• About Us
  • Contact Us
Sunday, March 29, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ମୁଖ୍ୟମନ୍ତ୍ରୀ ଶୁଭାରମ୍ଭ କଲେ ‘ହର୍ ଘର୍ ତ୍ରିରଙ୍ଗା’

by Voice of Victims
August 12, 2024
in ମୁଖ୍ୟ ଖବର, ରାଜ୍ୟ
ମୁଖ୍ୟମନ୍ତ୍ରୀ ଶୁଭାରମ୍ଭ କଲେ ‘ହର୍ ଘର୍ ତ୍ରିରଙ୍ଗା’

ଭୁବନେଶ୍ୱର: ‘ହର୍ ଘର୍ ତ୍ରିରଙ୍ଗା’ ଅଭିଯାନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଲୋକସେବା ଭବନ ପରିସରରେ ଜୟ ହିନ୍ଦ୍ ଲେଖି ଅଭିଯାନର ଶୁଭାରମ୍ଭ କରିଛନ୍ତି ସିଏମ୍ । ତାଙ୍କ ସହ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ଓ କେଭି. ସିଂ ଦେଓ ମଧ୍ୟ ଉପସ୍ଥିତ ରହି ଦସ୍ତଖତ କରିଥିଲେ । ପରେ ଜଣ ଜଣ କରି ଦଳର ମନ୍ତ୍ରୀ ଓ ବିଧାୟକମାନେ ଦସ୍ତଖତ କରିଥିଲେ । ଏହାପରେ ଏକାଠି ତ୍ରିରଙ୍ଗା ପତାକା ଉଡାଇ ଫହର୍ ଘର୍ ତ୍ରିରଙ୍ଗା’ ଅଭିଯାନରେ ରାଜ୍ୟବାସୀ ସାମିଲ୍ ହେବା ପାଇଁ ଅପିଲ୍ କରିଛନ୍ତି । ଅଗଷ୍ଟ ୧୫ରେ ଦେଶ ସ୍ବାଧୀନତାର ୭୭ତମ ବର୍ଷପୂର୍ତ୍ତି ପାଳନ କରିବ । ଏହି ଅବସରରେ ଫହର୍ ଘର୍ ତ୍ରିରଙ୍ଗା’ ଅଭିଯାନରେ ସାମିଲ୍ ହୋଇ ଦେଶପ୍ରତି ନିଜ ଭାବନାକୁ ଜାଗୃତ ଏବଂ ଜୀବନ୍ତ କରିବାକୁ ଆହ୍ବାନ ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ସମସ୍ତେ ନିଜ ଘରେ ଜାତୀୟ ପତାକା ଉତ୍ତୋଳନ କରନ୍ତୁ ଏବଂ ନିଜର ସେଲ୍‌ଫି  harghartiranga.comରେ ଅପଲୋଡ କରିବାକୁ ଅନୁରୋଧ କରିଛନ୍ତି ପିଏମ୍ । ଦେଶବାସୀଙ୍କୁ ଜାତୀୟ ପତାକାର ମହତ୍ତ୍ବକୁ ଉପଲବ୍ଧ କରାଇବା ଏହି ଅଭିଯାନର ଉଦ୍ଦେଶ୍ୟ ଅଟେ । 

Post Views: 63
Share205Tweet128Send
Voice of Victims

Voice of Victims

Recent Posts

  • ଦେଶର ସମସ୍ତ ପେଟ୍ରୋଲ ପମ୍ପରେ ପର୍ଯ୍ୟାପ୍ତ ପରିମାଣରେ ପେଟ୍ରୋଲ ଏବଂ ଡିଜେଲ ଉପଲବ୍ଧ: କେନ୍ଦ୍ର
  • ନୂତନ ଆବେଦନ ପାଇଁ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି, ଏପ୍ରିଲ ୧ ରୁ ଆରମ୍ଭ ହେବ ସୁଭଦ୍ରା ପଞ୍ଜୀକରଣ ପ୍ରକ୍ରିୟା
  • ରତ୍ନ ଭଣ୍ଡାର ଗଣତି କଥା ମୁଁ ଜାଣିନି: ପୁରୀ ଶଙ୍କରାଚାର୍ଯ୍ୟ
  • ଫାଙ୍କା ଗୁଳିଚାଳନା ଭାଇରାଲ ଭିଡିଓ ଘଟଣା, ଟିଟିଲାଗଡ଼ ବିଧାୟକ ନବୀନ ଜୈନଙ୍କ PSO ନିଲମ୍ବିତ
  • କ୍ୟାଟ ବାର ନିର୍ବାଚନ : ଦେବେନ୍ଦ୍ର ସଭାପତି, ରମାକାନ୍ତ ସମ୍ପାଦକ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In