ସମସ୍ୟା

କୋର୍ଟ ଚାଲାଣ ବେଳେ କଏଦୀ ଫେରା, ମେଡିକାଲ ପାଚେରୀ ଡେଇଁ ଚମ୍ପଟ

କୋର୍ଟ ଚାଲାଣ ବେଳେ କଏଦୀ ଫେରା, ମେଡିକାଲ ପାଚେରୀ ଡେଇଁ ଚମ୍ପଟ

ଜଗତସିଂହପୁର: କୋର୍ଟ ଚାଲାଣ ବେଳେ କଏଦୀ ଫେରାର । ଜଗତସିଂହପୁର ଜିଲ୍ଲା ବିରିଡ଼ି ଥାନାରୁ କୋର୍ଟ ଚାଲାଣ କରାଯିବା ବେଳେ ପୋଲିସକୁ ଚକମା ଦେଇ କଏଦୀ ଫେରାର ହୋଇଯାଇଛି । ବିରିଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ଡାକ୍ତରୀ ମାଇନା କରିବାକୁ ପୋଲିସ ଆଣିଥିଲା ।...

Read more

କାଳବୈଶାଖୀ ବର୍ଷାରେ ଭିଜିଲା ଅଧା ଓଡ଼ିଶା, ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

କାଳବୈଶାଖୀ ବର୍ଷାରେ ଭିଜିଲା ଅଧା ଓଡ଼ିଶା, ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : କାଳବୈଶାଖୀ ବର୍ଷାରେ ଭିଜିଲା ଅଧା ଓଡ଼ିଶା । ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ ସଂଲଗ୍ନ ଘୂର୍ଣ୍ଣିବଳୟ ପ୍ରଭାବରେ ବର୍ଷା ହୋଇଛି । ଗତକାଲି କିଛି କିଛି ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବା ସହ...

Read more

ଓଡ଼ିଶା ଭିଜିଲାନ୍ସ ଇତିହାସରେ ସବୁଠାରୁ ବଡ଼ ନଗଦ ଜବତ, ଖଣି ଅଫିସରଙ୍କ ଘରୁ ମିଳିଲା ୪ କୋଟି କ୍ୟାସ୍

ଓଡ଼ିଶା ଭିଜିଲାନ୍ସ ଇତିହାସରେ ସବୁଠାରୁ ବଡ଼ ନଗଦ ଜବତ, ଖଣି ଅଫିସରଙ୍କ ଘରୁ ମିଳିଲା ୪ କୋଟି କ୍ୟାସ୍

କଟକ : ଖଣି ଅଫିସରଙ୍କ ଘରୁ ମିଳିଲା ୪ କୋଟି । ଓଡ଼ିଶା ଭିଜିଲାନ୍ସ ଇତିହାସରେ ସବୁଠାରୁ ବଡ଼ ନଗଦ ଜବତ । କଟକ ସର୍କଲ ଖଣି ଉପ ନିର୍ଦ୍ଦେଶକ ଦେଵବ୍ରତ ମହାନ୍ତିଙ୍କ ଘରେ ଟଙ୍କାର ପାହାଡ଼ । ଭୁବନେଶ୍ୱର ପଟିଆସ୍ଥିତ ଫ୍ଲାଟରୁ...

Read more

ଶାରୀରିକ ସମ୍ପର୍କ ପରେ କୁଣ୍ଡଳୀ ମେଳକ ବାହାନା କରି ବିବାହ ମନା କରିବା ଅପରାଧ: ଦିଲ୍ଲୀ ହାଇକୋର୍ଟ

ଶାରୀରିକ ସମ୍ପର୍କ ପରେ କୁଣ୍ଡଳୀ ମେଳକ ବାହାନା କରି ବିବାହ ମନା କରିବା ଅପରାଧ: ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ : ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ପରେ କୁଣ୍ଡଳୀ ମେଳକ ହେଉନାହିଁ କହି ବିବାହ ପାଇଁ ମନା କରିବା ଏକ ଅପରାଧ । ଶାରୀରିକ ସମ୍ପର୍କ ପରେ ଓଲଟିଲେ ହେବ ଜେଲ୍ । କୁଣ୍ଡଳୀ ମେଳକ ବାହାନା କରି...

Read more

ଆଜି ବସିବ ଶ୍ରୀମନ୍ଦିର ଛତିଶାନିଯୋଗର ଗୁରୁତ୍ୱପୂର୍ଣ୍ଣ ବୈଠକ, ଗ୍ରହଣ ସ୍ପର୍ଶର ୯ ଘଣ୍ଟା ପୂର୍ବରୁ ଦେବନୀତି କରାଯିବ

ଆଜି ବସିବ ଶ୍ରୀମନ୍ଦିର ଛତିଶାନିଯୋଗର ଗୁରୁତ୍ୱପୂର୍ଣ୍ଣ ବୈଠକ, ଗ୍ରହଣ ସ୍ପର୍ଶର ୯ ଘଣ୍ଟା ପୂର୍ବରୁ ଦେବନୀତି କରାଯିବ

ଭୁବନେଶ୍ବର: ଆଜି ବସିବ ଶ୍ରୀମନ୍ଦିର ଛତିଶାନିଯୋଗର ଗୁରୁତ୍ୱପୂର୍ଣ୍ଣ ବୈଠକ । ଅପରାହ୍ନ ୫ଟାରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ଅଧକ୍ଷତାରେ ବସିବ ବୈଠକ । ବୈଠକରେ ଆସନ୍ତା ମାର୍ଚ୍ଚ ୨ ତାରିଖରେ ମେଣ୍ଢାପୋଡି ଏବଂ ୩ ତାରିଖରେ ଦୋଳପୂର୍ଣ୍ନିମା ନୀତି ଉପରେ...

Read more

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ସ୍ପଷ୍ଟ ଚିହ୍ନିତ, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ସ୍ପଷ୍ଟ ଚିହ୍ନିତ, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ଦୁଇ ଦିନ ରାଜ୍ୟରେ ବର୍ଷା । ବଜ୍ରପାତ ଓ ଝଡ଼ ତୋଫାନ ପାଇଁ ଆଞ୍ଚଳିକ ପାଣିପାଗ ବିଭାଗର ସତର୍କତା ସୂଚନା । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ସ୍ପଷ୍ଟ ଚିହ୍ନିତ ହୋଇଛି । ଏହା ପଶ୍ଚିମ-ଉତ୍ତର ପଶ୍ଚିମ...

Read more

ମାଟି ଖୋଳୁ ଖୋଳୁ ବାହାରିଲେ ଶିବ ଲିଙ୍ଗ

ମାଟି ଖୋଳୁ ଖୋଳୁ ବାହାରିଲେ ଶିବ ଲିଙ୍ଗ

ଯାଜପୁର ଟାଉନ ଅନ୍ତର୍ଗତ ଅନିରୁଦ୍ଧପୁର ଗ୍ରାମ ରେ ଆଜି ଏକ ଚାଞ୍ଚଲ୍ୟ କର ଘଟଣା ଘଟିଯାଇଛି । ଚାଷ ଜମିରୁ ମାଟି ଖୋଳା ହେଉଥିବା ସମୟରେ ହଠାତ୍ ଟ୍ରାକ୍ଟର ବାଜିବାରୁ ସେହି ସ୍ଥାନ କୁ ଖୋଳିବା ବନ୍ଦ କରିଦେଇଥିଲେ ଡ଼୍ରାଇଭର ଜଣକ...

Read more

ଭୁବନେଶ୍ୱର ମାର୍କେଟ କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ: ପାଣି ଦ୍ଵାରା ନୁହେଁ, ଫୋମ ଦ୍ଵାରା ନିଆଁକୁ ଆୟତ କରାଯିବ

ଭୁବନେଶ୍ୱର ମାର୍କେଟ କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ: ପାଣି ଦ୍ଵାରା ନୁହେଁ, ଫୋମ ଦ୍ଵାରା ନିଆଁକୁ ଆୟତ କରାଯିବ

ଭୁବନେଶ୍ୱର : ପାଣି ଦ୍ଵାରା ନୁହେଁ, ଫୋମ ଦ୍ଵାରା ନିଆଁକୁ ଆୟତ କରାଯିବ । ନିଆଁକୁ ଆୟତ କରିବା ବର୍ତ୍ତମାନ ସମ୍ଭବ ହେଉନାହିଁ । ତେଣୁ ଫୋମର ସହାୟତା ନିଆଯିବ । ଅଗ୍ନିଶମ ଗାଡ଼ି ସମ୍ପୂର୍ଣ ଭାବରେ ମହଜୁଦ ଅଛି । ପାଣି...

Read more

ମାର୍ଚ୍ଚ ୩୧ ସୁଦ୍ଧା ସରକାରୀ କର୍ମଚାରୀଙ୍କ ସମ୍ପତ୍ତି ତାଲିକା ଦାଖଲ ନିର୍ଦ୍ଦେଶ

ମାର୍ଚ୍ଚ ୩୧ ସୁଦ୍ଧା ସରକାରୀ କର୍ମଚାରୀଙ୍କ ସମ୍ପତ୍ତି ତାଲିକା ଦାଖଲ ନିର୍ଦ୍ଦେଶ

ଭୁବନେଶ୍ବର: ଚଳିତ ବର୍ଷ ମାର୍ଚ୍ଚ ୩୧ ସୁଦ୍ଧା ସରକାରୀ କର୍ମଚାରୀଙ୍କ ସମ୍ପତ୍ତି ତାଲିକା ଦାଖଲ ନିର୍ଦ୍ଦେଶ । ଓଡ଼ିଶା ସରକାର ୨୦୨୫ ମସିହା ପାଇଁ ସମ୍ପତ୍ତି ବିବରଣୀ ଦାଖଲ କରିବାର ଶେଷ ତାରିଖ ବୃଦ୍ଧି କରିଛନ୍ତି, ଯାହା ରାଜ୍ୟ ସାରା ସରକାରୀ...

Read more

ପାରାଦୀପ ହେବ ସ୍ପୋର୍ଟସ୍ ହବ୍

ପାରାଦୀପ ହେବ ସ୍ପୋର୍ଟସ୍ ହବ୍

ଭୁବନେଶ୍ବର: ରାଜ୍ୟରେ କ୍ରୀଡ଼ା ଭିତ୍ତିଭୂମିର ବିକାଶ ଓ ତୃଣମୂଳସ୍ତରରୁ ପ୍ରତିଭାଙ୍କୁ ଆଗକୁ ଆଣିବା ପାଇଁ ରାଜ୍ୟ ସରକାର ନିରନ୍ତର ପ୍ରୟାସ ଜାରି ରଖିଛନ୍ତି। ଏହିକ୍ରମରେ ପାରାଦୀପକୁ ପ୍ରମୁଖ କ୍ରୀଡା ହବ୍ ଭାବେ ଗଢି ତୋଳିବାକୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଶିଳ୍ପ, ଦକ୍ଷତା...

Read more
Page 84 of 496 1 83 84 85 496

Welcome Back!

Login to your account below

Create New Account!

Fill the forms bellow to register

Retrieve your password

Please enter your username or email address to reset your password.