ସମସ୍ୟା

ମହିଳାଙ୍କ ବିକାଶ ବିନା ବିକଶିତ ଭାରତ ସ୍ବପ୍ନ ପୂରଣ ହୋଇପାରିବ ନାହିଁ: ରାଷ୍ଟ୍ରପତି ଦୌପଦ୍ରୀ ମୁର୍ମୁ

ମହିଳାଙ୍କ ବିକାଶ ବିନା ବିକଶିତ ଭାରତ ସ୍ବପ୍ନ ପୂରଣ ହୋଇପାରିବ ନାହିଁ: ରାଷ୍ଟ୍ରପତି ଦୌପଦ୍ରୀ ମୁର୍ମୁ

ଓଡ଼ିଶାରେ ରାଷ୍ଟ୍ରପତି ଦୌପଦ୍ରୀ ମୁର୍ମୁ। ରାଉରକେଲାରେ ପହଞ୍ଚି ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ରାଷ୍ଟ୍ରପତି। ପ୍ରାୟ ୧୫୮ କୋଟି ଟଙ୍କା ବ୍ୟୟଅଟକଳରେ ଚାରିଟି ପ୍ରକଳ୍ପ ଲୋକାର୍ପଣ କରିଛନ୍ତି ରାଷ୍ଟ୍ରପତି। ଏଥି ମଧ୍ୟରେ ୪୮ କୋଟିର ସମନ୍ୱିତ...

Read more

ଆଜି ପବିତ୍ର ଅକ୍ଷୟ ତୃତୀୟା; ବିଧି ପରମ୍ପରା ଅନୁଯାୟୀ ହେବ ରଥନିର୍ମାଣ କାର୍ଯ୍ୟର ଶୁଭ ଅନୁକୂଳ

ଛତିଶା ନିଯୋଗର ବଡ଼ ନିଷ୍ପତ୍ତି: ମେଣ୍ଢାପୋଡି ଓ ଦୋଳପୂର୍ଣ୍ଣମୀ ନୀତି ନିର୍ଘଣ୍ଟ ଉପରେ ମୋହର

ଭୁବନେଶ୍ୱର : ଆଜି ପବିତ୍ର ଅକ୍ଷୟ ତୃତୀୟା । ବିଧି ପରମ୍ପରା ଅନୁଯାୟୀ ରଥନିର୍ମାଣ କାର୍ଯ୍ୟର ଶୁଭ ଅନୁକୂଳ ହେବ । ବନଜାଗ ବିଧିରେ ରଥନିର୍ମାଣ କାର୍ଯ୍ୟ ଅନୁକୂଳ ହେବ। ମଧ୍ୟାହ୍ନଧୂପ ପରେ ଶ୍ରୀମନ୍ଦିରରୁ ତିନି ଠାକୁରଙ୍କ ତିନି ଆଜ୍ଞାମାଳ ଆସିବା ପରେ...

Read more

ନାରୀ ଶକ୍ତି ବନ୍ଦନ ଅଧିନିୟମ ପ୍ରସଙ୍ଗ; ଦେଶର କୋଟି କୋଟି ମହିଳାଙ୍କ ସ୍ୱପ୍ନକୁ ଚୁରମାର୍ କରିଦେଲେ ବିରୋଧୀ ଦଳ: ମୋହନ ମାଝୀ 

ନାରୀ ଶକ୍ତି ବନ୍ଦନ ଅଧିନିୟମ ପ୍ରସଙ୍ଗ; ଦେଶର କୋଟି କୋଟି ମହିଳାଙ୍କ ସ୍ୱପ୍ନକୁ ଚୁରମାର୍ କରିଦେଲେ ବିରୋଧୀ ଦଳ: ମୋହନ ମାଝୀ 

ନାରୀ ଶକ୍ତି ବନ୍ଦନ ଅଧିନିୟମ’କୁ ସଂସଦରେ ବିଲ୍‌ କାଟ ଖାଇବା ପରେ ବିରୋଧୀଙ୍କୁ କଡ଼ା ଟାର୍ଗେଟ୍‌ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି ଭୁବନେଶ୍ୱରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସେ ବିରୋଧୀ ଦଳମାନଙ୍କୁ ନିଶାନା କରି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ...

Read more

ଦେବଗଡ଼ରେ ସ୍କୁଲ, କଲେଜ, ଅଙ୍ଗନଓ୍ବାଡି ଛୁଟି ; ଆବଶ୍ୟକ ପଡ଼ିଲେ ସକାଳୁଆ ପରୀକ୍ଷା କରିବାକୁ ନିର୍ଦ୍ଦେଶ

ଖରାଛୁଟି ପୂର୍ବରୁ ଛାତ୍ରଛାତ୍ରୀଙ୍କୁ ମିଳିବ ସ୍କୁଲ୍ ପୋଷାକ, ଜିଲ୍ଲାପାଳଙ୍କୁ ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗର ଚିଠି

ରାଜ୍ୟରେ ଜାରି ରହିଛିଗ୍ରୀଷ୍ମ ପ୍ରବାହ । ଦିନ ତାପମାତ୍ରା ୪୩ ଡିଗ୍ରୀ ଟପିଥିବା ବେଳେ, ଏହା ୪୫ ଡିଗ୍ରୀ ସେଲସିୟସରେ ପହଞ୍ଚିବା ନେଇ ପାଣିପାଗ ବିଭାଗ ଆକଳନ କରିଛି । ପଶ୍ଚିମ ଓଡ଼ିଶାର କେତେକ ଅଞ୍ଚଳରେ ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି...

Read more

ନାରୀ ଶକ୍ତି ବନ୍ଦନ ଅଧିନିୟମ ପ୍ରସଙ୍ଗ; ଦେଶର କୋଟି କୋଟି ମହିଳାଙ୍କ ସ୍ୱପ୍ନକୁ ଚୁରମାର୍ କରିଦେଲେ ବିରୋଧୀ ଦଳ: ମୋହନ ମାଝୀ

ନାରୀ ଶକ୍ତି ବନ୍ଦନ ଅଧିନିୟମ ପ୍ରସଙ୍ଗ; ଦେଶର କୋଟି କୋଟି ମହିଳାଙ୍କ ସ୍ୱପ୍ନକୁ ଚୁରମାର୍ କରିଦେଲେ ବିରୋଧୀ ଦଳ: ମୋହନ ମାଝୀ

ଭୁବନେଶ୍ୱର : ନାରୀ ଶକ୍ତି ବନ୍ଦନ ଅଧିନିୟମ’ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଂଗ୍ରେସ ଏବଂ ଅନ୍ୟ ବିରୋଧୀ ଦଳଗୁଡ଼ିକୁ ସମାଲୋଚନା କରିଛନ୍ତି । ଭୁବନେଶ୍ବରରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ସେ କହିଛନ୍ତି, ଆଜିର ଦିନରେ ନାରୀ ସବୁ...

Read more

କଲବଲ କରୁଛି ତାତି, ଖୋର୍ଦ୍ଧା ଜିଲ୍ଲାରେ ୨୦ରୁ ୨୩ ପର୍ଯ୍ୟନ୍ତ ସମସ୍ତ ସ୍କୁଲ୍ ଓ ଅଙ୍ଗନବାଡ଼ି ଛୁଟି

ଖରାଛୁଟି ପୂର୍ବରୁ ଛାତ୍ରଛାତ୍ରୀଙ୍କୁ ମିଳିବ ସ୍କୁଲ୍ ପୋଷାକ, ଜିଲ୍ଲାପାଳଙ୍କୁ ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗର ଚିଠି

ଭୁବନେଶ୍ବର: ଖୋର୍ଦ୍ଧା ଜିଲ୍ଲାରେ ୨୦ରୁ ୨୩ ପର୍ଯ୍ୟନ୍ତ ସମସ୍ତ ସ୍କୁଲ୍ ଓ ଅଙ୍ଗନବାଡ଼ି ଛୁଟି । ଅସହ୍ୟ ଖରାକୁ ଦେଖି ଛୁଟି ପାଇଁ ନିର୍ଦ୍ଦେଶ ଦେଲେ ଜିଲ୍ଲାପାଳ । ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ୍ ବନ୍ଦ ରଖିବାକୁ ନିର୍ଦ୍ଦେଶ ।...

Read more

“ହର୍ମୁଜ୍ ବନ୍ଦ ଅଛି, ତୁରନ୍ତ ଫେରିଯାଅ,”: ଭାରତୀୟ ଜାହାଜକୁ ମଝି ରାସ୍ତାରୁ ଫେରାଇ ଦେଲେ ଇରାନୀ ସେନା

“ହର୍ମୁଜ୍ ବନ୍ଦ ଅଛି, ତୁରନ୍ତ ଫେରିଯାଅ,”: ଭାରତୀୟ ଜାହାଜକୁ ମଝି ରାସ୍ତାରୁ ଫେରାଇ ଦେଲେ ଇରାନୀ ସେନା

ନୂଆଦିଲ୍ଲୀ: ଶନିବାର (ଏପ୍ରିଲ ୧୮) ଇରାନର ଇସଲାମିକ୍ ରିଭୋଲ୍ୟୁସନାରୀ ଗାର୍ଡ କୋର୍ପସ (IRGC) ହର୍ମୁଜ୍ ପ୍ରଣାଳୀ ଦେଇ ଯାଉଥିବା ଏକ ଭାରତୀୟ ଜାହାଜକୁ ଅଟକାଇ ତୁରନ୍ତ ନିଜ ବନ୍ଦରକୁ ଫେରିବା ପାଇଁ ନିର୍ଦ୍ଦେଶ ଦେଇଛି। ଏକ ଅଡିଓ ରେକର୍ଡିଂରେ ଭାରତୀୟ ଜାହାଜର କ୍ୟାପ୍ଟେନ...

Read more

ଅଗ୍ନିକାଣ୍ଡରେ ସର୍ବସ୍ବାନ୍ତ ଦିବ୍ୟାଙ୍ଗ। ତହସିଲଦାରଙ୍କ ଦ୍ବାରସ୍ଥ । ୧୮ଦିନପରେ ବି ସହାୟତା ଶୂନ!

ଅଗ୍ନିକାଣ୍ଡରେ ସର୍ବସ୍ବାନ୍ତ ଦିବ୍ୟାଙ୍ଗ। ତହସିଲଦାରଙ୍କ ଦ୍ବାରସ୍ଥ । ୧୮ଦିନପରେ ବି ସହାୟତା ଶୂନ!

ଢେଙ୍କାନାଳ (ଭି.ଓ.ଭି ): ଢେଙ୍କାନାଳ ଜିଲ୍ଲା ସଦର ବ୍ଲକ ଅନ୍ତର୍ଗତ ରେଗଡ଼ା ଗ୍ରାମର ପପୁନି ମହାରଣା ନିଜେ ଜଣେ ଦିବ୍ୟାଙ୍ଗ ହୋଇ ମଧ୍ୟ ସୋନପୁର , ଭୁବନେଶ୍ୱର ଏବଂ ଗଞ୍ଜାମ ଭଳି ବିଭିନ୍ନ ଅଞ୍ଚଳରୁ ୧୨ ଜଣ ଦିବ୍ୟାଙ୍ଗ ମାନଙ୍କୁ ଏକାଠି...

Read more

ରାଜ୍ୟରେ କଲବଲ କରୁଛି ତାତି; ଆସନ୍ତା ୫ ଦିନ ଯାଏଁ ତାତିରୁ ନାହିଁ ତ୍ରାହି

ମୌସୁମୀର ଆଗମନ ପର୍ଯ୍ୟନ୍ତ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ: ସିଇସି

ଭୁବନେଶ୍ବର: ରାଜ୍ୟରେ କଲବଲ କରୁଛି ତାତି । ଆଗାମୀ ସପ୍ତାହରେ ଆହୁରି ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବଢିବା ସମ୍ଭାବନା ରହିଛି ।  ଆସନ୍ତା ପାଞ୍ଚ ଦିନ ଯାଏ ତାତିରୁ ନାହିଁ ତ୍ରାହି । ୫ ଦିନ ଯାଏଁ ରାଜ୍ୟରେ ପ୍ରବଳ ଗରମ...

Read more

ଇରାନ ଉପରେ ଆକ୍ରମଣ ପାଇଁ ଇସ୍ରାଏଲୀ ବାୟୁସେନା ସଜାଗ , ଟାର୍ଗେଟ ତାଲିକା ପ୍ରସ୍ତୁତ

ଇରାନ ଉପରେ ଆକ୍ରମଣ ପାଇଁ ଇସ୍ରାଏଲୀ ବାୟୁସେନା ସଜାଗ , ଟାର୍ଗେଟ ତାଲିକା ପ୍ରସ୍ତୁତ

ହର୍ମୁଜ୍ ପ୍ରଣାଳୀ ନିକଟରେ ଭାରତୀୟ ଟ୍ୟାଙ୍କର୍‌ଗୁଡ଼ିକୁ ଟାର୍ଗେଟ କରାଯାଇଛି । ଭାରତ ଏହି ପ୍ରସଙ୍ଗରେ ପ୍ରତିବାଦ ପ୍ରକାଶ କରିଛି । ଭାରତରେ ଇରାନର ସର୍ବୋଚ୍ଚ ନେତାଙ୍କ ପ୍ରତିନିଧି ଡକ୍ଟର ଅବଦୁଲ ମାଜିଦ ହାକିମ ଏଲାହିଙ୍କୁ ଆକ୍ରମଣ ବିଷୟରେ ପଚରାଯିବାରୁ ସେ କହିଛନ୍ତି...

Read more
Page 55 of 495 1 54 55 56 495

Welcome Back!

Login to your account below

Create New Account!

Fill the forms bellow to register

Retrieve your password

Please enter your username or email address to reset your password.