• About Us
  • Contact Us
Monday, August 10, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

କେନ୍ଦୁଝରରେ ଇ-ବସ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

by Voice of Victims
April 29, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ସମସ୍ୟା
କେନ୍ଦୁଝରରେ ଇ-ବସ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କେନ୍ଦୁଝର ଜିଲ୍ଲାର ସାମଗ୍ରିକ ବିକାଶ ଓ ଗମନାଗମନ ବ୍ୟବସ୍ଥାକୁ ବିଶ୍ୱସ୍ତରୀୟ କରିବା ଲକ୍ଷ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କେନ୍ଦୁଝର ଠାରେ ଏକାଧିକ ମହତ୍ତ୍ୱପୂର୍ଣ୍ଣ ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଆୟୋଜିତ ବିକାଶ ସମାବେଶରେ ଜିଲ୍ଲାର ସାମଗ୍ରିକ ପ୍ରଗତି ପାଇଁ ମୁଖ୍ୟମନ୍ତ୍ରୀଙ୍କ କରକମଳରେ ପ୍ରାୟ ୧,୩୩୦ କୋଟି ୨୪ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ମୋଟ ୧୮୭ଟି ପ୍ରକଳ୍ପର ଲୋକାର୍ପଣ, ଭିତ୍ତିପ୍ରସ୍ତର ସ୍ଥାପନ ଓ ନୂତନ ଘୋଷଣା କରାଯାଇଛି।

ଜିଲ୍ଲାବାସୀଙ୍କୁ ସ୍ମାର୍ଟ ପବ୍ଲିକ ଟ୍ରାନ୍ସପୋର୍ଟ ସେବା ଯୋଗାଇଦେବା ପାଇଁ ୨୫ଟି ଅତ୍ୟାଧୁନିକ ଇ-ବସ ସହିତ ୧୭ କୋଟି ଟଙ୍କା ବ୍ୟୟରେ ନିର୍ମିତ ‘ଆମ ବସ’ ଡିପୋର ଲୋକାର୍ପଣ କରାଯାଇଛି।

ସୂଚନାଯୋଗ୍ୟଯେ, ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ପ୍ରାୟ ୭୦୫ କୋଟି ଟଙ୍କାର ୬୨ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଥିବା ବେଳେ, ପ୍ରାୟ ୨୫୧ କୋଟି ଟଙ୍କା ବ୍ୟୟରେ ନିର୍ମିତ ୨୪ଟି ପ୍ରକଳ୍ପକୁ ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରାଯାଇଛି। ଏହା ବ୍ୟତୀତ ଭବିଷ୍ୟତର ଆବଶ୍ୟକତାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଆଉ ୧୦୧ଟି ନୂତନ ପ୍ରକଳ୍ପ ପାଇଁ ପ୍ରାୟ ୩୭୫ କୋଟି ଟଙ୍କାର ପ୍ୟାକେଜ୍ ଘୋଷଣା କରିଛନ୍ତି, ଯାହା କେନ୍ଦୁଝରର ବିକାଶ ଯାତ୍ରାକୁ ଆହୁରି ତ୍ୱରାନ୍ୱିତ କରିବ।

Post Views: 47
Share200Tweet125Send
Voice of Victims

Voice of Victims

Recent Posts

  • Weekly News Paper (August 10- 16, 2026)
  • ଭୁବନେଶ୍ବରରେ ତ୍ରିରଙ୍ଗା ପଦଯାତ୍ରା, ସାମିଲ ହେଲେ ମୁଖ୍ୟମନ୍ତ୍ରୀ
  • ଖୋଲିଲା ହୀରାକୁଦର ଆଉ ୪ ଗେଟ୍, ୧୨ଟି ଗେଟ୍ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ
  • ଯୁବକଙ୍କୁ ଧକ୍କା ଦେଲା କଶ୍ମୀର ଉପମୁଖ୍ୟମନ୍ତ୍ରୀଙ୍କ କାରକେଡ୍, ଯୁବକଙ୍କ ମୃତ୍ୟୁ
  • ଫୁକେଟ୍-ଦିଲ୍ଲୀ ବିମାନରେ ଭୟଙ୍କର ଟର୍ବୁଲାନ୍ସ ଘଟଣା, ପାଇଲଟଙ୍କ ଡୋପ୍ ଟେଷ୍ଟ ପଜେଟିଭ୍

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In