• About Us
  • Contact Us
Thursday, April 2, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଦୁର୍ଗାପୂଜାରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ସବୁ ପୂଜାମଣ୍ଡପକୁ ପାର୍ବଣ ଭେଟି

by Voice of Victims
October 11, 2024
in ମୁଖ୍ୟ ଖବର, ରାଜ୍ୟ
ଦୁର୍ଗାପୂଜାରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ସବୁ ପୂଜାମଣ୍ଡପକୁ ପାର୍ବଣ ଭେଟି

ଭୁବନେଶର: ଶାରଦୀୟ ଦୁର୍ଗା ପୂଜା ଅବସରରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ମାଝି ବଡ଼ ଘୋଷଣା କରିଛନ୍ତି । ରାଜ୍ୟରେ  ଭାଜପା  ସରକାର ପ୍ରଥମଥର କ୍ଷମତାକୁ ଆସିବା ପରେ ମୁଖ୍ୟମନ୍ତ୍ରୀ ପୂଜା ମଣ୍ଡପମାନଙ୍କୁ ପୂଜା ଭେଟି ଦେଇଛନ୍ତି । ରାଜ୍ୟର ସବୁ ଦୁର୍ଗା ପୂଜା ପେଣ୍ଡାଲର ସରକାରୀ ଭଡ଼ା ଛାଡ଼   କରିବାକୁ  ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଭୁବନେଶ୍ୱର ସମେତ ରାଜ୍ୟବ୍ୟାପୀ ସବୁ ଦୁର୍ଗା ପୂଜା ପେଣ୍ଡାଲର ଭଡ଼ା ଛାଡ଼ କରାଗଲା ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ପୂଜା ମଣ୍ଡପ ତଥା ଷ୍ଟାଣ୍ଡ ନିମନ୍ତେ କମିଟିକୁ ଆଉ କୌଣସି ଦେୟ ଦେବାକୁ ପଡ଼ିବ ନାହିଁ । ମହାଷ୍ଟମୀ ଅବସରରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରର ବିଭିନ୍ନ ମେଢ ବୁଲିବାର କାର୍ଯ୍ୟକ୍ରମ ରହିଛି। ସୂଚନାଯୋଗ୍ୟ, ଶୁକ୍ରବାର ମୁଖ୍ୟମନ୍ତ୍ରୀ ରାଜଧାନୀରେ ପ୍ରାୟ ୧୦ଟି ପୂଜା ମଣ୍ଡପ ବୁଲିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀଙ୍କ ସହ ବହୁ ବିଭାଗୀୟ ମନ୍ତ୍ରୀ ମଧ୍ୟ ମଣ୍ଡପ ବୁଲିବା କାର୍ଯ୍ୟକ୍ରମ ରହିଛି।

Post Views: 40
Share198Tweet124Send
Voice of Victims

Voice of Victims

Recent Posts

  • ଉତ୍କଳ ଦିବସ ଅବସରରେ ରକ୍ତଦାନ ଶିବିର, ସଂଗ୍ରହ ହେଲା ୧୩୭ ୟୁନିଟ ରକ୍ତ
  • ରାଜ୍ୟରେ ବନ୍ଦ ହେବ LPG, ମିଳିବ PNG ; ମାସେ ଭିତରେ ସାରା ରାଜ୍ୟରେ ଲାଗୁହେବ ନିୟମ
  • ପତଞ୍ଜଳି ଯୋଗ କେନ୍ଦ୍ରରେ ଉତ୍କଳ ଦିବସ ପାଳନ
  • ଗୁରୁତ୍ୱପୂର୍ଣ୍ଣ ପେଟ୍ରୋକେମିକାଲ୍ ଉତ୍ପାଦଗୁଡ଼ିକ ଉପରେ ସମ୍ପୂର୍ଣ୍ଣ ସୀମା ଶୁଳ୍କ ଛାଡ଼ କଲେ ସରକାର
  • ମେ’ ୧ମ/ଦ୍ୱିତୀୟ ସପ୍ତାହରେ ମାଟ୍ରିକ୍ ପରୀକ୍ଷା ଫଳ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In