଚନ୍ଦନପୁର ନିକଟସ୍ଥ ତୁଳସୀ ଚଉରା ଗ୍ରାମରେ ସନ୍ଥ ତୁଳସୀ ଦାସ ଜୀଙ୍କ ଏକ ଭବ୍ୟ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି । ଚିତ୍ରକୂଟ ତୁଳସୀ ପୀଠଧୀଶ୍ୱର ଜଗତଗୁରୁ ରାମନନ୍ଦାଚାର୍ଯ୍ୟ ଏବଂ ପଦ୍ମ ବିଭୂଷଣ ରାମଭଦ୍ରାଚାର୍ଯ୍ୟ ଙ୍କ କରକମଳରେ ଏହି ପ୍ରତିମୂର୍ତ୍ତି ସ୍ଥାପନ...
Read moreଭୁବନେଶ୍ବର: ରାଜ୍ୟରେ ବିଜେପି ସରକାର ଗଠନ କରିବା ପରେ ପ୍ରଥମ ଥର ପାଇଁ ଆଇଏଏସସ୍ତରରେ ପ୍ରଥମ ଥର ଲାଗି ଅଦଳବଦଳ କରିଛି। ବିଜେଡି ସରକାରରେ ଦୀର୍ଘ ଦିନ ପର୍ଯ୍ୟନ୍ତ ଗୋଟିଏ ପଦବୀରେ ଥିବା ଅନେକ ଅଧିକାରୀଙ୍କୁ ବଦଳି କରାଯାଇଛି। ବରିଷ୍ଠ ଅଧିକାରୀ...
Read moreଭୁବନେଶ୍ୱର: ଆଜି ରାଜ୍ୟସ୍ତରୀୟ ସିଙ୍ଗଲ ଉଇଣ୍ଡୋ କ୍ଳିଅରାନସ ଅଥରିଟି ବୈଠକରେ ୨୬ଟି ପ୍ରକଳ୍ପକୁ ଅନୁମୋଦନ ମିଳିଛି । ଏହି ପ୍ରକଳ୍ପଗୁଡ଼ିକରେ ୫୯୯୨.୯୨ କୋଟି ଟଙ୍କା ବ୍ୟୟରେ ହେବ । ଏହା ଦ୍ୱାରା ୧୯ ହଜାର ୩୬୪ ସମ୍ଭାବ୍ୟ ନିଯୁକ୍ତି ସୁଯୋଗ ସୃଷ୍ଟି...
Read moreନୂଆଦିଲ୍ଲୀ: ଗତ କିଛି ବର୍ଷ ମଧ୍ୟରେ ଲୋକୋ ପାଇଲଟଙ୍କ ସୁବିଧା ପାଇଁ ରେଳ ମନ୍ତ୍ରଣାଳୟ ଅନେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛି। ରେଳ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ ଲୋକୋ ପାଇଲଟମାନେ ରେଳ ପରିବାରର ଗୁରୁତ୍ୱପୂର୍ଣ୍ଣ ସଦସ୍ୟ ଅଟନ୍ତି। ଗତ ୧୦ ବର୍ଷ...
Read moreଭୁବନେଶ୍ୱର: ବୁଧବାର ରାଜ୍ୟରେ ନବଗଠିତ ବିଜେପି ସରକାରଙ୍କ ଦ୍ୱିତୀୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟମନ୍ତ୍ରୀ ମହୋନଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୈଠକ ପ୍ରାୟ ୩ ଘଣ୍ଟା ଧରି ଚାଲିଥିଲା । ତେବେ ବୈଠକ ପରେ ମୁଖ୍ୟମନ୍ତ୍ରୀ କ୍ୟାବିନେଟ ବୈଠକର ନିଷ୍ପତ୍ତି...
Read moreCopyright © 2023.