• About Us
  • Contact Us
Thursday, February 26, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ବିଏମସି କମିଶନର ଭାବେ ଦାୟିତ୍ବ ନେଲେ ଚଞ୍ଚଲ ରାଣା, ପ୍ରଥମ ଦିନରେ ବିଭିନ୍ନ ଅଧିକାରୀଙ୍କ ସହ ଚାଲିଛି ବୈଠକ

by Voice of Victims
July 29, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ବିଏମସି କମିଶନର ଭାବେ ଦାୟିତ୍ବ ନେଲେ ଚଞ୍ଚଲ ରାଣା, ପ୍ରଥମ ଦିନରେ ବିଭିନ୍ନ ଅଧିକାରୀଙ୍କ ସହ ଚାଲିଛି ବୈଠକ

ଭୁବନେଶ୍ୱର : ବିଏମସି କମିଶନର ଭାବେ ଦାୟିତ୍ବ ନେଲେ ଚଞ୍ଚଲ ରାଣା । ୧୭ତମ ବିଏମସି କମିଶନର ଭାବେ ନେଲେ ଦାୟିତ୍ବ । ଭାରପ୍ରାପ୍ତ କମିଶନର ରତ୍ନାକର ସାହୁ ତାଙ୍କୁ ଦାୟିତ୍ବ ହସ୍ତାନ୍ତର କରିଛନ୍ତି । ଆଜି ପ୍ରଥମ ଦିନରେ ବିଏମସିର ବିଭିନ୍ନ ଅଧିକାରୀଙ୍କ ସହ ବୈଠକ ଚାଲିଛି । ଆଗାମୀ କାର୍ଯ୍ୟପନ୍ଥା ନେଇ ଆଲୋଚନା ହେଉଛି ।

ପୂର୍ବରୁ ପୁରୀ ଜିଲ୍ଲାପାଳ ଭାବେ ଦାୟିତ୍ୱରେ ଥିଲେ ଚଞ୍ଚଲ ରାଣା । ରଥଯାତ୍ରା ଅଘଟଣ ପରେ ସେ ପୁରୀ ଜିଲ୍ଲାପାଳ ଭାବେ ଦାୟିତ୍ବ ନେଇଥିଲେ ।

Post Views: 31
Share197Tweet123Send
Voice of Victims

Voice of Victims

Recent Posts

  • ଦୋଳପୂର୍ଣ୍ଣିମାରେ ଚନ୍ଦ୍ରଗ୍ରହଣ ପାଇଁ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ, ସୂଚନା ଦେଲେ ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ
  • କାଳବୈଶାଖୀ ବର୍ଷାରେ ଭିଜିଲା ଅଧା ଓଡ଼ିଶା, ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ଓଡ଼ିଶା ଭିଜିଲାନ୍ସ ଇତିହାସରେ ସବୁଠାରୁ ବଡ଼ ନଗଦ ଜବତ, ଖଣି ଅଫିସରଙ୍କ ଘରୁ ମିଳିଲା ୪ କୋଟି କ୍ୟାସ୍
  • ଶାରୀରିକ ସମ୍ପର୍କ ପରେ କୁଣ୍ଡଳୀ ମେଳକ ବାହାନା କରି ବିବାହ ମନା କରିବା ଅପରାଧ: ଦିଲ୍ଲୀ ହାଇକୋର୍ଟ
  • ଆଜି ବସିବ ଶ୍ରୀମନ୍ଦିର ଛତିଶାନିଯୋଗର ଗୁରୁତ୍ୱପୂର୍ଣ୍ଣ ବୈଠକ, ଗ୍ରହଣ ସ୍ପର୍ଶର ୯ ଘଣ୍ଟା ପୂର୍ବରୁ ଦେବନୀତି କରାଯିବ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In