• About Us
  • Contact Us
Thursday, April 2, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

୨ ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନଶୁଣାଣି

by Voice of Victims
October 5, 2024
in ମୁଖ୍ୟ ଖବର, ରାଜ୍ୟ
୨ ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନଶୁଣାଣି

ଭୁବନେଶ୍ୱର: ନିର୍ବାଚନ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜନଶୁଣାଣି କରି ଲୋକଙ୍କ ଅଭିଯୋଗ ଶୁଣୁଛନ୍ତି । ଆଉ ସମାଧାନ ମଧ୍ୟ କରୁଛନ୍ତି । ତେବେ  ଜନଶୁଣାଣି ନେଇ ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ମୁଖ୍ୟମନ୍ତ୍ରୀଙ୍କ ଜନଶୁଣାଣି ୨ ଦିନ ବନ୍ଦ ରହିବ । ଆସନ୍ତା ଅକ୍ଟୋବର ୭ ଓ ୧୪ ତାରିଖ ଦିନ ଜନଶୁଣାଣି ବନ୍ଦ ରହିବ । ୭ ତାରିଖ ଦିନ ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଜରୁରୀ କାର୍ଯ୍ୟ ଥିବାରୁ ଜନଶୁଣାଣି ବନ୍ଦ ରହିବ । ସେହିପରି ୧୪ ତାରିଖ ଦିନ ଦୁର୍ଗାପୂଜା ଭସାଣି ଥିବାରୁ ଜନଶୁଣାଣି ବନ୍ଦ ରହିବ । ଏନେଇ ଜିଏ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । 

Post Views: 24
Share197Tweet123Send
Voice of Victims

Voice of Victims

Recent Posts

  • ଡିଜିସିଏର ନୂଆ ଡିଜି ହେଲେ ବୀର ବିକ୍ରମ ଯାଦବ, ଶ୍ରୀମନ୍ଦିରର ଥିଲେ ମୁଖ୍ୟ ପ୍ରଶାସକ
  • ବଢ଼ିଲା ଧାନ କିଣା ଡେଡଲାଇନ, ୭ ଦିନ ପାଇଁ ଖରିଫ ଧାନକିଣା ଅବଧି ବଢ଼ାଇଲେ ରାଜ୍ୟ ସରକାର
  • ଆଜିଠାରୁ ପେଟ୍ରୋଲ ପମ୍ପରେ E 20 ପେଟ୍ରୋଲ ବାଧ୍ୟତାମୂଳକ, ପେଟ୍ରୋଲ ନିର୍ଭରଶୀଳତା କମିବ
  • ସାମ୍ବାଦିକଙ୍କ ମାତୃ ବିୟୋଗ
  • ରଣପୁରରେ ସ୍ୱ-ଜନଗଣନା ଅଭିଯାନକୁ ନେଇ ତହସିଲଦାରଙ୍କ ସଚେତନତା ପ୍ରଚେଷ୍ଟା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In