ସମସ୍ୟା

ବଡ଼ ଦୁର୍ଘଟଣାରୁ ଟଳିଲା, ଚେନ୍ନାଇ ସେଣ୍ଟ୍ରାଲ ଏକ୍ସପ୍ରେସ୍ ଲାଇନଚ୍ୟୁତ

ବଡ଼ ଦୁର୍ଘଟଣାରୁ ଟଳିଲା, ଚେନ୍ନାଇ ସେଣ୍ଟ୍ରାଲ ଏକ୍ସପ୍ରେସ୍ ଲାଇନଚ୍ୟୁତ

ଯାଜପୁର: ନ୍ୟୁ ଜଲପାଇଗୁଡ଼ି ସୁପରଫାଷ୍ଟ ଏକ୍ସପ୍ରେସ୍ ଲାଇନଚ୍ୟୁତ। ଯାଜପୁର ଜିଲ୍ଲା ଯଖପୁରା ରେଳଷ୍ଟେସନରେ ଲାଇନଚ୍ୟୁତ ହୋଇଛି । ଷ୍ଟେସନର ୪ ନମ୍ବର ପ୍ଲାଟଫର୍ମରେ ଟ୍ରାକରୁ ଖସିଥିଲା ୩ଟି ବଗି । ଗୋଟିଏ ଏସି ଓ ଦୁଇଟି ଜେନେରାଲ ବଗି ଲାଇନଚ୍ୟୁତ ହୋଇଛି। ଅଘଟଣ...

Read more

ଆଜିଠୁ ନକ୍ସଲମୁକ୍ତ ହେଲା କୋରାପୁଟ ଜିଲ୍ଲା, ଦକ୍ଷିଣପଶ୍ଚିମାଞ୍ଚଳ ଡିଆଇଜି କନୱର ବିଶାଳ ସିଂହଙ୍କ ସୂଚନା

ଆଜିଠୁ ନକ୍ସଲମୁକ୍ତ ହେଲା କୋରାପୁଟ ଜିଲ୍ଲା, ଦକ୍ଷିଣପଶ୍ଚିମାଞ୍ଚଳ ଡିଆଇଜି କନୱର ବିଶାଳ ସିଂହଙ୍କ ସୂଚନା

କୋରାପୁଟ: ଆଜିଠୁ ନକ୍ସଲମୁକ୍ତ ହେଲା କୋରାପୁଟ । ପ୍ରେସମିଟରେ ସୂଚନା ଦେଲେ ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି ଡକ୍ଟର କନୱର ବିଶାଳ ସିଂହ । ଏସିଏମ କ୍ୟାଡର ମାଓବାଦୀ ମମତା ପଡ଼ିଆମି ଆତ୍ମସମର୍ପଣ କରିଛନ୍ତି । ରାଇଫଲ ଓ ବିଭିନ୍ନ ଗୋଳାବାରୁଦ ସହ ମମତା...

Read more

SIR କୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି, ପଶ୍ଚିମବଙ୍ଗ ସହିତ ଅନ୍ୟାୟ ହେଉଛି ବୋଲି କହିଲେ ମମତା ବାନାର୍ଜୀ

SIR କୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି, ପଶ୍ଚିମବଙ୍ଗ ସହିତ ଅନ୍ୟାୟ ହେଉଛି ବୋଲି କହିଲେ ମମତା ବାନାର୍ଜୀ

ନୂଆଦିଲ୍ଲୀ : ପଶ୍ଚିମବଙ୍ଗରେ ଭୋଟର ତାଲିକା ସଂଶୋଧନକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି । ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନିଜେ କୋର୍ଟରେ ହାଜର ହୋଇ ECI ଙ୍କ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟାକୁ ବିରୋଧ କରିଛନ୍ତି । ଶୁଣାଣି ବେଳେ ମମତା...

Read more

ଆଉ ଲୋକଙ୍କୁ ବାରମ୍ବାର ତହସିଲ ଅଫିସକୁ ଦୌଡ଼ିବାକୁ ପଡ଼ିବନି ହ୍ବାଟସଆପରେ ମିଳିବ ରାଜସ୍ବ ସେବା

ଆଉ ଲୋକଙ୍କୁ ବାରମ୍ବାର ତହସିଲ ଅଫିସକୁ ଦୌଡ଼ିବାକୁ ପଡ଼ିବନି ହ୍ବାଟସଆପରେ ମିଳିବ ରାଜସ୍ବ ସେବା

ଭୁବନେଶ୍ୱର : ହ୍ବାଟସଆପରେ ମିଳିବ ରାଜସ୍ବ ସେବା । ବଡ଼ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ୨୪ ଘଣ୍ଟିଆ ସେବା ଯୋଗାଇବ ରାଜସ୍ୱ ବିଭାଗ । ଜମି ଜମା ବାବଦରେ ସମସ୍ତ ଅଭିଯୋଗ ଓ ଆବେଦନ ଗ୍ରହଣ କରାଯିବ...

Read more

ମନ୍ଦିର ବେଢାରେ ଝାଡ଼ୁ ମାରିଲେ ରାଷ୍ଟ୍ରପତି, କଡାକଡି କରାଯାଇଛି ସୁରକ୍ଷା ବ୍ୟବସ୍ଥା

ମନ୍ଦିର ବେଢାରେ ଝାଡ଼ୁ ମାରିଲେ ରାଷ୍ଟ୍ରପତି, କଡାକଡି କରାଯାଇଛି ସୁରକ୍ଷା ବ୍ୟବସ୍ଥା

ରାଇରଙ୍ଗପୁର: ମନ୍ଦିର ବେଢାରେ ଝାଡ଼ୁ ମାରିଲେ ରାଷ୍ଟ୍ରପତି । ମୟୂରଭଞ୍ଜ ଗସ୍ତରେ ଯାଇ ରାଇରଙ୍ଗପୁର ଠାରେ ପୁର୍ନେଶ୍ବର ମନ୍ଦିରରେ ଝାଡୁ ମାରିଛନ୍ତି ।  ରାଇରଙ୍ଗପୁରରେ ପହଞ୍ଚିବା ପରେ ସେଠାରୁ ମନ୍ଦିର ଯାଇ ବାବା ପୁର୍ନେଶ୍ୱରଙ୍କ ଦର୍ଶନ କରିଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।...

Read more

ପରସ୍ପର ସହିତ ଧକ୍କା ହେଲା ୨ ବିମାନର ଡେଣା, ମୁମ୍ବାଇ ବିମାନବନ୍ଦରରେ ଅବତରଣ କଲା ଇଣ୍ଡିଗୋ ବିମାନ

ପରସ୍ପର ସହିତ ଧକ୍କା ହେଲା ୨ ବିମାନର ଡେଣା, ମୁମ୍ବାଇ ବିମାନବନ୍ଦରରେ ଅବତରଣ କଲା ଇଣ୍ଡିଗୋ ବିମାନ

ମୁମ୍ବାଇ : ମୁମ୍ବାଇର ବିମାନ ବନ୍ଦରରେ ଏୟାର୍ ଇଣ୍ଡିଆର ବିମାନ ଓ ଇଣ୍ଡିଗୋ ବିମାନର ଡେଣା ଭିତରେ ଧକ୍କା । ସୌଭାଗ୍ୟବଶତଃ ଏଥିରେ କୌଣସି କ୍ଷୟକ୍ଷତି ହୋଇନାହିଁ । ଦୁର୍ଘଟଣା ପରେ ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟର ଅଧିକାରୀ ଘଟଣାସ୍ଥଳରେ ପହଞ୍ଚିଥିଲେ ।...

Read more

ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ, ଚାରି ଜିଲ୍ଲାରେ ଚାରି ନେତାଙ୍କୁ ନୂଆ ଦାୟିତ୍ବ ଦେଲେ ବିଜେଡି ସୁପ୍ରିମୋ

ବିଜେଡି ସଙ୍ଗଠନରେ ବଡ଼ ପରିବର୍ତ୍ତନ ; ହଟିଲା ସଙ୍ଗଠନ ସମ୍ପାଦକ ପଦ, ଉପ-ସଭାପତି ହେଲେ ବବି ଦାସ

ଭୁବନେଶ୍ୱର : ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ ।  ତା ପୂର୍ବରୁ ଚାରି ସାଙ୍ଗଠନିକ ଜିଲ୍ଲାରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଚାରି ଜଣ ନେତାଙ୍କୁ ନୂଆ ଦାୟିତ୍ବ ଦେଇଛନ୍ତି ।  ଭଦ୍ରକ ଜିଲ୍ଲା ବିଜେଡି ସଭାପତି ଭାବେ ବିଧାୟକ ବ୍ୟୋମକେଶ...

Read more

ପୁରୀରେ ରାଷ୍ଟ୍ରପତି, ଶ୍ବେତଗଙ୍ଗାରେ ପିଣ୍ଡଦାନ ପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ଦର୍ଶନ କଲେ ଦ୍ରୌପଦୀ ମୁର୍ମୁ

ପୁରୀରେ ରାଷ୍ଟ୍ରପତି, ଶ୍ବେତଗଙ୍ଗାରେ ପିଣ୍ଡଦାନ ପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ଦର୍ଶନ କଲେ ଦ୍ରୌପଦୀ ମୁର୍ମୁ

ପୁରୀ : ପୁରୀରେ ରାଷ୍ଟ୍ରପତି । ଶ୍ବେତଗଙ୍ଗାରେ ପିଣ୍ଡଦାନ ପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ଦର୍ଶନ କରିଛନ୍ତି ଦ୍ରୌପଦୀ ମୁର୍ମୁ । ସକାଳ ୭ଟା ୪୦ ମିନିଟରେ ସିଂହଦ୍ବାର ଦେଇ ଶ୍ରୀମନ୍ଦିରରେ ପ୍ରବେଶ କରିଥିଲେ । ଅରୁଣ ସ୍ତମ୍ଭରେ ମୁଣ୍ଡିଆ ମାରି ଭିତରେ ପ୍ରବେଶ...

Read more

ଧାନ , ପାନ , ମୀନ ର ମାଟି ବାଲେଶ୍ୱର ଏଫ ଏମ୍ ୟୁ ର ଦ୍ୱାଦଶ ସମାବର୍ତ୍ତନ ଉତ୍ସବରେ ମହାମହିମ ରାଷ୍ଟ୍ରପତି

ଧାନ , ପାନ , ମୀନ ର ମାଟି ବାଲେଶ୍ୱର  ଏଫ ଏମ୍ ୟୁ ର ଦ୍ୱାଦଶ ସମାବର୍ତ୍ତନ ଉତ୍ସବରେ ମହାମହିମ ରାଷ୍ଟ୍ରପତି

ବାଲେଶ୍ୱର (ଭିଓଭି) ୩/୧ ; - ଆଜି ଫକୀରମୋହନ ବିଶ୍ବବିଦ୍ୟାଳୟର ଦ୍ୱାଦଶ ସମାବର୍ତ୍ତନ ଉତ୍ସବରେ ମହାମହିମ ରାଷ୍ଟ୍ରପତି ଶ୍ରୀମତି ଦ୍ରୈ। ପଦୀ ମୁର୍ମୁ ଯୋଗଦାନ କରିଥିଲେ । ପ୍ରଥମେ ବ୍ୟାସକବି ଫକୀରମୋହନ ସେନାପତିଙ୍କ ଙ୍କ ପ୍ରତୀମୂର୍ତ୍ତୀ ରେ ପୁଷ୍ପ ମାଲ୍ୟାର୍ପଣ କରିଥିଲେ...

Read more

ହ୍ବାଟ୍ସଆପ୍ କୁ ସୁପ୍ରିମ୍ ଚେତାବନୀ,  ଯଦି ଭାରତୀୟ ସମ୍ବିଧାନକୁ ଅନୁସରଣ କରିପାରୁନ ତେବେ ଭାରତ ଛାଡ଼ିଦିଅ

ପହଲଗାମ ଆକ୍ରମଣ ସମ୍ପର୍କରେ ସୁପ୍ରିମକୋର୍ଟରେ ଆବେଦନ: ଆବେଦନକାରୀଙ୍କୁ ଭର୍ତ୍ସନା କଲେ ସର୍ବୋଚ୍ଚ ନ୍ୟାୟଳୟ

ନୂଆଦିଲ୍ଲୀ : ହ୍ବାଟ୍ସଆପ୍ କୁ ସୁପ୍ରିମ୍ ଚେତାବନୀ ।  ଯଦି ତୁମେ ଭାରତୀୟ ସମ୍ବିଧାନକୁ ଅନୁସରଣ କରିପାରୁନ ତେବେ ଭାରତ ଛାଡ଼ିଦିଅ ।  ଭାରତର ଯେକୌଣସି ନାଗରିକଙ୍କ ବ୍ୟକ୍ତିଗତ ତଥ୍ୟ ସହିତ ଖେଳିବାରେ ହ୍ବାଟ୍ସଆପର କୌଣସି ଅଧିକାର ନାହିଁ। ବାଣିଜ୍ୟିକ ଉଦ୍ଦେଶ୍ୟରେ ବ୍ୟବହାର...

Read more
Page 99 of 497 1 98 99 100 497

Welcome Back!

Login to your account below

Create New Account!

Fill the forms bellow to register

Retrieve your password

Please enter your username or email address to reset your password.