• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ରଣପୁର ଆସୁଛନ୍ତି ମୁଖ୍ୟମନ୍ତ୍ରୀ

by Voice of Victims
December 28, 2024
in ଆଞ୍ଚଳିକ ଖବର, ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ରଣପୁର ଆସୁଛନ୍ତି ମୁଖ୍ୟମନ୍ତ୍ରୀ

ରଣପୁର (ଭିଓଭି): ଗତ କିଛି ଦିନ ଧରି ରଣପୁର ଅଞ୍ଚଳରେ ଲଗାଣ ବର୍ଷା ଲାଗି ରହିଥିଲା । ଏହି ଲଗାଣ ବର୍ଷାର ଚାଷୀମାନଙ୍କ ଧାନ ଫସଲ ନଷ୍ଟ ହୋଇଛି। ଏପରିକି ଧାନକେଣ୍ଡା ସବୁ ଗଜା ହୋଇଯାଇଛି। ଚାଷୀମାନେ ଧାର କରଜ କରି ଚାଷ କାର୍ଯ୍ୟ କରିଥିବା ବେଳେ ଧାନ ଫସଲ ବର୍ଷାରେ ନଷ୍ଟ ହୋଇ ଚାଷ ଜମିରେ ଗଜା ହେବା ବୋଝ ଉପରେ ନଳିତା ବିଡା ସଦୃଶ ହୋଇଥିଲା । ବାଚସ୍ପତି ତଥା ରଣପୁର ବିଧାୟିକା ସୁରମା ପାଢ଼ୀଙ୍କ ସମେତ କୃଷକ ଯୁବ ମୋର୍ଚ୍ଚା, ବ୍ଲକ ଅଧ୍ୟକ୍ଷା କୃଷକମାନଙ୍କ ସହିତ ଆଲୋଚନା କରି ଜମିକୁ ଯାଇ ସ୍ଥିତି ଅନୁଧ୍ୟାନ କରିଥିଲେ। ତେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିଧା ସଳଖ ଚାଷୀମାନଙ୍କ ସହ କଥାବାର୍ତ୍ତା କରି ସ୍ଥିତି ଅନୁଧ୍ୟାନ କରି କ୍ଷୟକ୍ଷତିର ଆକଳନ କରିବା ପାଇଁ ଆସନ୍ତାକାଲି ଅର୍ଥାତ ୨୯ ଡିସେମ୍ବର ରବିବାର ପୂର୍ବାହ୍ନ ୧୧ଟାରେ ରଣପୁର ବ୍ଲକକୁ ଆସିବେ ବୋଲି ଜଣାପଡିଛି |

Post Views: 182
Share216Tweet135Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In