ଭୁବନେଶ୍ବର: କଟକ ବିଜେପିର ଲୋକସଭା ପ୍ରାର୍ଥୀ ଭର୍ତ୍ତୃହରି ମହତାବ ଶୁକ୍ରବାର ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ହଜାର ହଜାର ସମର୍ଥକଙ୍କ ସହ ଏକ ବିରାଟ ପଟୁଆରରେ ଆସି ଭର୍ତ୍ତୃହରି ଆଜି କଟକ ଜିଲାପାଳଙ୍କ କାର୍ୟ୍ୟାଳୟରେ ତାଙ୍କର ନାମାଙ୍କନ ଦାଖଲ କରିଛନ୍ତି। ତେବେ...
Read moreଭୁବନେଶ୍ବର: ଗତକାଲି ବିଜେପି ତରଫରୁ ଘୋଷଣା ହୋଇଥିବା ପ୍ରାର୍ଥୀ ତାଲିକାରେ ବରୀରୁ ପୂର୍ବତନ ମନ୍ତ୍ରୀ ଦେବାଶୀଷ ନାୟକଙ୍କ ନାମ ନାହିଁ। ତାଙ୍କ ବଦଳରେ ଦଳ ଉମେଶ ଚନ୍ଦ୍ର ଜେନାଙ୍କୁ ପ୍ରାର୍ଥୀ କରିଛି। ଏହାକୁ ନେଇ ଉତକ୍ଷିପ୍ତ ହୋଇପଡିଛନ୍ତି ଦେବାଶୀଷ ନାୟକ। ସେ...
Read moreଭୁବନେଶ୍ୱର: ବିଜେଡି ଛାଡ଼ିଛନ୍ତି ପୂର୍ବତନ ବିଧାୟକ ରବିନାରାୟଣ ମହାପାତ୍ର। ସେ ୨୦୧୪ରୁ ୨୦୧୯ ପର୍ୟ୍ୟନ୍ତ ନୟାଗଡ଼ ଜିଲାର ରଣପୁର ବିଧାୟକ ଥିଲେ। ୨୦୧୨ରୁ ୨୦୧୪ ପର୍ୟ୍ୟନ୍ତ ସେ ବିଜେଡିର ରାଜ୍ୟ ସଭା ସଦସ୍ୟ ଭାବେ ସେ ଓଡ଼ିଶାକୁ ପ୍ରତିନିଧିତ୍ୱ କରିଥିଲେ। ରବି...
Read moreଭୁବନେଶ୍ୱର: ଉତ୍ତର ପଶ୍ଚିମ ଦିଗରୁ ହେଉଥିବା ବାୟୁ ପ୍ରବାହରେ ପରିବର୍ତ୍ତନ ଯୋଗୁଁ ଓଡିଶାର ଉପକୂଳ ଅଂଚଳରେ ପ୍ରବଳ ଗ୍ରୀଷ୍ମ ଉତାପ ହ୍ରାସ ପାଇଛି। ଏଥିପାଇଁ ମେ ୧୨ ତାରିଖ ପର୍ଯ୍ୟନ୍ତ ଉପକୂଳବର୍ତ୍ତୀ ଜିଲ୍ଲା ଗୁଡିକରେ ଗ୍ରୀଷ୍ମ ପ୍ରବାହ ହେବାର ସମ୍ଭାବନା କମ୍ ରହିଥିବା...
Read moreନୂଆଦିଲ୍ଲୀ: ରାଜନୈତିକ ଦଳ ଓ ପ୍ରାର୍ଥୀମାନେ ସେମାନଙ୍କ ପ୍ରସ୍ତାବିତ ହିତାଧିକାରୀ ଯୋଜନା ପାଇଁ ବିଭିନ୍ନ ସର୍ଭେ ଆଳରେ ଭୋଟରଙ୍କ ବିବରଣୀ ମାଗିବା ଘଟଣାକୁ ନିର୍ବାଚନ ଆୟୋଗ ଗମ୍ଭୀରତାର ସହ ନେଇଛନ୍ତି। ଏପରି କାର୍ଯ୍ୟ ଜନପ୍ରତିନିଧି ଆଇନ, ୧୯୫୧ର ଧାରା ୧୨୩ (୧)...
Read moreଭୁବନେଶ୍ୱର: ଚଳିତ ନିର୍ବାଚନରେ ବିଜେଡି ଏକ ନୂଆ ରେକର୍ଡ କରିଛି। ଏଥର ଦଳ ୩୫ ଜଣଙ୍କୁ ବିଧାୟକ ଟିକେଟ ଦେଇ ନ ଥିବା ବେଳେ ୪ ଜଣଙ୍କୁ ବହିଷ୍କାର କରିଛି। ସେହିପରି ବିଧାୟକ ସୂର୍ଯ୍ୟ ପାତ୍ରଙ୍କ ପରଲୋକ ପରେ ସେଠାରେ ଦଳ ନୂଆକରି...
Read moreଉମରକୋଟ (ଭିଓଭି) : ଚଳିତ ନିର୍ବାଚନକୁ ଆଖି ଆଗରେ ରଖି ଉମରକୋଟ ବିଧାନସଭା ସିଟ ନିଜ ଅକ୍ତିଆରରେ ନେବା ପାଇଁ ବିଜେଡି ତରଫରୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଓ ବବି ଦାସଙ୍କ ଅନୁମୋଦନ କ୍ରମେ କୋଟପାଡ଼ ବିଧାୟିକା ପଦ୍ମିନୀ ଦିଆନଙ୍କୁ ଉମରକୋଟ ନିର୍ବାଚନ...
Read moreନୂଆଦିଲ୍ଲୀ: ଇସ୍ରାଏଲ ଏବଂ ପାଲେଷ୍ଟାଇନ ବିଷୟରେ ଭାରତ ଏକ ବଡ଼ ବିବୃତ୍ତି ଦେଇଛି, ଯାହା ଇସ୍ରାଏଲ ପାଇଁ ଏକ ଝଟକା ବୋଲି କୁହାଯାଉଛି। ବାସ୍ତବରେ ମିଳିତ ଜାତିସଂଘରେ ଇସ୍ରାଏଲ ଏବଂ ପାଲେଷ୍ଟାଇନ ପାଇଁ ଦୁଇ ରାଜ୍ୟ ସମାଧାନକୁ ଭାରତ ସମର୍ଥନ କରିଛି।...
Read moreଭୁବନେଶ୍ବର: ଦେବଗଡ଼ ବିଧାନସଭା ପ୍ରାର୍ଥୀଙ୍କୁ ବଦଳାଇଛି ବିଜେଡି। ରୋମାଞ୍ଚ ରଞ୍ଜନ ବିଶ୍ୱାଳଙ୍କୁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ପୂର୍ବରୁ ଦେବଗଡ଼ ରାଣୀ ଅରୁନ୍ଧତୀ ଦେବୀଙ୍କୁ ପ୍ରାର୍ଥୀ ଘୋଷଣା କରିଥିଲା ବିଜେଡି। ରୋମାଞ୍ଚ ୨୦୧୯ରେ ମଧ୍ୟ ଏହି ଆସନରୁ ବିଜେଡି ଟିକେଟରେ ଲଢ଼ିଥିଲେ।...
Read moreଭୁବନେଶ୍ବର: ଆଜି ବିଜୁ ଜନତା ଦଳ ତରଫରୁ ଶେଷ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏହାକୁ ଘୋଷଣା କରିଛନ୍ତି ଦଳର ସଭାପତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଘୋଷଣା ଅନୁସାରେ ବିଜେଡିର ବଳକା ଥିବା ତିନି ଆସନର ପ୍ରାର୍ଥୀ ହେଲେ ଖଣ୍ଡପଡା- ସାବିତ୍ରୀ...
Read moreCopyright © 2023.