କେନ୍ଦୁଝର: ଆଜି ପବିତ୍ର ମକର ସଂକ୍ରାନ୍ତି । ଏହି ମକର ସଂକ୍ରାନ୍ତି ଅବସରରେ ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ କେନ୍ଦୁଝର ଜିଲ୍ଲା ପାଟଣା ରାଜନଗରରେ ମକର ବୁଡ଼ ପକାଇଛନ୍ତି ।
ବୈତରଣୀ ନଦୀର ଶୈବ୍ୟା କାବେରୀ ଘାଟରେ ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ । ପୂଜାର୍ଚ୍ଚନା ପରେ ପତ୍ନୀଙ୍କ ସହ ବୁଡ଼ ପକାଇଛନ୍ତି।

Copyright © 2023.