• About Us
  • Contact Us
Friday, May 8, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ସ୍ବାଧୀନତା ସଂଗ୍ରାମୀ ନୀଳମଣିଙ୍କ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ହେବ ଶେଷକୃତ୍ୟ

by Voice of Victims
January 27, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ସ୍ବାଧୀନତା ସଂଗ୍ରାମୀ ନୀଳମଣିଙ୍କ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ହେବ ଶେଷକୃତ୍ୟ

ଭୁବନେଶ୍ଵର: ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ତଥା ରାଜ୍ୟ ସ୍ଵାଧୀନତା ସଂଗ୍ରାମୀ ସଂଗଠନର ସଭାପତି ନୀଳମଣି ସାମଲଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଯୁବ ବୟସରେ ସ୍ବାଧୀନତା ଆନ୍ଦୋଳନରେ ଯୋଗ ଦେଇ ସେ କାରାବରଣ କରିଥିଲେ। ଦେଶର ସ୍ବାଧୀନତା ପାଇଁ ତାଙ୍କର ତ୍ୟାଗ ତାଙ୍କୁ ସ୍ମରଣୀୟ କରି ରଖିବ। ସ୍ବାଧିନତା ପରେ ମଧ୍ୟ ଜୀବନର ଶେଷ ସମୟ ପର୍ଯ୍ୟନ୍ତ ସେ ଦେଶର ଯୁବ ସମାଜକୁ ସେବା ଓ ଦେଶପ୍ରେମର ବାର୍ତ୍ତା ଦେଇ ଆସିଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ତାଙ୍କ ବିୟୋଗରେ ଜଣେ ବିଶିଷ୍ଟ ସଂଗ୍ରାମୀଙ୍କୁ ଆମେ ହରାଇଲୁ ବୋଲି ସେ କହିଛନ୍ତି। ସ୍ବର୍ଗତ ନାୟକଙ୍କ ଶେଷ କୃତ୍ୟ ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଅନୁଷ୍ଠିତ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି।

Post Views: 66
Share206Tweet129Send
Voice of Victims

Voice of Victims

Recent Posts

  • ବେଙ୍ଗଲରେ ପରାଜୟ ପରେ ମମତାଙ୍କୁ ଭେଟିଲେ ଅଖିଳେଶ, ବଢାଇଲେ ମନୋବଳ
  • ବିଜେପି ସରକାର ଓଡ଼ିଶା ପାଇଁ ବଡ଼ ବୋଝ କହିଲେ ନବୀନ
  • ଶେଷ ହେଲା ତାମିଲନାଡୁ ସସ୍ପେନ୍ସ!: ‘ବିଜୟ’ ସରକାର ପାଇଁ ସବୁଜ ସଙ୍କେତ ଦେଲେ ରାଜ୍ୟପାଳ
  • ନାବାଳକଙ୍କୁ ଥାନାରେ ଅଟକ ମାମଲାରେ ଭଦ୍ରକ ଏସ୍‌ପିଙ୍କୁ ହାଜର ନିର୍ଦେଶ ଦେଲେ ହାଇ କୋର୍ଟ
  • ଆଜିବି ବର୍ଷିବ, ପୂରା ଓଡ଼ିଶାକୁ ଜାରି ହୋଇଛି ୟେଲୋ ଆଲର୍ଟ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In