• About Us
  • Contact Us
Friday, April 3, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି: ମେ ମାସ ୨୭ ପରିବର୍ତ୍ତେ ୨୬ ରେ ହେବ ସାବିତ୍ରୀ ଅମାବାସ୍ୟା ଛୁଟି

by Voice of Victims
May 23, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ
ମୁଖ୍ୟମନ୍ତ୍ରୀ ଭିସିରେ ଭାଷଣ ଦେଲା ବେଳେ ବିଡିଓମାନେ ଟିଭି ବନ୍ଦ କରିଦେଉଛନ୍ତି କି ? ଏମିତି କାହିଁକି କହିଲେ ମୁଖ୍ୟମନ୍ତ୍ରୀ?

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟିକୁ ମେ ୨୭ ତାରିଖ ପରିବର୍ତ୍ତେ ମେ ୨୬ ତାରିଖରେ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି।

ସୂଚନା ଯୋଗ୍ୟ ଯେ, ଚଳିତ ବର୍ଷ ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟି ମେ ମାସ ୨୭ ତାରିଖକୁ ସ୍ଥିରୀକୃତ ହୋଇଥିଲା। ତେବେ ପୁରୀ ମୁକ୍ତି ମଣ୍ଡପ ସହିତ ଅନ୍ୟାନ୍ୟ ଧାର୍ମିକ ଅନୁଷ୍ଠାନ ଓ ପଞ୍ଜିକା ଗଣନକାରୀ ଅନୁଷ୍ଠାନ ମାନଙ୍କ ସହିତ ଯୋଗାଯୋଗ ପରେ ଏହା ଜଣାଯାଇଛି ଯେ, ୨୬ ତାରିଖରେ ହିଁ ସାବିତ୍ରୀ ଅମାବାସ୍ୟା ପାଳନ କରାଯିବ। ତେଣୁ ଛୁଟି ତାରିଖକୁ ପରିବର୍ତ୍ତନ କରାଗଲା।

Post Views: 44
Share199Tweet124Send
Voice of Victims

Voice of Victims

Recent Posts

  • ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?
  • ପାକିସ୍ତାନୀ ସୀମା ହାଇଦର…ନିଜ ପିଲାର ନାମ ରଖିଲେ ‘ଭାରତ’, ପିଲାଙ୍କୁ ଭଲ ଶିକ୍ଷା ଦେବା ମୂଳ ଲକ୍ଷ୍ୟ
  • ରାଜ୍ୟରେ ଏବେ ଡବଲ ଇଞ୍ଜିନ ସରକାର, ପୂର୍ବତଟ ରେଳପଥରୁ ଅଲଗା ହେଲା ପଲ୍ଲାସା-ଇଚ୍ଛାପୁରମ ଡିଭିଜନ
  • AMAZON କମ୍ପାନୀ ଉପରେ ଆକ୍ରମଣ ! ଇରାନର ଟାର୍ଗେଟରେ ଆମେରିକାର ଟେକ୍ କମ୍ପାନୀ
  • ଇରାନ ଖସାଇଲା F-35 ଯୁଦ୍ଧ ବିମାନ ! ଖଣ୍ଡନ କଲା ଆମେରିକୀୟ ସେନା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In