ଭୁବନେଶ୍ୱର: ରଥଯାତ୍ରା ପାଇଁ ପ୍ରତି ବ୍ଲକ ହେଡକ୍ୱାର୍ଟରରୁ ପୁରୀକୁ ଗଡିବ ବସ୍ । କେବଳ ରଥଯାତ୍ରା ପାଇଁ ଓଏସଆରଟିସି ପକ୍ଷରୁ ଏହି ସ୍ୱତନ୍ତ୍ର ବ୍ୟବସ୍ଥା କରାଯିବ ବୋଲି ରାଜ୍ୟ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ସୂଚନା ଦେଇଛନ୍ତି...
Read moreଭୁବନେଶ୍ବର: ପୁରୀ ବଡ଼ଦାଣ୍ଡସ୍ଥିତ ନିଳାଦ୍ରୀ ଭକ୍ତ ନିବାସଠାରେ ଛତିଶା ନିଯୋଗ ବୈଠକ ଅନୁଷ୍ଠିତ ହୋଇଯାଇଛି । ଚଳିତ ବର୍ଷ ରଥଯାତ୍ରାର ନୀତି ନିର୍ଘଣ୍ଟକୁ ବୈଠକରେ ଅନୁମୋଦନ କରାଯାଇଛି । ଚଳିତବର୍ଷ ନେତ୍ରୋତ୍ସବ, ନବଯୌବନ ଦର୍ଶନ ଓ ରଥଯାତ୍ରା ଗୋଟିଏ ଦିନରେ ପଡୁଥିବାରୁ...
Read moreଭୁବନେଶ୍ୱର: ସ୍ୱତନ୍ତ୍ର ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ସୋମବାର ଆରମ୍ଭ ହୋଇଛି । ଏହା ୨୭ତାରିଖରେ ଶେଷ ହେବ । ପ୍ରଥମ ଦିନରେ ବିଟେକ୍ ପାଇଁ ପରୀକ୍ଷା ହୋଇଥିବା ବେଳେ ୩ଟି ସିଟିଂରେ ପରୀକ୍ଷା ହୋଇଥିଲା । ପ୍ରଥମ ସିଟିଂ ସକାଳ...
Read moreଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ କେନ୍ଦୁଝର ଗସ୍ତର ଦ୍ୱିତୀୟ ଦିନରେ ନିଜ ଜନ୍ମ ମାଟି ରାଇକଳା ଓ ଝୁମ୍ପୁରାକୁ ଯାଇ ସାଙ୍ଗସାଥୀ ଓ ସ୍ଥାନୀୟ ଲୋକଙ୍କ ସହ ମିଶି ପିଲାଦିନର ସ୍ମୃତିକୁ ମନେ ପକାଇଥିଲେ। ଭାବବିହ୍ୱଳ ମଧ୍ୟ ହୋଇଥିଲେ।ରାଇକଳାରେ...
Read moreଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ନିଜର ଜନ୍ମ ମାଟି ସଦର ବ୍ଳକର ରାଇକଳାରେ ପହଁଚିଥିଲେ। ମୁଖ୍ୟମନ୍ତ୍ରୀ ଗତକାଲି ବିଳମ୍ବିତ ରାତ୍ରି ପର୍ୟ୍ୟନ୍ତ ବିଭିନ୍ନ କାର୍ୟ୍ୟକ୍ରମରେ ଯୋଗଦେଇ ସର୍କିଟ ହାଉସରେ ରାତ୍ରିଯାପନ କରିଥିଲେ। ଆଜି ସକାଳେ ସେଠାରୁ ବାହାରି...
Read moreଭୁବନେଶ୍ୱର: ଗତ କିଛି ଦିନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଭିନ୍ନ ସଭାସମିତିରେ ବିଜେଡିକୁ ଶାଣିତ ଆକ୍ରମଣ କରୁଥିବାବେଳେ ଏବେ ବିଜେଡି ମୁଖ୍ୟମନ୍ତ୍ରୀଙ୍କୁ କାଉଣ୍ଟର କରିଛି । କିଛି କହିବା ବେଳେ ମୁଖ୍ୟମନ୍ତ୍ରୀ ପଦ ମର୍ଯ୍ୟାଦା ରଖନ୍ତୁ ବୋଲି ବିଜେଡି ପକ୍ଷରୁ...
Read moreଭୁବନେଶ୍ୱର:ଆଉ ନରମ ନୁହେଁ । ସଂସଦରେ କଠୋର ଅଭିମୁଖ୍ୟ ଗ୍ରହଣ କରିବ ବିଜେଡି । ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସହ ରାଜ୍ୟସଭା ସାଂସଦଙ୍କ ବୈଠକରେ ପରେ ଏଭଳି ନିଷ୍ପତ୍ତି ନିଆଯାଇଛି । ବୈଠକ ପରେ ବିଜେଡି...
Read moreଭୁବନେଶ୍ୱର: ସାରା ରାଜ୍ୟକୁ ଛୁଇଁଛି ଦକ୍ଷିଣ-ପଶ୍ଚିମ ମୌସୁମୀ । ସ୍ୱାଭାବିକ ସମୟର ଦିନକ ପରେ ସବୁ ଜିଲ୍ଲାକୁ ମୌସୁମୀ ଛୁଇଁବା ସହ ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଜୁନ ୮ରେ...
Read moreନୂଆଦିଲ୍ଲୀ: କେନ୍ଦ୍ର ସ୍ବରାଷ୍ଟ୍ର ତଥା ସମବାୟ ମନ୍ତ୍ରୀ ଅମିତ ଶାହ ଆଜି ନୂଆଦିଲ୍ଲୀରେ ବନ୍ୟା ପରିଚାଳନା ପ୍ରସ୍ତୁତି ର ସମୀକ୍ଷା ପାଇଁ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରିଥିଲେ। ଦେଶରେ ବନ୍ୟା ବିପଦର ମୁକାବିଲା ପାଇଁ ଏକ ବ୍ୟାପକ ଏବଂ ସୁଦୂରପ୍ରସାରୀ...
Read moreକେନ୍ଦୁଝର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ରବିବାର ଦୁଇ ଦିନିଆ କେନ୍ଦୁଝର ଜିଲା ଗସ୍ତରେ ଆସି ଘଟଗାଁରେ ଓହ୍ଲାଇଥିଲେ। ସେଠାରେ ତାଙ୍କୁ ଭାଜପା ଦଳ ପକ୍ଷରୁ ବ୍ୟାପକ ସ୍ବାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ହେଲିକପ୍ଟରରେ ଭୁବନେଶ୍ୱରରୁ ଆସି ଘଟଗାଁ ହାଇସ୍କୁଲ ପଡ଼ିଆରେ...
Read moreCopyright © 2023.