ସମସ୍ୟା

ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ, କହିଲେ ନବୀନ ପଟ୍ଟନାୟକ

ବଜେଟକୁ ନେଇ ନବୀନ କହିଲେ- Full Menu in Empty Kitchen

ଭୁବନେଶ୍ୱର : ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଉପରେ ବିଜେପି ସାଂସଦ ନିଶିକାନ୍ତ ଦୁବେ ଦେଇଥିବା ବିବାଦୀୟ ବୟନାକୁ ନେଇ ବର୍ଷିଲେ ନବୀନ । ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ ବୋଲି କହିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ସେ ମାନସିକ...

Read more

ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ, ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ, ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

ପୁରୀ : ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ । ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଛି । ପୁରୀ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ମୃତ ପର୍ଯ୍ୟଟକଙ୍କ ପରିଚୟ ମିଳିପାରିନାହିଁ । ଦୁଇ ଜଣ ଗାଧୋଉଥିବାବେଳେ ବୁଡି ଯାଇଥିଲେ। ସୂଚନା...

Read more

ଦେଶର ସମସ୍ତ ପେଟ୍ରୋଲ ପମ୍ପରେ ପର୍ଯ୍ୟାପ୍ତ ପରିମାଣରେ ପେଟ୍ରୋଲ ଏବଂ ଡିଜେଲ ଉପଲବ୍ଧ: କେନ୍ଦ୍ର

ଦେଶର ସମସ୍ତ ପେଟ୍ରୋଲ ପମ୍ପରେ ପର୍ଯ୍ୟାପ୍ତ ପରିମାଣରେ ପେଟ୍ରୋଲ ଏବଂ ଡିଜେଲ ଉପଲବ୍ଧ: କେନ୍ଦ୍ର

ନୂଆଦିଲ୍ଲୀ: ପଶ୍ଚିମ ଏସିଆର ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ସରକାର ପ୍ରମୁଖ କ୍ଷେତ୍ରଗୁଡ଼ିକରେ ସ୍ଥିରତା ସୁନିଶ୍ଚିତ କରିବା ପାଇଁ ଆବଶ୍ୟକ ପ୍ରସ୍ତୁତି ଏବଂ ପ୍ରତିକ୍ରିୟା ପଦକ୍ଷେପ ଗ୍ରହଣ କରୁଛନ୍ତି। ଶକ୍ତି ଯୋଗାଣ, ସାମୁଦ୍ରିକ କାର୍ଯ୍ୟ ଏବଂ ଏହି କ୍ଷେତ୍ରରେ ଭାରତୀୟ ନାଗରିକମାନଙ୍କୁ ସହାୟତା...

Read more

ନୂତନ ଆବେଦନ ପାଇଁ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି, ଏପ୍ରିଲ ୧ ରୁ ଆରମ୍ଭ ହେବ ସୁଭଦ୍ରା ପଞ୍ଜୀକରଣ ପ୍ରକ୍ରିୟା

ସୁଭଦ୍ରାକୁ ନେଇ ବଡ଼ ଖବର; ଏକାଥରେ ମିଳିବ ସୁଭଦ୍ରାର ୩ କିସ୍ତି ଟଙ୍କା

ଭୁବନେଶ୍ୱର : ନୂତନ ଆବେଦନ ପାଇଁ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି ।  ଏପ୍ରିଲ ୧ରୁ ଆରମ୍ଭ ହେବ ପଞ୍ଜୀକରଣ ପ୍ରକ୍ରିୟା । ରାଜ୍ୟର ମହିଳାମାନଙ୍କ ଆର୍ଥିକ ସଶକ୍ତିକରଣ ତଥା ସ୍ୱାବଲମ୍ବନ ପାଇଁ ରାଜ୍ୟ ସରକାରଙ୍କ ଅଭିନବ ପ୍ରୟାସ ‘ସୁଭଦ୍ରା ଯୋଜନା’ ଅଧୀନରେ...

Read more

ରତ୍ନ ଭଣ୍ଡାର ଗଣତି କଥା ମୁଁ ଜାଣିନି: ପୁରୀ ଶଙ୍କରାଚାର୍ଯ୍ୟ

ରତ୍ନ ଭଣ୍ଡାର ଗଣତି କଥା ମୁଁ ଜାଣିନି: ପୁରୀ ଶଙ୍କରାଚାର୍ଯ୍ୟ

ଭୁବନେଶ୍ଵର : ରତ୍ନଭଣ୍ଡାର ଗଣତି ମଣତି ପ୍ରସଙ୍ଗରେ ବଡ ବୟାନ ରଖିଲେ ପୁରୀ ଶଙ୍କରାଚାର୍ଯ୍ୟ ଜଗତଗୁରୁ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀ। ରତ୍ନଭଣ୍ଡାର ଗଣତିମଣତି କଥା ମୁଁ ଜାଣି ନାହିଁ ବୋଲି କହିଛନ୍ତି ଶଙ୍କାରଚାର୍ଯ୍ୟ। ଶ୍ରୀମନ୍ଦିର ପ୍ରଶାସନ କିମ୍ବା ଜିଲ୍ଲା ପ୍ରଶାସନ ମୋତେ କିଛି...

Read more

ଫାଙ୍କା ଗୁଳିଚାଳନା ଭାଇରାଲ ଭିଡିଓ ଘଟଣା, ଟିଟିଲାଗଡ଼ ବିଧାୟକ ନବୀନ ଜୈନଙ୍କ PSO ନିଲମ୍ବିତ

ଫାଙ୍କା ଗୁଳିଚାଳନା ଭାଇରାଲ ଭିଡିଓ ଘଟଣା, ଟିଟିଲାଗଡ଼ ବିଧାୟକ ନବୀନ ଜୈନଙ୍କ PSO ନିଲମ୍ବିତ

ଭୁବନେଶ୍ବର: ଫାଙ୍କା ଗୁଳିଚାଳନା ନେଇ ଭାଇରାଲ ଭିଡିଓ ଘଟଣାରେ ଟିଟିଲାଗଡ଼ ବିଧାୟକ ନବୀନ ଜୈନଙ୍କ PSO ନିଲମ୍ବିତ ।  ପିଏସଓ ପ୍ରେମଚାନ୍ଦ ନାଗଙ୍କୁ ସସପେଣ୍ଡ କରାଯାଇଛି । ବନ୍ଧୁକ ଜବତ କରାଯିବା ସହ ଆଇନଗତ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ଟିଟିଲାଗଡ ଥାନାରେ ଆର୍ମସ...

Read more

କ୍ୟାଟ ବାର ନିର୍ବାଚନ : ଦେବେନ୍ଦ୍ର ସଭାପତି, ରମାକାନ୍ତ ସମ୍ପାଦକ

କ୍ୟାଟ ବାର ନିର୍ବାଚନ : ଦେବେନ୍ଦ୍ର ସଭାପତି, ରମାକାନ୍ତ ସମ୍ପାଦକ

କ୍ୟାଟ ବାର ଆସୋସିଏସନର ୨୦୨୬-୨୭ ବର୍ଷ ପାଇଁ ନିର୍ବାଚନ ଅନୁଷ୍ଠିତ ହେଇ ଫଳାଫଳ ଘୋଷଣା ହୋଇଯାଇଛି। ଏହି ନିର୍ବାଚନରେ ଦେବେନ୍ଦ୍ର କୁମାର ବେହେରା ସଭାପତି, ପ୍ରଭାସ ରଞ୍ଜନ ଜୀବନ ଦାଶ ଉପ-ସଭାପତି, ରମାକାନ୍ତ ସାହୁ ସମ୍ପାଦକ, ଅର୍ପିତ ସିକଦାର ସହ-ସମ୍ପାଦକ ଓ...

Read more

କରୋନା ଭୂତାଣୁର ଏକ ନୂଆ ରୂପ, ୨୩ଟି ଦେଶକୁ ମାଡ଼ିଗଲାଣି ‘ସିକାଡ଼ା’

ପୁଣି ଡରାଇଲାଣି କରୋନା: ଗତ ୨୪ ଘଣ୍ଟାରେ ଦିଲ୍ଲୀରେ ୨୩ଜଣ ପଜିଟିଭ୍ ଚିହ୍ନଟ

ନୂଆଦିଲ୍ଲୀ: ପୁଣି ଫେରିଲା କରୋନା ଡର। ନୂଆ ଭାରିଆଣ୍ଟର ନାଁ ‘ସିକାଡ଼ା’। ପ୍ରଥମେ ଦକ୍ଷିଣ ଆଫ୍ରିକାରେ ଠାବ ହୋଇଥିଲା । ବର୍ତ୍ତମାନ ୨୩ଟି ଦେଶକୁ ମାଡ଼ିଗଲାଣି । ବୈଜ୍ଞାନିକ ଏହାର ନାଁ BA.3.2 ବା ‘ସିକାଡ଼ା ରଖିଛନ୍ତି । ଏହା ଓମିକ୍ରନ୍ ପରିବାରର...

Read more

ଲଦାଖରେ ବଡ ଧରଣର ହିମସ୍ଖଳନ, ୭ ମୃତ ଓ ୫ ଗୁରୁତର ଆହତ

ଲଦାଖରେ ବଡ ଧରଣର ହିମସ୍ଖଳନ, ୭ ମୃତ ଓ ୫ ଗୁରୁତର ଆହତ

ଲଦାଖ: ଲଦାଖରେ ବଡ ଧରଣର ହିମସ୍ଖଳନ। ଶ୍ରୀନଗର -ଲେହ ଜାତୀୟ ରାଜପଥରେ ଏକ ଭୟଙ୍କର ହିମସ୍ଖଳନ ହୋଇଛି । ଏହି ଦୁର୍ଘଟଣାରେ ୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଗୁରୁତର ଆହତ ହୋଇଛନ୍ତି । ଏବେ ବି ବରଫ ଭିତରେ...

Read more
Page 68 of 495 1 67 68 69 495

Welcome Back!

Login to your account below

Create New Account!

Fill the forms bellow to register

Retrieve your password

Please enter your username or email address to reset your password.