• About Us
  • Contact Us
Wednesday, April 1, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ସମ୍ବଲପୁରରେ ମା ସମଲେଶ୍ଵରୀଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

by Voice of Victims
September 6, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ
ସମ୍ବଲପୁରରେ ମା ସମଲେଶ୍ଵରୀଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ସମ୍ବଲପୁର: ଆଜି ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ଵରୀଙ୍କ ଦର୍ଶନ କରିନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମା’ଙ୍କ ନିକଟରେ ଆଶୀର୍ବାଦ ଭିକ୍ଷା କରିବା ସହ ଓଡ଼ିଶାବାସୀଙ୍କ ଉତ୍ତରୋତ୍ତର ଉନ୍ନତି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

ସମ୍ବଲପୁରରେ ପହଞ୍ଚିବା ପରେ ବିଧାୟକ ଓ ବରିଷ୍ଠ ଅଧିକାରୀମାନେ ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରିଛନ୍ତି । ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟରେ ସାମିଲ୍ ହେବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ମନ୍ଦିର ଦର୍ଶନ କରିବା ସହିତ ମା ସମଲେଇ ପ୍ରକଳ୍ପ ବୁଲିଦେଖିଥିଲେ ।

CM Mohan Majhi offers Prayers at Samaleswari Temple
Post Views: 65
Share200Tweet125Send
Voice of Victims

Voice of Victims

Recent Posts

  • ବିଧାୟକ ପଦରୁ ଇସ୍ତଫା ଦେଲେ ନୀତିନ ନବୀନ, ଖାଲି ପଡିଛି ବାଙ୍କିପୁରର ଆସନ
  • ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ନୂଆ ମୁଖ୍ୟମନ୍ତ୍ରୀକୁ ନେଇ ସସପେନ୍ସ
  • ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ, କହିଲେ ନବୀନ ପଟ୍ଟନାୟକ
  • ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ, ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In