ଭୁବନେଶ୍ୱର: ରାଜ୍ୟରେ ସରକାର ଗଠନ କରିବ ବିଜେପି। ହେଲେ କିଏ ମୁଖ୍ୟମନ୍ତ୍ରୀ ହେବେ, ତାକୁ ନେଇ ଜୋରସୋର ଚର୍ଚ୍ଚା ଚାଲିଛି। ସେହିପରି କେଉଁମାନଙ୍କୁ ମନ୍ତ୍ରିମଣ୍ଡଳରେ ସ୍ଥାନ ମିଳିବ, ତାକୁ ନେଇ ମଧ୍ୟ ସାରା ରାଜ୍ୟରେ ଚାଲିଛି ଆଲୋଚନା। କିନ୍ତୁ ଦଳ ଏସବୁ...
Read moreଭୁବନେଶ୍ବର: ପରାଜୟ ବରଣ ପରେ ଶେଷରେ ରାଜନୀତିରୁ ଅବସର ନେଇଛନ୍ତି ଡ. ଅଚ୍ୟୁତ ସମାନ୍ତ। ଏ ନେଇ ସେ ଏକ ଘୋଷଣା କରିଛନ୍ତି। ଏଥିସହିତ ଗତକାଲି ସେ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ଭେଟି ଅବସର ନେବେ ବୋଲି ଅବଗତ କରାଇଛନ୍ତି।...
Read moreନୂଆଦିଲ୍ଲୀ: ଭୁବନେଶ୍ବରର ପୂର୍ବତନ ସାଂସଦ ତଥା ବିଜେଡି ନେତା ପ୍ରସନ୍ନ ପାଟ୍ଟଶାଣୀ ବିଜେପିରେ ମିଶିଛନ୍ତି। ସେ ନୂଆଦିଲ୍ଲୀ ଯାଇ ସେଠାରେ ବିଜେଡି ଛାଡି ବିଜେପିରେ ମିଶିଛନ୍ତି। ତେବେ ଏ ନେଇ ବିଜେପି ତରଫରୁ କୌଣସି ସୂଚନା ଦିଆଯାଇ ନାହିଁ। ହେଲେ ସେ...
Read moreଭୁବନେଶ୍ବର: ରାଜ୍ୟରେ ବିଜେଡିର ପରାଜୟ ପରେ ଭିକେ ପାଣ୍ଡିଆନ୍ଙ୍କୁ ନେଇ ଜାରି ରହିଥିବା ବିବାଦ ମଧ୍ୟରେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ମୁହଁ ଖୋଲିଛନ୍ତି। ସେ ପାଣ୍ଡିଆନ୍ଙ୍କୁ କ୍ଲିନ୍ଚିଟ୍ ଦେଇଛନ୍ତି। ସେ କହିଛନ୍ତି ପାଣ୍ଡିଆନ୍ଙ୍କୁ ନେଇ ଚାଲିଥିବା ସମାଲୋଚନାକୁ ମୁଁ ନିନ୍ଦା...
Read moreଭୁବନେଶ୍ବର: ଶ୍ରୀମନ୍ଦିରରେ ପୁଣିଥରେ ଲେଜର ଲାଇଟ ଲଗାଯାଉଛି। ଗତ ୩ ଦିନ ହେଲା ଏହି ଲାଇଟ ବନ୍ଦ ହୋଇଥିଲା। ଶ୍ରୀମନ୍ଦିରରେ ଆଲୋକିକରଣ ବନ୍ଦ ହେବା କାରଣରୁ ସେବାୟତଙ୍କଠାରୁ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଅସନ୍ତୁଷ୍ଟ ଦେଖାଦେଇଥିଲା। ତେବେ ଯେଉଁ ସଂସ୍ଥା ଏହି ଲାଇଟକୁ ସେଠାରୁ...
Read moreନୂଆଦିଲ୍ଲୀ: ପ୍ରତିଷ୍ଠିତ ଗଣମାଧ୍ୟମ ତଥା ଚଳଚିତ୍ର ବ୍ୟକ୍ତିତ୍ବ ରାମୋଜୀ ରାଓଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକ ପ୍ରକାଶ କରିଛନ୍ତି। ରାମୋଜୀ ରାଓ ଭାରତର ବିକାଶ କରିବା ଦିଗରେ ଯଥେଷ୍ଠ ଭୂମିକା ଗ୍ରହଣ କରିଥିଲେ ବୋଲି ସେ କହିଛନ୍ତି। ଏକ ଟୁଇଟ କରି...
Read moreଭୁବନେଶ୍ବର: ନିର୍ବାଚନ ଶେଷ ହେବା ପରେ ବର୍ତ୍ତମାନ ବରିଷ୍ଠ ଆଇପିଏସ ଡି ଏସ କୁଟ୍ଟେଙ୍କ ଉପରୁ ନିଲମ୍ବନ ହଟିଛି। ତାଙ୍କୁ ମୁଖ୍ୟ ଶାସନ ସଚିବଙ୍କୁ ରିପୋର୍ଟ କରିବା ପାଇଁ କୁହାଯାଇଛି। କୁଟ୍ଟେଙ୍କ ବିରୋଧରେ ବିଜେପି ଦଳ ପାଇଁ କାମ କରୁଛନ୍ତି ବୋଲି...
Read moreଭୁବନେଶ୍ଵର: ଓଡ଼ିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ମାଲକାନଗିରିର ଅଧିକାଂଶ ଅଞ୍ଚଳରେ ମୌସୁମୀ ସକ୍ରିୟ ରହିଛି। ସ୍ବାଭାବିକ ସମୟର ୪ ଦିନ ପୂର୍ବରୁ ଓଡ଼ିଶା ଛୁଇଁଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହା ପୂର୍ବରୁ ଆସନ୍ତା ୨-୩ ଦିନ...
Read moreଭୁବନେଶ୍ବର: ମାସେ କିମ୍ବା ଦୁଇ ମାସ ନୁହେଁ। ଏକାଥରେ ୬ ମାସ ପାଇଁ ଛୁଟିରେ ଗଲେ ବହୁ ଚର୍ଚ୍ଚିତ କାର୍ତ୍ତିକ ପାଣ୍ଡିଆନଙ୍କ ଆଇଏଏସ ଧର୍ମପତ୍ନୀ ସୁଜାତା କାର୍ତ୍ତିକେୟନ। ସେ ପୁରା ନଭେମ୍ବର ୨୬ ତରିଖ ଯାଏଁ ଛୁଟିରେ ଗଲେ। ଛୁଟି ନେବା...
Read moreଭୁବନେଶ୍ବର: ନିର୍ବାଚନ ପରେ ପରେ ପ୍ରଦେଶ କଂଗ୍ରେସ ତାହାର କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ଆଜି ଦଳର ଟାଣୁଆ ନେତା ତଥା କଟକ ଜିଲ୍ଲା ସଭାପତି ମାନସ ଚୌଧୁରୀଙ୍କୁ ଦଳ ବହିଷ୍କାର କରିଛି। ତାଙ୍କୁ ଦଳ ବିରୋଧୀ କାର୍ଯ୍ୟ ନିମନ୍ତେ 6 ବର୍ଷ...
Read moreCopyright © 2023.