ରାୟଗଡ଼ା : ଆସନ୍ତାକାଲି ରାୟଗଡ଼ା ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନା-୪ର ସ୍ବୀକୃତିପତ୍ର ହସ୍ତାନ୍ତର ସମାରୋହରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀଙ୍କ ସହ କେନ୍ଦ୍ର ଗ୍ରାମୀଣ ବିକାଶ ମନ୍ତ୍ରୀ ଶିବରାଜ ସିଂହ ଚୌହାନ, ପଂଚାୟତିରାଜ ଓ...
Read moreପୁରୀ : ପୁଣି ମହାପ୍ରଭୁଙ୍କ ଚନ୍ଦନ ଯାତ୍ରାରେ ଅଭାବନୀୟ ଦୃଶ୍ୟ । ଆଜି ସନ୍ଧ୍ୟାରେ ଦିନ ଚାପ ଅନୁଷ୍ଠିତ ହେଉଥିବାବେଳେ ହଠାତ୍ କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ,ପବନ ହୋଇଥିଲା । ନନ୍ଦା ଓ ଭଦ୍ରା ଚାପରେ ବିରାଜିତ ମହାପ୍ରଭୁ ଜଳକ୍ରୀଡା ସାରି...
Read moreଭୁବନେଶ୍ଵର: ବିଧାନସଭାର ସ୍ଵତନ୍ତ୍ର ଅଧିବେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଏ ନେଇ ବିଧାନସଭା ଜଗିବେ ୭୦ପ୍ଲାଟୁନ ପୋଲିସ ଫୋର୍ସ। ମହିଳା ସଂରକ୍ଷଣ ବିଲ୍ ସଂପର୍କରେ ଆଲୋଚନା ପାଇଁ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ବସିବ। ଆସନ୍ତା ୩୦ ତାରିଖରେ ବିଧାନସଭାର...
Read moreନୂଆଦିଲ୍ଲୀ: ଆଜି ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେଉଛି। ଅନେକ ସ୍ଥାନରେ ଇଭିଏମ୍ ରେ କଳା/ଧଳା ଟେପ୍ ଲଗାଯିବା ଏବଂ ଇଭିଏମ୍ ଟ୍ୟାମ୍ପରିଂର ଅଭିଯୋଗ ଆସିଛି। ଅଭିଯୋଗ ହୋଇଛି ଯେ ଇଭିଏମ୍ ରେ ଭାରତୀୟ ଜନତା...
Read moreକେନ୍ଦୁଝର ଜିଲ୍ଲାର ସାମଗ୍ରିକ ବିକାଶ ଓ ଗମନାଗମନ ବ୍ୟବସ୍ଥାକୁ ବିଶ୍ୱସ୍ତରୀୟ କରିବା ଲକ୍ଷ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କେନ୍ଦୁଝର ଠାରେ ଏକାଧିକ ମହତ୍ତ୍ୱପୂର୍ଣ୍ଣ ପ୍ରକଳ୍ପର ଉଦ୍ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଆୟୋଜିତ ବିକାଶ ସମାବେଶରେ ଜିଲ୍ଲାର ସାମଗ୍ରିକ...
Read moreପଶ୍ଚିମବଙ୍ଗ : ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଦ୍ବିତୀୟ ପର୍ଯ୍ୟାୟ ମତଦାନ ଚାଲିଛି । ପଶ୍ଚିମବଙ୍ଗ ନିର୍ବାଚନ ପାଇଁ ଡ୍ୟୁଟି ଯାଇଥିବା ୟୁପି କ୍ୟାଡର ଆଇପିଏସ୍ ଅଜୟ ପାଲ ଶର୍ମାଙ୍ଗୁ ନେଇ ଏବେ ଚାରିଆଡେ ଚର୍ଚ୍ଚା । ଅଜୟ ପାଲ ଶର୍ମାଙ୍କ ଦବଙ୍ଗଗିରିର ଭିଡିଓ...
Read moreବଦଳିଲା ପାନ୍ କାର୍ଡ ନିୟମ। ମେ ମାସ ଆରମ୍ଭ ହେବା ସହିତ ପାନ କାର୍ଡ ସହିତ ଜଡିତ ନିୟମରେ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଯଦି ଆପଣ ସମୟ ମଧ୍ୟରେ ଆବଶ୍ୟକୀୟ ପଦକ୍ଷେପ ନ ନିଅନ୍ତି, ତେବେ ଆପଣଙ୍କର ପାନ...
Read moreକଂଗ୍ରେସ ଏବଂ ବିଜେଡି ମଧ୍ୟରେ ମେଣ୍ଟ ନେଇ ରାଜ୍ୟ ରାଜନୀତିରେ ଜୋରଦାର ଚର୍ଚ୍ଚା ଚାଲିଥିବା ବେଳେ ଆସନ୍ତା ପଞ୍ଚାୟତ ନିର୍ବାଚନରେ କୌଣସି ମେଣ୍ଟ ହେବ ନାହିଁ ସ୍ପଷ୍ଟ କରିଛି କଂଗ୍ରେସ । ପଞ୍ଚାୟତ ନିର୍ବାଚନରେ କଂଗ୍ରେସ ଏକା ଲଢିବ ବୋଲି କହିଛନ୍ତି ପିସିସି...
Read moreରଣପୁର, ୨୭/୦୪ : ନୟାଗଡ଼ ଜିଲ୍ଲାର ରଣପୁର ବ୍ଲକ ଅନ୍ତର୍ଗତ ବଜ୍ରକୋଟରେ ଅବସ୍ଥିତ ଉଦଣ୍ଡ ଠାକୁର ଶ୍ରୀ ଶ୍ରୀ ବାବା ବାଲୁଙ୍କେଶ୍ୱର ଦେବଙ୍କ ପବିତ୍ର ମେରୁ ଉତ୍ସବ ଅବସରରେ କଣ୍ଟାଗଡ଼ା ପର୍ବ ବହୁ ଆଡ଼ମ୍ବରରେ ଅନୁଷ୍ଠିତ ହୋଇଛି। ଏହି ଅବସରରେ ପ୍ରାୟ...
Read moreଆନନ୍ଦପୁର : ଜମା ଟଙ୍କା ପାଇଁ ଭଉଣୀର କଙ୍କାଳ ଧରି ବ୍ୟାଙ୍କ୍ ରେ ପହଁଚିଲେ ଭାଇ । କହିଲେ କଙ୍କାଳ ଆଣିଛି ଟଙ୍କା ଦିଅ । ଏଭଳି ହୃଦୟ ବିଦାରକ ଦୃଶ୍ୟକୁ ନେଇ ସବୁଠି ଚର୍ଚ୍ଚା । ସାମାନ୍ୟ କିଛି ହଜାର ଟଙ୍କା...
Read moreCopyright © 2023.