ସମସ୍ୟା

ସରକାରୀ ଡାକ୍ତରଖାନାରେ ନକଲି ଡାକ୍ତର

ସରକାରୀ ଡାକ୍ତରଖାନାରେ ନକଲି ଡାକ୍ତର

ଭୁବନେଶ୍ବର: ରାଉରକେଲା ସରକାରୀ ଡାକ୍ତରଖାନାରୁ ଜଣେ ନକଲି ଡାକ୍ତର ଧରାପଡିଥିବା ବେଳେ ପୋଲିସ ପକ୍ଷରୁ କୋର୍ଟ ଚାଲାଣ କରାଯାଇଛି ।  ଗିରଫ ନକଲି ଡାକ୍ତର ଜଣକ ଝାଡ଼ଖଣ୍ଡ ସିଂହଭୂମ ଜିଲ୍ଳାର ପଦ୍ମନାଭନ ମୁଖି କାରୁଆ ବୋଲି ଜଣାପଡିଛି । ଝାଡ଼ଖଣ୍ଡର ଡାକ୍ତର...

Read more

ରାଷ୍ଟ୍ରପତିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ରାଷ୍ଟ୍ରପତିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ତିନି ଦିନିଆ ଦିଲ୍ଲୀ ଗସ୍ତରେ ଯାଇଥିବା ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଗୁରୁବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି । ମୁଖ୍ୟମନ୍ତ୍ରୀ ଆଜି ରାଷ୍ଟ୍ରପତି ଭବନରେ ସୌଜନ୍ୟମୂଳକଭାବେ ରାଷ୍ଟ୍ରପତିଙ୍କୁ ଭେଟିଛନ୍ତି ।  ପ୍ରକାଶ ଯେ ୩ ଦିନିଆ ଦିଲ୍ଲୀ ଗସ୍ତରେ...

Read more

ଏମପିଲାଡ୍ କାର୍ଯ୍ୟକ୍ରମ ପାଇଁ ସମ୍ବଲପୁରକୁ ନୋଡାଲ୍ ଜିଲ୍ଲା ଭାବେ ଚୟନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଏମପିଲାଡ୍ କାର୍ଯ୍ୟକ୍ରମ ପାଇଁ ସମ୍ବଲପୁରକୁ ନୋଡାଲ୍ ଜିଲ୍ଲା ଭାବେ ଚୟନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ଵର: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ ନିଜ ସାଂସଦ ସ୍ଥାନୀୟ କ୍ଷେତ୍ର ବିକାଶ ଯୋଜନା ତଥା ଏମପିଲାଡ୍ କାର୍ଯ୍ୟକ୍ରମ ପାଇଁ ସମ୍ବଲପୁରକୁ ନୋଡାଲ୍ ଜିଲ୍ଲା ଭାବରେ ଚୟନ କରିଛନ୍ତି। ଏ ନେଇ ଭାରତ ସରକାରଙ୍କ ଷ୍ଟାଟିଷ୍ଟିକ୍ସ...

Read more

ବଜ୍ରପାତ ଯୋଗୁଁ ୩ ମୃତ: ୪ ଲକ୍ଷ ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ବଜ୍ରପାତ ଯୋଗୁଁ ୩ ମୃତ: ୪ ଲକ୍ଷ ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବରଗଡ ଜିଲ୍ଲା ପଦ୍ମପୁର ଖଲିଆପଲି ଗ୍ରାମପଞ୍ଚାୟତ ଦୁଆନଡିହି ଗାଁରେ ବଜ୍ରପାତ ଯୋଗୁ ୩ ଜଣ ବ୍ୟକ୍ତିଙ୍କ ପ୍ରାଣ ହରାଇବା ଖବର ପାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହିତ...

Read more

ଭୁବନେଶ୍ୱରରେ ପ୍ରବଳ ବର୍ଷା

ଭୁବନେଶ୍ୱରରେ ପ୍ରବଳ ବର୍ଷା

ଭୁବନେଶ୍ୱର:  ଗୁଳୁଗୁଳିରେ ସମସ୍ତେ ତ୍ରାହି ତ୍ରାହି ଡାକୁଥିଲେ । ତେବେ ହଠାତ ଘୋଟି ଆସିଲା କଳାହାଣ୍ଡିଅରା ମେଘ । ଆଉ ପ୍ରବଳ ବର୍ଷିଲା । କେବଳ ବର୍ଷା ହୋଇନି, ଘଡ଼ ଘଡ଼ି ସହ ବିଜୁଳି ବି ମାରିଥିଲା । ଆଜି ଅପରାହ୍ଣରେ...

Read more

୬ରେ ଓଡିଶା ଆସିବେ ରାଷ୍ଟ୍ରପତି

୬ରେ ଓଡିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ବର: ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଜୁଲାଇ ୬ରୁ ୯ ତାରିଖ ଓଡ଼ିଶାରେ ରହିଛି ବିଭିନ୍ନ କାର୍ୟ୍ୟକ୍ରମ। ଏହି ସବୁ କାର୍ୟ୍ୟକ୍ରମରେ ସାମିଲ ହେବା ସହ ରଥଯାତ୍ରାରେ ମଧ୍ୟ ସାମିଲ ହେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।  ଗତ ମାର୍ଚ୍ଚରେ ରାଷ୍ଟ୍ରପତି...

Read more

ଏଥର ହୋଇପାରେ ଛାତ୍ର ସଂସଦ ନିର୍ବାଚନ

ଏଥର ହୋଇପାରେ ଛାତ୍ର ସଂସଦ ନିର୍ବାଚନ

ଭୁବନେଶ୍ବର: ରାଜ୍ୟରେ କ୍ଷମତା ପରିବର୍ତ୍ତନ ହୋଇଛି। ପ୍ରଥମ ଥର ପାଇଁ ଓଡ଼ିଶାରେ ଭାରତୀୟ ଜନତା ପାର୍ଟି ସରକାର କ୍ଷମତାକୁ ଆସିଛି। ତେବେ ବିରୋଧୀ ଦଳରେ ଥିବାବେଳେ ଏହାକୁ ନେଇ ଭାଜପା ଓ କଂଗ୍ରେସ ତୀବ୍ର ବିରୋଧ କରି ଆସୁଥିଲେ। ଏବେ କ୍ଷମତା...

Read more

ସଂକଳ୍ପ ପତ୍ରର ମୁଖ୍ୟ ପ୍ରତିଶ୍ରୁତିକୁ ଅନୁଧ୍ୟାନ କରି ପଦକ୍ଷେପ ନେବାକୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ

ସଂକଳ୍ପ ପତ୍ରର ମୁଖ୍ୟ ପ୍ରତିଶ୍ରୁତିକୁ ଅନୁଧ୍ୟାନ କରି ପଦକ୍ଷେପ ନେବାକୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଯୋଜନା ଓ ସଂଯୋଜନ ବିଭାଗର କାର୍ଯ୍ୟ ସମୀକ୍ଷା କରି ଏକ ଲୋକାଭିମୁଖୀ ବଜେଟ୍ ପ୍ରସ୍ତୁତ କରିବାକୁ ପରାମର୍ଶ ଦେଇଛନ୍ତି। ନୂଆ ସରକାରଙ୍କ ଉପରେ ଜନ ସାଧାରଣଙ୍କ ବହୁତ୍ ଆଶା ଆକାଂକ୍ଷା ଅଛି ବୋଲି ସେ...

Read more

ଏଥର ବନ୍ଦ ରହିବ ନବଯୌବନ ଦର୍ଶନ

ଏଥର ବନ୍ଦ ରହିବ ନବଯୌବନ ଦର୍ଶନ

ଭୁବନେଶ୍ବର: ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଶେଷ ହୋଇଛି । ଛତିଶା ନିଯୋଗ ବୈଠକରେ ହୋଇଥିବା ନିଷ୍ପତିକୁ ଅନୁରୂପ ରଖିବାକୁ ଏହି ବୈଠକରେ ନିଷ୍ପତ୍ତି ହୋଇଛି । ରଥଯାତ୍ରା ବ୍ୟବସ୍ଥାବଳି ଓ ନୀତି ନିର୍ଘଣ୍ଟକୁ ଅନୁମୋଦନ କରିଛି କମିଟି । ତେବେ...

Read more

ଘୂର୍ଣ୍ଣିବଳୟ:ଆସନ୍ତା ୫ ଦିନ ବର୍ଷା

ଘୂର୍ଣ୍ଣିବଳୟ:ଆସନ୍ତା ୫ ଦିନ ବର୍ଷା

ଭୁବନେଶ଼୍ବର,:ବଙ୍ଗୋପସାଗରରେ ଆସନ୍ତାକାଲି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିତ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି । ଫଳରେ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଆସନ୍ତା ୫ ଦିନ ବର୍ଷା ହେବ । ବିଜୁଳି ଘଡ଼ଘଡ଼ି ସହିତ...

Read more
Page 326 of 430 1 325 326 327 430

Welcome Back!

Login to your account below

Create New Account!

Fill the forms bellow to register

Retrieve your password

Please enter your username or email address to reset your password.