ପୁରୀ: ଚୈତ୍ର ମାସ କୃଷ୍ଣ ଚତୁର୍ଦଶୀ ତିଥିରେ ଆଜି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର...
Read moreପୁରୀ : ଶ୍ରୀମନ୍ଦିର ନୀଳଚକ୍ର ଉପରେ ପୁଣି ବସିଲା ଚିଲ । ଆଜି ଚୁନେରା ସେବକ ଶ୍ରୀମନ୍ଦିର ପତିତପାବନ ବାନା ପରିଵର୍ତ୍ତନ କରିବା ବେଳେ ଏକ ଚିଲ କିଛି ସମୟ ଧରି ଉଡିବା ପରେ ଅକ୍ଷୟଦଣ୍ଡରେ ବସିଥିବା ଦେଖିବାକୁ ମିଳିଥିଲା । କେତେକ...
Read moreନୂଆଦିଲ୍ଲୀ: ପଶ୍ଚିମ ଏସିଆର ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ ନୂଆଦିଲ୍ଲୀସ୍ଥିତ ନେସନାଲ ମିଡିଆ ସେଣ୍ଟର ଠାରେ ଅନୁଷ୍ଠିତ ହୋଇଛି। ପରିସ୍ଥିତିର ପରିବର୍ତ୍ତନ ଉପରେ ସଦ୍ୟତମ ସୂଚନା ପ୍ରଦାନ କରିବା ପାଇଁ ଏପରି ସାମ୍ବାଦିକ ସମ୍ମିଳନୀ ନିୟମିତ ଭାବରେ କରାଯାଉଛି। ଏହି କାର୍ଯ୍ୟକ୍ରମରେ...
Read moreରଣପୁର, ୧୭/୦୩ : ରାଷ୍ଟ୍ରୀୟ ମୁକ୍ତ ବିଶ୍ୱ ବିଦ୍ୟାଳୟ ସଂସ୍ଥାନ ଦ୍ୱାରା ପରିଚାଳିତ “ଉଲ୍ଲାସ : ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ” ଅଧୀନରେ ମୌଳିକ ସାକ୍ଷରତା ପରୀକ୍ଷା ରଣପୁର ବ୍ଲକର ବିଭିନ୍ନ କେନ୍ଦ୍ରରେ ଶୃଙ୍ଖଳାବଦ୍ଧ ଓ ସୁଚାରୁ ଭାବେ ଅନୁଷ୍ଠିତ ହୋଇଯାଇଛି...
Read moreଭୁବନେଶ୍ଵର: ଏସସିବି ମେଡିକାଲ ଟ୍ରମା କେଆର୍ ଆଇସିୟୁରେ ଘଟିଥିବା ଦୁଃଖଦ ଅଗ୍ନିକାଣ୍ଡ ଘଟଣା ସମ୍ପର୍କରେ ଜାଣି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଅଗ୍ନିକାଣ୍ଡରେ ମୃତକଙ୍କ ପରିବାରକୁ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ ସମବେଦନା...
Read moreଭୁବନେଶ୍ବର: ରାଜ୍ୟସଭା ନିର୍ବାଚନ ପାଇଁ ବିଧାନସଭାର ୫୪ ପ୍ରକୋଷ୍ଠରେ ଆରମ୍ଭ ହୋଇଛି ମତଦାନ ପକ୍ରିୟା। ଏଥିରେ ଚାରିଟି ଖାଲିଥିବା ଆସନ ପାଇଁ ଭୋଟ ଗ୍ରହଣ ଜାରି ରହିଛି। ଏହି ଆସନ ପାଇଁ ପାଞ୍ଚଜଣ ପ୍ରତିଦ୍ବନ୍ଦିତା କରୁଛନ୍ତି। ତେବେ ତିନୋଟି ଆସନରେ ବିଜେପି...
Read moreରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ଅପରାହ୍ଣରେ କାଳବୈଶାଖୀ ହୋଇଛି। ସବୁଠୁ ଅଧିକ ମୟୁରଭଞ୍ଜରେ ତାଣ୍ଡବ ରଚିଛି କାଳବୈଶାଖୀ । ପ୍ରବଳ ପବନ ଯୋଗୁଁ ଅନେକ ସ୍ଥାନରେ ଚାଳଘର ଭାଙ୍ଗିଛି। ସେହିପରି କାରକୁ କ୍ଷତି ପହଞ୍ଚାଇଥିବା ବେଳେ ବିଦ୍ୟୁତ ଖୁଣ୍ଟ ଭାଙ୍ଗିଛି। ଏହା...
Read moreକଟକ : ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ । କଟକ ଏସସିବି ଅଗ୍ନିକାଣ୍ଡ ଘଟଣାକୁ ନେଇ ମୋହନ ମାଝୀଙ୍କ ସହ କଥା ହେଲେ ନରେନ୍ଦ୍ର ମୋଦି । ସୋସିଆଲ ମିଡିଆ ଏକ୍ସରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ । ଏସସିବି ମେଡିକାଲ...
Read moreଭୁବନେଶ୍ୱର : ରାଜ୍ୟସଭା ନିର୍ବାଚନ ପାଇଁ ଚାଲିଛି ଭୋଟିଂ। ଭୋଟ ଦେଉଛନ୍ତି ବିଧାୟକ । ବିଧାନସଭା ୫୪ ନମ୍ବର ପ୍ରକୋଷ୍ଠରେ ମତଦାନ ଚାଲିଛି । ଜଣଙ୍କ ପରେ ଜଣେ ବିଧାୟକ ପହଞ୍ଚି ଭୋଟ ଦେଉଛନ୍ତି। ସକାଳ ୯ଟାରୁ ଆରମ୍ଭ ହୋଇଥିବା ମତଦାନ...
Read moreଭୁବନେଶ୍ୱର : ରାଜ୍ୟର ବିଭିନ୍ନ ସହରର ଟ୍ରାଫିକ ଛକ, ବସଷ୍ଟାଣ୍ଡ ଏବଂ ସର୍ବସାଧାରଣ ସ୍ଥାନରେ ଶିଶୁ ଭିକ୍ଷାବୃତ୍ତିକୁ ରୋକିବା ପାଇଁ ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ (OSCPCR) ପକ୍ଷରୁ କଠୋର ଆଭିମୁଖ୍ୟ ଗ୍ରହଣ କରାଯାଇଛି । ଏନେଇ ଆୟୋଗର ଅଧ୍ୟକ୍ଷା...
Read moreCopyright © 2023.