ଭୁବନେଶ୍ୱର: ଯାହା କୁହାଯାଉଥିଲା ଶେଷରେ ତାହା ହେଲା । ରାଜ୍ୟରେ ବିଜେପି ସରକାର ଗଠନ ହେବା ପରେ ସିବିଆଇ ଓଡ଼ିଶା ଭିତରକୁ ଧସେଇ ପଶିଛି । ଆଉ ଦୁର୍ନୀତିର ଖୋଳତାଡ଼ ଆରମ୍ଭ କରିଛି । ଆଜି ସାରା ରାଜ୍ୟରେ ସିବିଆଇ ପକ୍ଷରୁ...
Read moreଭୁବନେଶ୍ୱର: ମହାପ୍ରଭୁଙ୍କ ଦର୍ଶନ ପରେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି । ଶ୍ରୀମନ୍ଦିର ୪ ଦ୍ୱାର ଖୋଲିବା ପରେ ପ୍ରଥମ ପ୍ରତିକ୍ରିୟା ଦେଇଛନ୍ତି । ସେ କହିଛନ୍ତି, ମହାପ୍ରଭୁଙ୍କ ଅପାର କରୁଣାରୁ ରାଜ୍ୟରେ ନୂଆ ସରକାର ଆସିଛି। ମହାପ୍ରଭୁଙ୍କ ଆଶୀର୍ବାଦରେ...
Read moreଭୁବନେଶ୍ବର: ଆଜି ଭୁବନେଶ୍ବରର ଜନତା ମଇଦାନରେ ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ମୋହନ ମାଝୀ। ତାଙ୍କ ସହିତ ୧୫ ଜଣିଆ ମନ୍ତ୍ରୀ ମଣ୍ଡଳ ମଧ୍ୟ ଶପଥ ନେଇଛନ୍ତି। ସେମାନଙ୍କ ମଧ୍ୟରେ ଦୁଇ ଉପମୁଖ୍ୟମନ୍ତ୍ରୀ ଥିବା ବେଳେ ୮ ଜଣ କ୍ୟାବିନେଟ ମନ୍ତ୍ରୀ...
Read moreଭୁବନେଶ୍ବର: ପ୍ରଥମ କ୍ୟାବିନେଟ ବୈଠକରେ ଶ୍ରୀମନ୍ଦିର ଚାରି ଦ୍ୱାର ଖୋଲିବାକୁ ନିଷ୍ପତ୍ତି ନେଲେ ରାଜ୍ୟ ସରକାର। କ୍ୟାବିନେଟ୍ ବୈଠକ ପରେ ଏନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି। ଗୁରୁବାର ସକାଳେ ମଙ୍ଗଳ ଆଳତି ସମୟରେ ଖୋଲିବ ପୁରୀ ଶ୍ରୀମନ୍ଦିରର ୪...
Read moreଭୁବନେଶ୍ୱର: ଓଡ଼ିଶାରେ ପ୍ରଥମଥର ପାଇଁ ଭାଜପା ସରକାର ଗଠନ କରିବାକୁ ଯାଉଛି। ଏନେଇ ବୁଧବାର ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝି ଶପଥ ନେଇଛନ୍ତି। ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ସହିତ ଶପଥ ନେଇଛନ୍ତି ଦୁଇ ଉପମୁଖ୍ୟମନ୍ତ୍ରୀ କେଭି...
Read moreଭୁବନେଶ୍ବର: ଆଜି ରାଜ୍ୟର ପ୍ରଥମ ବିଜେପି ସରକାର ଶପଥ ଗ୍ରହଣ କରିବେ। ସେଥିପାଇଁ ଭୁବନେଶ୍ବରର ଜନତା ମଇଦାନକୁ ବେଶ ପ୍ରସ୍ତୁତ କରି ରଖାଯାଇଛି। ତେବେ ଏହି ଉତ୍ସବର ମୁଖ୍ୟ ଆକର୍ଷଣ ରହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ଆନ୍ଧ୍ର ପ୍ରଦେଶରେ ଚନ୍ଦ୍ରବାବୁ...
Read moreଭୁବନେଶ୍ବର (ଭିଓଭି): ବାଲିପାଟଣା ସ୍ଥିତ ସାଇକୃପା ସାଇନ୍ସ ସେଣ୍ଟରର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବ ଗୋରୁହାଟ ପଡ଼ିଆ ନିକଟରେ ଥିବା ମା କଲ୍ୟାଣ ମଣ୍ଡପ ଠାରେ ପାଳିତ ହୋଇଯାଇଛି । ବନମାଳିପୁର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ...
Read moreଭୁବନେଶ୍ବର: ଆଜି ମଧ୍ୟାହ୍ନରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି ଭାବି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଆଜି ସେ କରାକେଡରେ ନବୀନ ନିବାସରେ ପହଞ୍ଚିଥିଲେ। ସେଠାରେ ତାଙ୍କୁ ସ୍ବାଗତ କରାଯାଇ ଫୁଲତୋଡା ଦିଆଯାଇଥିଲା। ଏହାପରେ ମୋହନ ମାଝୀ ନବୀନଙ୍କ ସହିତ...
Read moreଭୁବନେଶ୍ବର : ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀଙ୍କ ନାମ ଆସିବା ପରେ ତାଙ୍କୁ ନେଇ ଚର୍ଚ୍ଚା ଜାରୀ ରହିଛି। କାରଣ ସେ ଦୀର୍ଘ 24 ବର୍ଷ ଧରି ମୁଖ୍ୟମନ୍ତ୍ରୀ ଆସନରେ ବସିଥିବା ନବୀନ ପଟ୍ଟନାୟକଙ୍କୁ ହଟାଇ ସେଠାରେ...
Read moreନୂଆଦିଲ୍ଲୀ: ଅମିତ ଶାହା ଆଜି ନୂଆଦିଲ୍ଲୀର ନର୍ଥ ବ୍ଲକରେ କେନ୍ଦ୍ର ଗୃହମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ‘ଏକ୍ସ’ ରେ ଏକ ପୋଷ୍ଟ କରି ଅମିତ ଶାହ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଗୃହ ମନ୍ତ୍ରଣାଳୟ ସର୍ବଦା ଦେଶ...
Read moreCopyright © 2023.