• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଶେରଗଡ ପଞ୍ଚାୟତକୁ ଏନଏସି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

by Voice of Victims
February 14, 2024
in ମୁଖ୍ୟ ଖବର, ରାଜ୍ୟ
ଶେରଗଡ ପଞ୍ଚାୟତକୁ ଏନଏସି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଗଞ୍ଜାମ ଜିଲ୍ଲା ଶେରଗଡ଼କୁ ଏନଏସି ମାନ୍ୟତା ମିଳିଛି । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନଏସି ମାନ୍ୟତା ପ୍ରଦାନ ସମ୍ପର୍କରେ ଘୋଷଣା କରିଛନ୍ତି । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିନିକିଆ ଗଞ୍ଜାମ ଜିଲ୍ଲା ଗସ୍ତ କରିଛନ୍ତି । ଏହି ପରିପ୍ରେକ୍ଷୀରେ ଶେରଗଡ଼ ଠାରେ ଆୟୋଜିତ ଏକ ସଭାରେ ଜନସାଧାରଣ ସମ୍ବୋଧନ କରିବା ଅବସରରେ ମୁଖମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଶେରଗଡ଼କୁ ଏନଏସି ମାନ୍ୟତା ସମ୍ପର୍କରେ ଘୋଷଣା କରିଛନ୍ତି ।  ଏହାସହ ଶେରଗଡ ନିର୍ବାଚନମଣ୍ଡଳୀରେ ୩୦୦ କୋଟିର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି, ୫-ଟି ବ୍ୟବସ୍ଥାରେ ରୂପାନ୍ତରଣ କାର୍ୟ୍ୟକ୍ରମ ହିଞ୍ଜିଳି ଶେରଗଡରୁ ଆରମ୍ଭ ହୋଇଥିଲା । ମା’ ତାରାତାରିଣୀଙ୍କ ମନ୍ଦିର ନୂଆ ରୂପ ନେଇଛି । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ, ସମଲେଇ ପ୍ରକଳ୍ପର ରୂପାନ୍ତରଣ ସାରା ଦେଶର ଦୃଷ୍ଟି ଆକର୍ଷଣ କରିଛି । ଏବେ ରାଜ୍ୟର ୮ ହଜାରରୁ ଅଧିକ ସ୍କୁଲର ରୂପାନ୍ତରଣ କାମ ଶେଷ ହୋଇଛି । ଲୋକଙ୍କ ଖୁସି ମୋତେ ବହୁତ ଆନନ୍ଦ ଦେଇଛି । ଖୁବଶୀଘ୍ର ହସ୍ପିଟାଲ ରୂପାନ୍ତରଣ କାମ ଆରମ୍ଭ ହେବାକୁ ଯାଉଛି ।

Post Views: 43
Share197Tweet123Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In