ଭୁବନେଶ୍ବର: ଆଜି ହେଉଛି ଯୋଗ ଦିବସ। ଆଜି ସାରା ଭାରତ ପାଳନ କରୁଛି ଯୋଗ ଦିବସ। ସମସ୍ତେ ଏକାଠି ହୋଇ କରିଛନ୍ତି ଯୋଗ। କେବଳ ଭାରତ ନୁହେଁ ସାରା ବିଶ୍ବରେ ମଧ୍ୟ ଏହି ଦିବସ ପାଳନ କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ...
Read moreଭୁବନେଶ୍ୱର: ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ। ଆସନ୍ତା ୨୬ରୁ ୨୮ମଧ୍ୟରେ ଲଘୁଚାପ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଓଡ଼ିଶାରେ ବର୍ଷାର ପରିମାଣ ବଢିବ। ଆଜି ଦକ୍ଷିଣ ଓଡ଼ିଶାରେ କିଛି ଅଞ୍ଚଳରେ ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା...
Read moreନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜମ୍ମୁ ଓ କଶ୍ମୀରର ଶ୍ରୀନଗରଠାରେ ୧୦ମ ଅନ୍ତର୍ଜାତୀୟ ଯୋଗ ଦିବସ (ଆଇୱାଇଡି) କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି। ପ୍ରଧାନମନ୍ତ୍ରୀ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନର ନେତୃତ୍ୱ ନେଇଥିଲେ ଏବଂ ଯୋଗ ଶିବିରରେ ଅଂଶଗ୍ରହଣ କରିଥିଲେ।...
Read moreଭୁବନେଶ୍ୱର: ରାଜଧାନୀରେ ନାଳରେ ଭାସିଯାଇ ଗୋଟିଏ ଛୋଟ ପିଲା ମୃତ୍ୟୁବରଣ କରିବା ଘଟଣାରେ ରାଜ୍ୟ ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଏହି ଘଟଣାର ତଦନ୍ତ ରିପୋର୍ଟ ହସ୍ତଗତ ହେବାପରେ ଆଜି ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି)ର ଡ୍ରେନେଜ ଡିଭିଜନରେ କାର୍ଯ୍ୟରତ ସହକାରୀ ଯନ୍ତ୍ରୀ...
Read moreନୂଆଦିଲ୍ଲୀ: ଅତ୍ୟାବଶ୍ୟକ ସାମଗ୍ରୀର ମୂଲ୍ୟ ସମୀକ୍ଷା ପାଇଁ ଆଜି କେନ୍ଦ୍ର ଗୃହ ଓ ସମବାୟ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ମନ୍ତ୍ରୀ କମିଟିର ଏକ ବୈଠକ ଅନୁଷ୍ଠିତ ହୋଇଥିଲା।ଗହମର ମହଜୁଦ ସ୍ଥିତି ଏବଂ ମୂଲ୍ୟ ଉପରେ ବିସ୍ତୃତ ଆଲୋଚନା କରାଯାଇଥିଲା। ଆରଏମଏସ (ରବି ବିପଣନ ଋତୁ)...
Read moreଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ରାଜ୍ୟ ଅତିଥି ଭବନ ଠାରେ ସୂଚନା ଓ ଲୋକସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂ, ନିର୍ଦ୍ଦେଶକ ସରୋଜ କୁମାର ସାମଲ ଏବଂ ବିଭାଗର ଅନ୍ୟ ବରିଷ୍ଠ...
Read moreଭୁବନେଶ୍ଵର: ଆଜି ଓଡିଶା ବିଧାନସଭାକୁ ନୂଆ ବାଚସ୍ପତି ମିଳିଛନ୍ତି। ବରିଷ୍ଠ ବିଜେପି ବିଧାୟିକା ସୁରମା ପାଢ଼ୀ ଆଜି ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି। ରଣପୁର ବିଧାୟିକା ସୁରମା ଆଜି ଓଡିଶା ବିଧାନସଭାର ବାଚସ୍ପତି ଭାବେ ସର୍ବସମ୍ମତିକ୍ରମେ ନିର୍ଦ୍ଵନ୍ଦ୍ଵରେ ନିର୍ବାଚିତ ହୋଇଛନ୍ତି। ବାଚସ୍ପତି...
Read moreଭୁବନେଶ୍ଵର: ଆଜି ଓଡିଶା ବିଧାନସଭାର ନୂତନ ବାଚସ୍ପତି ଭାବେ ରଣପୁର ବିଧାୟିକା ସୁରମା ପାଢି ନିର୍ଦ୍ଵନ୍ଦ୍ଵରେ ନିର୍ବାଚିତ ହୋଇଛନ୍ତି। ସର୍ବସମ୍ମତିକ୍ରମେ ନିର୍ବାଚିତ ହେବା ପରେ ସୁରମାଙ୍କୁ ଆଜି ଦାୟିତ୍ଵ ଗ୍ରହଣ କରିଛନ୍ତି। କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ଵାଇଁ ସୁରମାଙ୍କୁ ଦାୟିତ୍ଵ ପ୍ରଦାନ...
Read moreଭୁବନେଶ୍ବର: ବଶ୍ୱିପ୍ରସିଦ୍ଧ ରଥଯାତ୍ରାରେ ଶ୍ରୀକ୍ଷେତ୍ର ପୁରୀକୁ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ସୁଅ ଛୁଟିବ। ଶ୍ରଦ୍ଧାଳୁଙ୍କ ସୁଗମ ପରବହନକୁ ଆଖି ଆଗରେ ରଖି ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ଏକ ସମନ୍ଵୟ ବଠୈକ ଅନୁଷ୍ଠିତ ହାଇଛି। ପ୍ରାଧିକରଣର ମୁଖ୍ୟାଳୟରେ ରାଜ୍ୟ ପରିବହନ ଆୟୁକ୍ତ...
Read moreଭୁବନେଶ୍ଵର: ବିଜେଡି ସଭାପତି ନବୀନ ପଟ୍ଟନାୟକ ହେବେ ବିଧାନସଭାରେ ବିରୋଧୀ ଦଳ ନେତା। ଶଙ୍ଖ ଭବନରେ ଅନୁଷ୍ଠିତ ବିଜେଡି ବିଧାୟକ ଦଳ ବୈଠକରେ ସର୍ବସମ୍ମତକ୍ରମେ ଦଳୀୟ ବିଧାୟକମାନେ ନବୀନଙ୍କୁ ବିରୋଧୀ ଦଳ ନେତା ଭାବରେ ନିର୍ବାଚିତ କରିଛନ୍ତି। ଦଳର ବରିଷ୍ଠ ନେତା...
Read moreCopyright © 2023.