ଭୁବନେଶ୍ୱର: ଆସନ୍ତା କାଲି ହାଇ ପ୍ରୋଫାଇଲ ଭୁବନେଶ୍ୱରରେ ସଂସଦୀୟ କ୍ଷେତ୍ରରେ ହେବ ମତଦାନ । ମାତ୍ର ଏଥର ଭୁବନେଶ୍ୱର ମଧ୍ୟ ନିର୍ବାଚନ ମଣ୍ଡଳୀର କିଛି ବୁଥରେ ରିଗିଂ ଆଶଙ୍କା କରିଛନ୍ତି ବିଜେପି ସାଂସଦ ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ। ଏହା ପଛରେ ୨...
Read moreଭୁବନେଶ୍ବର: ଆଜି ହେଉଛି ଭୁବନେଶ୍ବର ଲୋକସଭା ପ୍ରଚାରର ଶେଷ ଦିନ। ଏହି ଶେଷ ଦିନରେ ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀର ରାଜନୀତି ଏକ ରୋଚକ ମୋଡ ନେଇଛି। ଖୋର୍ଦ୍ଧାର ବିଜେଡି ବିଧାୟକ ଜିତୁ ମିତ୍ର ଆଜି ବିଜେପିରେ ସାମିଲ ହୋଇଛନ୍ତି। ତାହା ପୁଣି...
Read moreଭୁବନେଶ୍ବର: ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆସନ୍ତା ୨୫ ତାରିଖ ମତଦାନ ହେବ। ଆଜିଠାରୁ ପୋଲିଂ ଅଧିକାରୀ ବୁଥକୁ ଯାତ୍ରା କରିଛନ୍ତି। ଖୋର୍ଦ୍ଧା ଓ ବେଗୁନିଆ ପାଇଁ ଜିଲ୍ଲା ପଣ୍ୟାଗାର ଏବଂ ଚିଲିକା ପାଇଁ ପ୍ରାଣନାଥ ସ୍ବୟଂଶାସିତ ମହାବିଦ୍ୟାଳୟ, ଖୋର୍ଦ୍ଧା ଷ୍ଟଙ୍ଗରୁମ...
Read moreଭୁବନେଶ୍ବର: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ଆଜି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ଚିଲିକାର ବାଣପୁରରେ ଆୟୋଜିତ ଏକ ଜନସଭାରେ ଯୋଗ ଦେଇଛନ୍ତି। ଯୋଗୀ ଆରମ୍ଭରୁ ଓଡ଼ିଶା ସରକାରଙ୍କ ଉପରେ ବର୍ଷିଛନ୍ତି। ଯୋଗୀ କହିଛନ୍ତି, ନବୀନ ସରକାର ଏଠାରେ ଆୟୁଷ୍ମାନ...
Read moreଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଆସନ୍ତା କାଲି ସକାଳ ସୁଦ୍ଧା ଘନୀଭୂତ ହୋଇ ଅବପାତ ପରିଣତ ହୋଇପାରେ। ପରେ ୨୫ ସକାଳ ସୁଦ୍ଧା ଏହା ବାତ୍ୟା ରୂପ ନେବ।ପରେ ୨୬ସନ୍ଧ୍ୟା...
Read moreଭୁବନେଶ୍ବର: ଗତକାଲି ବିଜେଡିରୁ ଇସ୍ତଫା ଦେଇଥିଲେ ସିମୁଳିଆ ବିଧାୟକ ଜ୍ୟୋତି ପାଣିଗ୍ରାହୀ। ତାଙ୍କୁ ଦଳ ଟିକେଟ ନ ଦେବାରୁ ସେ ଅସନ୍ତୁଷ୍ଠ ହୋଇଥିଲେ। ତେବେ ତତକାଳ ସେ କିଛି ନିଷ୍ପତି ନେଇ ନ ଥିଲେ। ହେଲେ ଗତକାଲି ସେ ଦଳରୁ ଇସ୍ତଫା...
Read moreଭୁବନେଶ୍ବର: ଏକଦା ଓଡିଶାରେ ଚହଳ ସୃଷ୍ଟି କରିଥିବା ଫିଚର ପତ୍ରିକା ‘ସଚିତ୍ର ବିଜୟା’ର ପୂର୍ବତନ ସଂପାଦକ ତଥା କବି ସୁନୀଲ ପୃଷ୍ଟିଙ୍କର ଆଜି ଦେହାନ୍ତ ହୋଇଯାଇଛି। ସେ ହଠାତ ଅସୁସ୍ଥ ହୋଇପଡିବାରୁ ତାଙ୍କୁ କ୍ୟାପିଟଲା ହସପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ଡାକ୍ତର...
Read moreଭୁବନେଶ୍ୱର : ଭୁବନେଶ୍ଵରର ଅଗ୍ରଣୀ ନୃତ୍ୟାନୁଷ୍ଠାନ ତ୍ରିଧାରା ପକ୍ଷରୁ ଆୟୋଜିତ 'ସ୍ୱର୍ଣ୍ଣ ସମାରୋହ-୨୦୨୪' ଆଜି ଭୁବନେଶ୍ୱର ରବୀନ୍ଦ୍ର ମଣ୍ଡପରେ ଏକ ଭବ୍ୟ ସମାରୋହରେ ଆୟୋଜିତ ହୋଇଯାଇଅଛି । ଏହି ଉତ୍ସବର ଆଯୋଜନର ଉଦ୍ଦେଶ୍ୟ ହେଉଛି ଗୁରୁ ଡଃ ଗଜେନ୍ଦ୍ର ପଣ୍ଡାଙ୍କ ୫୦...
Read moreଭୁବନେଶ୍ୱର: ବଲିଉଡ ତଥା ଓଡିଶାର ପ୍ରତିଷ୍ଠିତ ଫିଲ୍ମ ଅଭିନେତ୍ରୀ ଓ ମଡେଲ ସ୍ୱପ୍ନା ପତି ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି । ଦଳରେ ସାମିଲ୍ ହୋଇଥିବା ସ୍ୱପ୍ନା ପତିଙ୍କୁ ଡକ୍ଟର...
Read moreଭୁବନେଶ୍ବର: ଚିଲିକା ବିଧାୟକ ତଥା ଖୋର୍ଦ୍ଧାର ବିଜେପି ବିଧାନସଭା ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କ ବିରୋଧରେ ପୁଣି ଥରେ ଅଭିଯୋଗ କରିଛି ବିଜେଡି। ଏ ନେଇ ଦଳ ତରଫରୁ ଏକ ପ୍ରତିନିଧୀ ମଣ୍ଡଳୀ ଓଡିଶା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଅଭିଯୋଗ କରିଛନ୍ତି।...
Read moreCopyright © 2023.